-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବିଷଧର ସାପ କାମୁଡ଼ାରେ ଗଲା ଯୁବକଙ୍କ ଜୀବନ

06-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ଅନ୍ଧବିଶ୍ୱାସ ନେଲା ଜୀବନ । ସାପ କାମୁଡ଼ା ରେ ଜଣେ ମୃତ । ସାପ କାମୁଡିବାର ଦୀର୍ଘ ସମୟ ଘରେ ଝଡ଼ାଫୁଙ୍କା କରିବା ପରେ ଗଲା ଜୀବନ।  ମୃତକ ହେଲେ ପୁରୁଣାକଟକ ଥାନା ପାଟଦୋହଲି ଗ୍ରାମର ହେମାନନ୍ଦ ପ୍ରଧାନ । ସୂଚନାମୁତାବକ ଗତକାଲି ବିଳମ୍ବିତ ରାତି ରେ ପୁରୁଣାକଟକ ଥାନା ଅନ୍ତର୍ଗତ ପାଟଦୋହଲି ଗ୍ରାମର ହେମାନନ୍ଦ ପ୍ରଧାନ ଙ୍କୁ ଘରେ ସୋଇଥିବା ସମୟରେ ଏକ ବିଷଧର ଚିତି ସାପ କାମୁଡି ଦେଇଥିଲା । ପରେ ହେମାନନ୍ଦ ସାପ କାମୁଡି ଦେଲା ବୋଲି ଚିତ୍କାର କରିବାରୁ ଗାଁ ପଡୋଶୀ ଘରକୁ ଦୌଡ଼ି ଆସି ହେମାନନ୍ଦକୁ ଘରୁ ବାହାରକୁ ଆଣିବା ସହ ସାପ କୁ ଏକ ହାଣ୍ଡି ରେ କାବୁ କରି ରଖିଥିଲେ । ହମାନନ୍ଦ ଙ୍କୁ ସଙ୍ଗେ ସଙ୍ଗେ ବୌଦ୍ଧ ମୁଖ୍ୟଚିକିତ୍ସାଳୟକୁ ନେଇଥିଲେ ଗ୍ରାମବାସୀ । ବୌଦ୍ଧ ଚିକିତ୍ସାଳୟ ରେ ହେମାନନ୍ଦ ଗୁରୁତର ହେବାରୁ ତାଙ୍କୁ ଡାକ୍ତର ବୁର୍ଲା ବଡ ମେଡ଼ିକାଲକୁ ସ୍ଥାନାନ୍ତର

କରିବା କହିଥିଲେ । କିନ୍ତୁ ପରିବାର ଲୋକେ ବୁର୍ଲା ଚିକିତ୍ସାକେନ୍ଦ୍ର କୁ ନେବା ପରିବର୍ତ୍ତେ ଘରକୁ ଫେରାଇ ଆଣିଥିଲେ । ଘରେ ଦୀର୍ଘ ୨ଘଣ୍ଟା ପକେଇ ରଖିବା ପରେ ଜଣେ ଗୁଣିଆ ସାହାଯ୍ୟ ରେ ଗୁଣି ଗରେଡି କରାଇଥିଲେ । ଗ୍ରାମବାସୀ ଓ କିଛି ସଚେତନ ଯୁବକ ହେମାନନ୍ଦ ଙ୍କୁ ଚିକିତ୍ସାକେନ୍ଦ୍ର ନେବା ପାଇଁ କହିଥିଲେ କିନ୍ତୁ ପରିବାର ଲୋକ ତାହା ନ ଶୁଣି ଗୁଣିଗରେଡି ରେ ଭରଷା କରିଥିଲେ । ଶେଷରେ ହେମାନନ୍ଦ ଙ୍କ ଜୀବନ ଚାଲିଯାଇଥିଲା ପରେ ତାଙ୍କ ର ଅନ୍ତିମ ସଂସ୍କାର କରାଯାଇଛି ବୋଲି ଗ୍ରାମବାସୀ ସୂଚନା ଦେଇଛନ୍ତି । ଅନ୍ୟପଟେ ଅନ୍ଧବିଶ୍ୱାସ ର ବଶବର୍ତ୍ତୀ ହୋଇ ପରିବାର ଲୋକେ ହେମାନନ୍ଦଙ୍କ ଶବ ବ୍ୟବଚ୍ଛେଦ କରିନଥିଲେ ଫଳ ସେମାନେ ସରକାରୀ ସହାୟତାରୁ ମଧ୍ୟ ବଞ୍ଚିତ ରହିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like