-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ବନ୍ଧପାଲି - ଗଡିଆଜୋର ରାସ୍ତା ଶୋଚନୀୟ ରାସ୍ତା ପାଇଁ ଗ୍ରାମବାସୀ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ

06-Aug-2024



କଣ୍ଟାମାଳ(ଜୟ କୁମାରମହାରଣା): କଣ୍ଟାମାଳ ବ୍ଲକ ସଦର ମହକୁମା ସ୍ଥିତ ବନ୍ଧପାଲି ଗ୍ରାମ ଠାରୁ ଗଡିଆଜୋର ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି  l  ରାସ୍ତାର ଦୁରବସ୍ଥା ନେଇ ବିଭିନ୍ନ ସମୟରେ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ଓ ନିର୍ବାଚିତ ରାଜନୈତିକ ବ୍ୟକ୍ତି ବିଶେଷ ଙ୍କୁ ଗୁହାରି କରିଥିଲେ ହେଁ କୌଣସି ସୁଫଳ ମିଳୁନାହିଁ   l   ବାଧ୍ୟହୋଇ ଗାଡିଆଜୋର ଗ୍ରାମବାସୀ ଜିଲ୍ଲାପାଳ ଙ୍କ ନିକଟରେ ରାସ୍ତାର ଦୁରବସ୍ଥା ସମ୍ପର୍କରେ ଫେରାଦ ହୋଇଛନ୍ତି  l  ସାମାନ୍ୟ ବର୍ଷା ହେଲେ ରାସ୍ତା କାଦୁଅ ସାଙ୍ଗକୁ ଖାଲଖମାରେ ଭର୍ତ୍ତି ହୋଇଯାଉଛି   l   ପାଣି କାଦୁଅ ରେ ପରିପୂର୍ଣ୍ଣ ରାସ୍ତାରେ ଯାନବାହାନ ତଥା ଜନସାଧାରଣ ଯିବା ଆସିବାରେ ଘୋର ଅସୁବିଧା ଭୋଗୁଛନ୍ତି  l  ରାସ୍ତା ଖରାପ ଯୋଗୁଁ ଗାଁ କୁ ଆମ୍ବୁଲାନ୍ସ ଆସିପାରୁ ନାହିଁ   l  ପାଣିକାଦୁ ଯୋଗୁଁ ଚାରିଚକିଆ ଯାନ, ମୋଟରସାଇକେଲ, ସାଇକେଲ ତ ଦୂରର କଥା ଖାଲିପାଦରେ ଯିବା କଷ୍ଟକର ହୋଇପଡୁଛି  l  ରାସ୍ତା ସମସ୍ୟା ନେଇ ଅନେକଥର ଅଭିଯୋଗ କରୁଥିଲେ ସୁଦ୍ଧା କୌଣସି ସୁଫଳ ମିଳୁନାହିଁ  l  ଗ୍ରାମାଞ୍ଚଳ ରେ ଗମନାଗମନ ର ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି  l   ତେବେ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଏହି ରାସ୍ତା ଭଳି ଅନେକ ରାସ୍ତା ଲୋକଙ୍କ ପାଇଁ ମରଣଯନ୍ତା ପାଲଟିଛି  l   ଚଳିତ ବର୍ଷ ପଞ୍ଚାୟତ ତରଫରୁ କିଛି ଡଷ୍ଟ (ପଥର ଗୁଣ୍ଡ ) ପକାଯାଇଥିଲା  l  ବର୍ଷା ଆସିବାରୁ ଡଷ୍ଟ ରାସ୍ତାରୁ ଧୋଇହୋଇ ରାସ୍ତା ଅବସ୍ଥା ଯେଉଁ ତିମିରେ କୁ ସେଇ ତିମିରେ  l   ଏହିରାସ୍ତା ଦେଇ ପ୍ରତିଦିନ ସ୍କୂଲ କଲେଜକୁ ନେଉଥିବା ପିଲାମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି l  ବାରମ୍ବାର ଅଭିଯୋଗ ପରେ ମଧ୍ୟ କେହି ଶୁଣୁ ନଥିବାରୁ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି l  ତୁରନ୍ତ ମରାମତି କରାନଗଲେ ଗ୍ରାମବାସୀ ଆନ୍ଦୋଳନ କରିବେ ବୋଲି ଧମକ ଦେଇଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like