-+91-9937148622 |
prerana_bgr@rediffmail.com |
Saturday 29th August 2026 |
R.N.I. Regd No. ODIODI/2010/46693
Breaking News
31-Dec-2020
ଭୁବନେଶ୍ବର, (ପ୍ରେରଣା ଖବର) - ରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୩୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୧ ଓ ଅନ୍ୟ ୧୩୪ ଲୋକାଲ କଣ୍ଟାକ୍ଟ। ରାଜ୍ଯରେ ଏଯାବତ୍ ୩,୨୯,୬୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!