-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ରାସ୍ତା ଉନ୍ନତିକରଣ ପାଇଁ ଅନୁଦାନ ମଞ୍ଜୁର ପରେ ଆମରଣ ଅନଶନ ପ୍ରତ୍ୟାହୃତ

06-Aug-2024



ବିନିକା(ହିମାଂଶୁ ଶେଖର ପୁଟେଲ): ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପର୍ଯ୍ୟନ୍ତ ମୌଖିକ ଓ ଲିଖିତ ଅଭିଯୋଗ କଲେ ।ପ୍ରତିଶ୍ରୁତି ମିଳିଲା ହେଲେ ରାସ୍ତାର ଦଦରା ଅବସ୍ଥା ସମାଧାନ ହେଲା ନାହିଁ ।ସମୟ ଅତିବାହିତ ହେଲା ପରେ ବାଧ୍ୟ ହୋଇ ଆମରଣ ଅନଶନ କରିବାକୁ ପଡିଲା ।ଘଟଣାଟି ହେଉଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ ।ଏନଏସି ୧୦ନଂ ୱାର୍ଡ ଉଲ୍ଲେ ଗାଁ ମୁଣ୍ଡ ରାସ୍ତା ଶୋଚନୀୟ ହୋଇ ପଡ଼ିଛି ।ରାସ୍ତାର ଅଧିକାଂଶ ସ୍ଥାନରେ ଛୋଟ ବଡ଼ ଗର୍ତ୍ତ ସୃଷ୍ଟି କରି ମରଣମୁହାଁ କୁ ଅନେଇ ରହିଛି ।ସାମାନ୍ୟ ବର୍ଷା ହେଲେ ଉକ୍ତ ଗର୍ତ୍ତ ମାନଙ୍କରେ ପାଣି ଭରି ରହିଥିବାରୁ କେଉଁ ଗର୍ତ୍ତରେ କେତେ ପାଣି ରହୁଛି ଲୋକେ ଜାଣି ନ ପାରି ଖାଲରେ ପଡି ଖଣ୍ଡିଆ ଖାବରା ହେଉଥିବା ଦେଖିବାକୁ ମିଳୁଛି।ପୁଣି ଗାଡ଼ି ମଟର ଗୁଡ଼ିକ ହାତୀ ଝୁଲିଲା ପରି ଯିବା ଆସିବା କରୁଛି ।ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ ଠାରୁ ଚରଦା କପିଳେଶ୍ୱର ମନ୍ଦିରକୁ ସଂଯୋଗ କରୁଥିବା ଏହି ରାସ୍ତା ଏବେ ଶିବ ଭକ୍ତଙ୍କ ପାଇଁ ଜନଗହଳି ହୋଇପଡ଼ିଛି ।ସେହିପରି ଏହି ବିପଦ ଗାମୀ ରାସ୍ତାରେ ପ୍ରତିଦିନ ଛାତ୍ରଛାତ୍ରୀ ମାନେ ନିକଟ ଆଦର୍ଶ ବିଦ୍ୟାଳୟ ଏବଂ ବିନିକା ର ବିଭିନ୍ନ ସ୍କୁଲକୁ ପାଠ ପଡ଼ିବାକୁ ଯାଉଛନ୍ତି।ବିପଦ ଗାମୀ ରାସ୍ତାର ଦୂରବସ୍ଥା ସମ୍ପର୍କରେ ସମାଜସେବୀ ଅରୁଣ କୁମାର ପଣ୍ଡା ଗତ ୧୫ଦିନ ତଳେ ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପର୍ଯ୍ୟନ୍ତ ଲିଖିତ ଅଭିଯୋଗ କରିଥିଲେ ।କେବଳ ବିଭାଗ ପ୍ରତିଶ୍ରୁତି ଦେଇ ଦିନ ଗଡାଇଲା ।ଶେଷରେ ବାଧ୍ୟ ହୋଇ ଅରୁଣ ଆଜିଠାରୁ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ଭୂଖ ରେ ଆମରଣ ଅନଶନ ଆରମ୍ଭ କରିଛନ୍ତି।ଅଞ୍ଚଳର ସାମୁହିକ ସମସ୍ୟା ସମାଧାନ ନହେବା ପର୍ଯ୍ୟନ୍ତ ଅନଶନ ଜାରି ରହିବ ବୋଲି ପ୍ରକାଶ କରିଛନ୍ତି।ଏହି ଜନସମୁହ ସମସ୍ୟାର ତ୍ୱରିତ ସମାଧାନ ପାଇଁ ସୁବର୍ଣ୍ଣପୁର ଜିଲ୍ଲାପାଳ ୩ଲକ୍ଷ ଟଙ୍କା ମଞ୍ଜୁର କରି ବିନିକା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ କାର୍ଯ୍ୟ ସମ୍ପୁର୍ଣ୍ଣ ନେଇ ଦାୟିତ୍ଵ ପ୍ରଦାନ କରିଛନ୍ତି ।ଫଳରେ କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ ଅନଶନସ୍ଥଳକୁ ଆସି ଅନଶନକାରୀ ଅରୁଣ ପଣ୍ଡାଙ୍କୁ ଫଳରସ ପିଆଇ ଅନଶନ ଭଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like