-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲାପାଳ ଭେଟ ହେବାକୁ ମନାକଲେ

06-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ) ବରଗଡ଼ ଜିଲ୍ଲାର ପ୍ରମୁଖ ସମସ୍ୟା ଉପରେ ଅଭିଯୋଗ କରିବା ପାଇଁ ଆମ୍ ଆଦମୀ ପାର୍ଟି ଜିଲ୍ଲାପାଳଙ୍କ ପାଖକୁ ଯାଇଥିବା ବେଳେ ଭେଟ ହେବାକୁ ମନା କରିଦେଇ ଥିଲେ। ତାପରେ ଆପ୍ କାର୍ଯ୍ୟକର୍ତ୍ତା ମାନେ ପ୍ରତିବାଦ କରିବାରୁ ଅତିରିକ୍ତ ଜିଲ୍ଲାପାଳ ଆସି ଅଭିଯୋଗ ପତ୍ର ନେବା ସହ ଆଲୋଚନା କରିଥିଲେ। ବରଗଡ଼ ସହରର ଏକ ପ୍ରମୁଖ ସମସ୍ୟା ତଥା ସାଧାରଣ ଜନତା ଙ୍କ ଦାବୀ କୁହାଯାଉଥିବା ଲେଙ୍ଗୁ ମିଶ୍ର ଛକରୁ ଜୀରା ବ୍ରିଜ ରାସ୍ତା ପ୍ରଶସ୍ତିକରଣ ଓ ଜବର ଦଖଲ ଉଛେଦକୁ ବର୍ଷେ ପୁରି ଥିଲେ ସୁଦ୍ଧା ଏହି ଅଭିଯାନ ଏବେ ସମ୍ପୂର୍ଣ ଠପ ହୋଇ ଯାଇଛି ଯାହାକୁ ନେଇ ସାଧାରଣ ରେ ଅସନ୍ତୋଷ ଦେଖା ଦେଇଛି ବୋଲି ଆମ୍ ଆଦମୀ ପାର୍ଟି ପକ୍ଷରୁ ଅଭିଯୋଗ ହୋଇଛି। ସେହିପରି ଚାଷୀ ବହୁଳ ଜିଲ୍ଳାରେ ନକଲି ସାର ଓ ବିହନ ଅବାଧରେ ବିକ୍ରି ଚାଲୁଥିବା ବେଳେ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ହେଉ ନଥିବା ଓ ଜିଲ୍ଲାର ବହୁ ସଂଖ୍ୟାରେ ବୁଢ଼ା ବୁଢ଼ୀ ଙ୍କ ବୟସଗତ ଯୋଗ୍ୟତା ହେବା ସତ୍ୱେ ଭତ୍ତା ପାଇବାରୁ ବଂଚିତ ହେଉଛନ୍ତି ବୋଲି ଆପ୍ ଜିଲ୍ଲା ଆବାହକ ଭବାନୀ ସାହୁ ଜିଲ୍ଲାପାଳଙ୍କ ଅଫିସ ରେ ଅଭିଯୋଗ କରିଛନ୍ତି । ବରଗଡ଼ ର ଏହି ଜବର ଦଖଲ ଉଛେଦ କୁ ତ୍ୱରାନ୍ୱିତ କରିବା, ଜିଲ୍ଲାରେ ନକଲି ସାର ଓ ବିହନ ବିକ୍ରି କୁ ବନ୍ଦ କରିବା ଓ ପେଣ୍ଡିଙ୍ଗ ଥିବା ବାର୍ଦ୍ଧକ୍ୟ ଭତ୍ତା ଆବେଦନକାରୀ ଙ୍କୁ ଶୀଘ୍ର ଭତ୍ତା ପ୍ରଦାନ କରିବା ପାଇଁ ଆମ୍ ଆଦମୀ ପାର୍ଟି ଦାବୀ କରିଛି ଏହା ପୂରଣ ନହେଲେ ଆଗାମୀ ଦିନରେ ବରଗଡରେ ଜନ ଆନ୍ଦୋଳନ ସୂତ୍ରପାତ ହେବ ଏବଂ ସେଥିପାଇଁ ପ୍ରଶାସନ ଓ ସରକାର ଦାୟୀ ରହିବେ ବୋଲି  ସାହୁ ଚେତାବନୀ ଦେଇଛନ୍ତି। ଏଥିରେ ଜିଲ୍ଲା ସମ୍ପାଦକ ସ୍ୱରୂପ ଭୋଇ, ଯୁବ ସଂଗଠନ ଜିଲ୍ଲା ସଭାପତି ଅବିନାଶ ବାଗ, ଅସିତ ସାହୁ, ମିଲୁ ନାଗ, ଦିଲ୍ଲୀପ ବାର୍ଲା, ଅଙ୍କେଶ ସାହୁ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅତିରିକ୍ତ ଜିଲ୍ଲାପାଳ ଦାବୀ ପତ୍ର ଗ୍ରହଣ କରିବା ସହ ସମାଧାନ ପାଇଁ ନିର୍ଭର ପ୍ରତିଶୃତି ଦେଇଥିବା  ସାହୁ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like