-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ମହାନଗର

ଅସୁରକ୍ଷିତ ୫୭ନମ୍ବର ଜାତୀୟ ରାଜପଥ, ଜଳୁନି ଲାଇଟ ମରାମତି ହେଉନି ରାସ୍ତା

05-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ ):- ମରଣଯନ୍ତା ପାଲଟିଛି ଖୋର୍ଦ୍ଧା-ବଲାଙ୍ଗୀର 57ନମ୍ବର ଜାତୀୟ ରାଜପଥ । ବିଭିନ୍ନ ସମୟରେ ଘଟୁଛି ଛୋଟ ବଡ଼ ଦୁର୍ଘଟଣା ଯାଉଛି ଅନେକ ଜୀବନ ।  ଜାତୀୟ ରାଜପଥ ବିଭାଗ ପ୍ରତି ଜନସାଧାରଣ ଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ । ସୂଚନା ଅନୁଯାଇ ଖୋର୍ଦ୍ଧା ରୁ ବଲାଙ୍ଗୀର ୫୭ନମ୍ବର ଯାଇଥିବା ବେଳେ ବୌଦ୍ଧ ଜିଲ୍ଲା ଦେଇ ୧୫୦କିଲୋମିଟର ରାସ୍ତା ଯାଇଛି ।

ସେଥିମଧ୍ୟରୁ ହରଭଙ୍ଗା ବ୍ଲକ ଦେଇ ୭୦ରୁ ଉର୍ଦ୍ଧ କିଲୋମିଟର ରାସ୍ତା ଯାଇଛି । ଏବେ ମରାମତି ଓ ରକ୍ଷଣାବେକ୍ଷଣ ଅଭାବ କାରଣ ରୁ ରାସ୍ତା ବିଭିନ୍ନ ସ୍ଥାନରେ ଖାଲଖମା ଦେଖିବାକୁ ମିଳିଛି । ଦୁର୍ଘଟଣା ପ୍ରବଣ ଅଞ୍ଚଳ ଗୁଡିକ ରେ ରାସ୍ତା କଡ ର ଡିଭାଇଡର କେଉଁଠି ଭାଙ୍ଗି ଯାଇଥିବା ବେଳେ କେଉଁଠି ଚୋରି ହୋଇଯାଇଥିବାର ଦେଖିବାକୁ ମିଳୁଛି । ଠିକାଦାର ପୋଷ ନୀତି ନେଇ ଚାଲିଛି ବିଭାଗ ମରାମତି ନାମ ରେ ନିମ୍ନମାନ ର ମରାମତି କାର୍ଯ୍ୟ କରି ଚାଲି ଯାଉଛନ୍ତି ଠିକାଦାର । ପରେ ବିଲ କରି ତମର ଅଧେ ଆମର ଅଧେ ନୀତି ଚଳାଇଛନ୍ତି ଠିକାଦାର ଓ ଯନ୍ତ୍ରୀ। ଅନ୍ୟପଟେ ରାସ୍ତା ଉପରେ ସ୍କୁଲ, କଲେଜ, ମନ୍ଦିର, ଗାଁ ଓ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ନାହିଁ ସୂଚନା ଫଳକ ଯାହାଦ୍ଵାରା ରାଜପଥ ଉପରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ଦେଖିବା ପାଇଁ ମିଳୁଛି । ଅନ୍ୟପଟେ ସହର ସ୍ଥାନ ଗୁଡିକରେ ଡ୍ରେନ ଓ ସାଧାରଣ ଲୋକଙ୍କ ପାଇଁ ଚଲାପଥ କରିବା ପାଇଁ ନିୟମ ଥିଲେ ତାହା ମଧ୍ୟ ଦୀର୍ଘ ବର୍ଷ ହେଲା ସାରି ପାରୁନି ବିଭାଗ । ଆଉ ଜାତୀୟ ରାଜପଥ ଉପରେ ଲାଗିଥିବା ସୋଲାର ଲାଇଟ କଥା ନକହିବା ଭଲ । ଲାଗିବା ଦିନ ଠାରୁ ଚାରିଛକ ର ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ , ଗୋଳେଇ ଛକ, ଦୁଇଟି ଯାକ ସାମ୍ବାଦିକ ସଂଘ କାର୍ଯ୍ୟଳୟ ଆଗରେ ଲାଗିଥିବା

ଲାଇଟ ଜଳୁନାହିଁ ସେହିଭଳି ପୁରୁଣାକଟକ ର ଭଳି ଜନଗହଳି ପୂର୍ଣ ସ୍ଥାନ ଗୁଡିକରେ ୫ ରୁ ୧୦ ଟି ଷ୍ଟ୍ରିଟ ଲାଇଟ ଅଚଳ ହୋଇ ପଡିଛି । ବିଭାଗୀୟ ଅଧିକାରୀଙ୍କ ଖମଖାଲି ମନଭାବ ଓ ତଦାରଖା ଅଭାବରୁ ଏଭଳି ଅସୁବିଧା ଜାତୀୟ ରାଜପଥ ରେ ଲାଗି ରହିଛି ଯାହାଫଳରେ ବିଭିନ୍ନ ସମୟରେ ବଡ ବଡ ଦୁର୍ଘଟଣା ଘଟୁଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଏଣୁ ଜିଲ୍ଲା ପ୍ରଶାସନ ସମସ୍ତ ଘଟଣାକୁ ଦୃଷ୍ଟିରେ ରଖି ବିଭାଗୀୟ ଅଧିକାରୀଙ୍କୁ ତାଗିତ କରିବା ସହିତ ଜାତୀୟ ରାଜପଥ ର ଅବସ୍ଥା ସୁଧାରିବାକୁ ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଅକ୍ରୁର ସେଠି ଓ ପୁରୁଣାକଟକ ଗ୍ରାମପଞ୍ଚାୟତ ସରପଞ୍ଚ ଅଶୋକ ସେଠି ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like