-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ଜର୍ଣ୍ଣାଲିଷ୍ଟ ଆସୋସିଏସନ ପକ୍ଷରୁ ମୁଖ୍ୟ ସଚେତକଙ୍କୁ ସମ୍ବର୍ଦ୍ଧନା

06-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ) ବୌଦ୍ଧ ଜିଲ୍ଲା ଗସ୍ତରେ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ। ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ହେବା ପରେ ଆଜି ପ୍ରଥମ କରି ନିଜ ନିର୍ବାଚନ ମଣ୍ଡଳୀ ଗସ୍ତ କରିଛନ୍ତି । ଏନେଇ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଖୋର୍ଦ୍ଧା-ବଲାଙ୍ଗୀର 57ନଂ ଜାତୀୟ ରାଜପଥର

ବିଭିନ୍ନ ଛକ, ଜନଗହଳି ସ୍ଥାନରେ ତୋରଣ କରି ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା l ସୂଚନା ଅନୁଯାଇ  ପ୍ରଥମେ ଜିଲ୍ଲାର ସୀମାନ୍ତ ଵାଣିଗୋଚ୍ଛା ଠାରେ ଭବ୍ୟ ସ୍ୱାଗତ ଦିଆଯାଇଥିବା ବେଳେ ପରେ ଆଡ଼େନିଗଡ଼ରେ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଯୋଗ ଦେଇ ସେଠାରୁ ଚାରିଛକରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଯୋଗଦେଇଥିଲେ। ସେହିପରି ଠିଡିକାଯୋର ଜଗନ୍ନାଥ ମନ୍ଦିର କମିଟି ପକ୍ଷରୁ ମଧ୍ୟ ମୁଖ୍ୟସଚେତକଙ୍କୁ ସ୍ୱାଗତ କରିବା ସହ ଜଗନ୍ନାଥ ମନ୍ଦିରର ଉନ୍ନତି ଓ ଜିଲ୍ଲା

ପଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବା ପାଇଁ ବିଧାୟକଙ୍କ ସହିତ କମିଟି ର ଆଲୋଚନା ହୋଇଥିଲା । ପରେ ଜର୍ଣ୍ଣଲିଷ୍ଟ ଆସୋସିଏସନ ହରଭଙ୍ଗା ବ୍ଲକ ସଂଘ ପକ୍ଷରୁ ଆୟୋଜିତ ହୋଇଥିବା ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନାରେ ଯୋଗଦାନ କରିଥିଲେ l ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟ ସଚେତକ ସରୋଜ ପ୍ରଧାନ ସାମ୍ବାଦିକଙ୍କ ସୁରକ୍ଷା କିଭଳି ଆଗାମୀ ଦିନରେ ରହି ପାରିବ ବିଧାନସଭାରେ କଥା ଉଠାଇବା ପାଇଁ ନିଜର ମତ ରଖିଥିଲେ l ଏପରିକି ଗଣତନ୍ତ୍ର ଚତୁର୍ଥ ସ୍ତମ୍ଭ ଭାବରେ ସମାଜ ରେ ସାମ୍ବାଦିକଙ୍କ  ଭୂମିକା ଅତ୍ୟନ୍ତ ଗୁରୁତ୍ୱପୁର୍ଣ ରହିଛି l ସର୍ବଦା ସମାଜର ଶୃଙ୍ଖଲା ଓ ସତ୍ୟ ଖବର ପରିବେଷଣ ପାଇଁ ଚେଷ୍ଟିତ ରହିବା ଦରକାର ବୋଲି ତାଙ୍କ ଉଦବୋଧନରେ  କହିଥିଲେ l ପରେ ପୁରୁଣା କଟକ, ଲୁଣିବାହାଲ, ବିରନରସିହପୁର, ବାମଣ୍ଡା, ସରସରା, ବୁଟୁପାଲିରେ ପହଁଚି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ସର୍କିଟ ହାଉସ ପହଁଚିଥିଲେ l ତାଙ୍କର ଏହି ଗସ୍ତ ରେ ନିଜ ବିଧାନସଭା ମଣ୍ଡଳୀର ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମ ରେ ଯୋଗଦାନ ରେ ହଜାର ହଜାର ବିଜେପି କର୍ମୀ, ଜନସାଧରଣ ଯୋଗ ଦେଇଥିଲେ ଶ୍ରୀ ପ୍ରଧାନ ଶାସକ ଦଳର ମୁଖ୍ୟ ସଚେତକ ହେବା ପରେ ତାଙ୍କର ପ୍ରଥମ ଗ୍ରସ୍ତ ନିଜ ବୌଦ୍ଧ ନିର୍ବାଚନ ମଣ୍ଡଳୀ ଥିବାରୁ ଦଳୀୟ କର୍ମୀ ନେତା, ବିଭିନ୍ନ ଅନୁଷ୍ଠାନ ଓ ଜନସାଧାରଣଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like