-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

କାହା ସ୍ୱାର୍ଥରେ ମହିଳା ଉଦ୍ୟାନ ଅଧୀଦର୍ଶିକା ଙ୍କ କର୍ଲାମୁଣ୍ଡା ରୁ ନର୍ଲା କୁ ବଦଳି

06-Aug-2024



(ପ୍ରେରଣା ଖବର )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକରେ ଏଥି ପୂର୍ବରୁ  ପାଞ୍ଚ ବର୍ଷରୁ ଉର୍ଦ୍ଧ ସମୟ ଧରି କାର୍ଯ୍ୟ କରିଥିବା ଉକ୍ତ ମହିଳା ଉଦ୍ୟାନ ଅଧୀଦର୍ଶିକା ଙ୍କ ବିରୋଧରେ ବିଭିନ୍ନ ସମୟରେ ଉଦ୍ୟାନ ଚାଷୀମାନେ  ସରକାରୀ ଅର୍ଥ ଆତ୍ମସାତ ଚାଷୀ ମାନଙ୍କୁ ଅସଦ ବ୍ୟବହାର ନିଜ କାର୍ଯ୍ୟ ରେ ଅବହେଳା କରିବା ଭଲି ସଂଗୀନ ଅଭିଯୋଗ ମାନ ଭିନ୍ନ ଭିନ୍ନ ସମୟରେ ହୋଇଆସିଥିଲା ଏବଂ କିଛି ଅଭିଯୋଗ ର ଖବର ବିଭିନ୍ନ ଗଣମାଧ୍ୟମ ରେ ମଧ୍ୟ ପ୍ରକାଶ ପାଇଥିଲା ଅଭିଯୋଗ ର ସତ୍ୟତା ଅନୁଭବ କରି ଜିଲ୍ଲାପାଳ କଳାହାଣ୍ଡି ପି ଅନ୍ଵେଷା ରେଡ୍ଡୀ ବିଗତ ବର୍ଷ ଉକ୍ତ ମହିଳା ଉଦ୍ୟାନ ଓଭର୍ଷୀଅର ଙ୍କୁ ନର୍ଲା   ରୁ ବଦଳି କରିବା ପାଈଁ ଉଦ୍ୟାନ ଉପନିର୍ଦ୍ଧେଶକ ଙ୍କୁ ନିର୍ଦ୍ଧେଶ ଦେଇଥିଲେ ଫଳରେ ତାଙ୍କୁ ନର୍ଲା ରୁ କର୍ଲାମୁଣ୍ଡା କୁ ବଦଳି କରାଯାଇଥିଲା କିନ୍ତୁ ଉକ୍ତ ମହିଳା କର୍ମଚାରୀ ଜଣକ ନର୍ଲା ଛାଡିବାକୁ ବିଲକୁଲ ନାରାଜ ଥିଲେ କାରଣ ସେ ନର୍ଲା ରେ କିଛି ଅସାଧୁ ବ୍ୟକ୍ତି ଙ୍କୁ ହାତ କରି ଅନେକ ସରକାରୀ ଯୋଜନା କୁ ହଡପ କରି ଅସଦ ଉପାୟରେ ଲକ୍ଷ୍ ଲକ୍ଷ ଟଙ୍କା ରୋଜଗାର କରୁଥିବା ଉଦ୍ୟାନ ଚାଷୀ ମାନେ ଅଭିଯୋଗ ଆଣିଛନ୍ତି ଏପରିକି ଉକ୍ତ କର୍ମଚାରିଣୀ ବଦଳି ନିର୍ଦେଶ ରେ କର୍ଲାମୁଣ୍ଡା ରେ ନିଜ କାର୍ଯ୍ୟରେ ଯୋଗ ଦେଇଥିଲେ ସତ କିନ୍ତୁ ପାଖାପାଖି ଆଠମାସ ଖଣ୍ଡେ ଡିଉଟି ନ ଯାଇ ବେଆଇନ ଭାବରେ ଅଧିକାରୀ ଙ୍କୁ ହାତ କରି ଦରମା ହାତେଇଥିବା ମଧ୍ୟ ଅଭିଯୋଗ ହୋଇଛି ପୁଣି ବର୍ତମାନ ଉକ୍ତ ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ଙ୍କୁ କିଛି ହାତ ଗୁଂଜା ଦେଇ ବର୍ଷେ ଭିତରେ ପୁଣି ଅଡର ନଂ 1991 dt 31/07/24 ନର୍ଲା କୁ ବଦଳି ହୋଇ ଆସିଥିବା ରୁ ଉପନିର୍ଦ୍ଧେଶକ ଙ୍କ ଅହେତୁକ ଅନୁକମ୍ପା ମହିଳା କର୍ମଚାରୀ ଙ୍କ ଉପରେ ରହିଥିବା ଅଭିଯୋଗ ହୋଇଛି ଏହି ମାମଳା କୁ ନେଇ ନର୍ଲା ଅଂଚଳର ଉଦ୍ୟାନ ଚାଷୀ ମାନେ ଅସନ୍ତୋଷ ପ୍ରକାଶ କରି ଗତକାଲି ଜିଲ୍ଲାପାଳ ଙ୍କୁ ଭେଟି ଜଣାଶୁଣାଣି ଶିବିର ରେ ପୁଣି ଲିଖିତ ଅଭିଯୋଗ ଆଣିଥିବା ସୂଚନା ମିଳିଛି ଏବଂ ଯଦି ଉକ୍ତ ଦୁର୍ନୀତି ଖୋର ମହିଳା କର୍ମଚାରୀ ଉଦ୍ୟାନ ବିଭାଗ ନର୍ଲା ରେ କାମ କରନ୍ତି ତା ହେଲେ ଉପ ନିର୍ଦେଶକ ଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଚାଷୀମାନେ ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like