-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

ଶିକ୍ଷାଅଧିକାରୀଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

06-Aug-2024



ସିନାପାଲି (ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ର ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପ୍ରଭାକର ମହାହୁତି ଙ୍କ  ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସିନାପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯାଳୟ ରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ହୋଇଥିବା ସଭାରେ ବି ଇ ଓ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ସେଠ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ବି ଆର ସି ସି ଶ୍ରୀଯୁକ୍ତ ପ୍ରଦୀପ କୁମାର ପଣ୍ଡା  ମୁଖ୍ୟ ବକ୍ତା ଭାବେ ସିନାପାଲି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଶ୍ରୀଯୁକ୍ତ ପ୍ରସନ୍ନ କୁମାର ମାଝୀ ଏବଂ ବିଶିଷ୍ଟ ଅତିଥି ଭାବେ ଅବସର ପ୍ରାପ୍ତ  ଏ ବି ଇ ଓ ଶ୍ରୀଯୁକ୍ତ ପ୍ରଭାକର ମହାହୁତି ଓ ସମ୍ମାନିତ ଅତିଥି ଭାବେ ସେକ୍ସନ ଅଫିସର  କମଳ ମାଝୀ  ଯୋଗଦେଇ ଥିଲେ। ସି ଆର ସି ସି ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର ଅତିଥି ଅଧିକାରୀଙ୍କୁ ମଞ୍ଚ କୁ ସ୍ବାଗତ କରିବା ସହ ସଭାକାର୍ଯ୍ୟ ପରିଚାଳନା କରିଥିଲେ।ଉପସ୍ଥିତ ସି ଆର ସି ସି ମାନେ ଏବଂ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ର ଅଧିକାରୀ ଓ ଅତିଥି ଗଣ ବିଦାୟୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ମହାହୁତିଙ୍କ ର ଦୀର୍ଘ  ୩୨ ବର୍ଷ ର ସଫଳ ଶିକ୍ଷକତା ଜୀବନ ପ୍ରାୟ ଏକ ବର୍ଷ ଶିକ୍ଷା ଅଧିକାରୀ ଭାବରେ ପ୍ରଶାସନିକ ଦକ୍ଷତା ର ଭୁୟସୀ ପ୍ରଶଂସା କରିଥିଲେ। ତାଙ୍କର ସରଳ ଜୀବନ ଯାପନ, ଛାତ୍ର ବତ୍ସଳତା, ସହ କର୍ମୀଙ୍କ ସହ ସୁ ସମ୍ପର୍କ ଓ ବନ୍ଧୁତା ପଣ ଯୋଗୁଁ ସବୁଦିନ ପାଇଁ ସିନାପାଲି ର ଶିକ୍ଷକ ଓ ସି ଆର ସି ସି ଙ୍କ ମନରେ ରହିବେ ବୋଲି ଅତିଥି ଗଣ ମନ୍ତବ୍ୟ ଦେଇଥିଲେ । ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ତାଙ୍କୁ ମାନ ପତ୍ର, ଉପ ଢୌକନ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।ସଭା ଶେଷରେ ଶ୍ରୀ ସନ୍ତୋଷ ବନ୍ଧିଛୋର ଅତିଥିଗଣ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ  ସି ଆର ସି ସି   ଶ୍ରୀଯୁକ୍ତ ଦିବ୍ୟରଞ୍ଜନ ପାଢ଼ୀ, କ୍ଷୀରସିନ୍ଧୁ ମେହେର, ଈଶ୍ୱର  ବଘେଲ, ମହେଶ୍ୱର ଗୁଆଳ, ସୁଶୀଲ କୁମାର ଯୋଶୀ,ସମସ୍ତ ସି ଆର ସି ସି ଓ ବି ଇ ଓ ଅଫିସର ସମସ୍ତ କର୍ମକର୍ତା ଉପସ୍ଥିତ ଥିଲେ । ସେହିପରି ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର, ସହ ଶିକ୍ଷକ ଶ୍ରୀଯୁକ୍ତ ଧୀରେନ୍ଦ୍ର କୁମାର ସା  ଓ ବିଦ୍ୟାଳୟ ତରଫରୁ ଅବସର ପ୍ରାପ୍ତ  ଏ ବି ଇ ଓ ଶ୍ରୀଯୁକ୍ତ ମହାହୁତି ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like