-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ଗୁଡେଭେଲା ବ୍ଲକସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

06-Aug-2024



ଗୁଡ଼ଭେଲା:-ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଗୁଡେଭେଲା ବ୍ଲକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ୬ ଅଗଷ୍ଟ  ପୂର୍ବାହ୍ନ ୧୦ ଘଟିକା ସମୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦ୍ଘାଟନୀ ସଭାରେ ଗୁଡଭେଲା ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି କାର୍ଯକ୍ରମର ଶୁଭାରମ୍ଭ କରିଥିଲେ । ଅପରାହ୍ନ ରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବରେ ଗୁଡଭେଳା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌମ୍ୟକାନ୍ତ ବନଗୋଲା ଯୋଗ ଦେଇଥିବା ବେଳେ ବିଶିଷ୍ଟ ଅତିଥିଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେର, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରମେଶ ସାମର୍ଥ ଓ ବିପିନ ବାଗ , ଯାମୁଟ ସରପଞ୍ଚ ଭାବ ସିଂ ମାଝୀ ଯୋଗଦାନ କରିଥିଲେ‌ । ଏହି ପ୍ରତିଯୋଗିତାରେ ଗୁଡ଼ାଭେଲା ବ୍ଲକ ର ୧୬ଟି ଉଚ୍ଚ ବିଦ୍ୟାଳୟରୁ ୫୪ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଏଥିରେ ଗୋପୀନାଥ ଏକାଡେମୀ ବଡଙ୍ଗୋମୁଣ୍ଡ ର ଦଶମ ଶ୍ରେଣୀ ଛାତ୍ରୀ  ମନିଷା ପ୍ରଧାନ ପ୍ରଥମ ସ୍ଥାନ, ସ୍ବସ୍ତି ବିଦ୍ୟାପୀଠ ଦେମୁହାନ ର ଦଶମ ଶ୍ରେଣୀ ଛାତ୍ର ତେଜରାଜ କୁମ୍ଭାର ଓ ଛାତ୍ରୀ ରଚନା କୁମ୍ଭାର ଯଥାକ୍ରମେ ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଆଜିକାର କାର୍ଯ୍ୟକ୍ରମ କୁ ଗୁଡଭେଲା ବ୍ଲକ ର ସମସ୍ତ ସି.ଆର.ସି.ସି. , ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ତଥା ଜାମୁଟ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।ଶେଷରେ ସହକାରୀ ଶିକ୍ଷକ ସତ୍ୟବାନ କୁଅଁର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like