-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ବନ୍ଦ ନେଇ ବିଡ଼ିଓ ଙ୍କୁ ଗୁହାରି

06-Aug-2024



ବରଗଡ଼/ଅମ୍ବାଭୋନା(ନିରଞ୍ଜନ ତ୍ରିପାଠୀ)-ରାଜ୍ୟ ସରକାରଙ୍କ ନୁତନ ଶିକ୍ଷାନୀତି ଅନୁସାରେ ନିର୍ଦ୍ଧାରିତ ସର୍ବନିମ୍ନ ବିଦ୍ୟାର୍ଥିଙ୍କ ସଂଖ୍ୟାଠାରୁ କମ ସଂଖ୍ୟକ ବିଦ୍ୟାର୍ଥୀ ଥିବା ବିଦ୍ୟାଳୟଗୁଡ଼ିକୁ ବନ୍ଦ କରାଯାଇଛି । ଏହି କ୍ରମରେ ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଉପାନ୍ତ ତଥା ବିଛିନ୍ନାଞ୍ଚଳ ମଧ୍ୟରେ ଅବସ୍ଥିତ ବୁଗବୁଗୀ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରାଯାଇଛି। ୧୯୫୮ମସିହାରୁ ସ୍ଥାପିତ ଏହି ବିଦ୍ୟାଳୟରେ ବର୍ତ୍ତମାନ ସ୍ଥିତିରେ ଏହି ସ୍କୁଲର ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପାଖାପାଖି ୨୪ଜଣ ଛାତ୍ରଛାତ୍ରୀଙ୍କ ମଧ୍ଯରୁ ୧୨ ଜଣ ବୁଗବୁଗୀ ଗ୍ରାମରୁ ୨ କିଲୋମିଟର ଦୁର ବୁଢିପାଲି ପ୍ରାଥମିକ ବିଦ୍ୟାଳୟକୁ ଯାଉଥିବା ବେଳେ ଓ ଅନ୍ୟ ଛାତ୍ର ଛାତ୍ରୀ ୨ କିଲୋମିଟର ଦୁର ତଥା ନିଘଞ୍ଚ ଜଙ୍ଗଲି

ରାସ୍ତା ଦେଇ ବାଞ୍ଜିପାଲି ବିଦ୍ୟାଳୟରେ ପାଠ ପଢ଼ୁଛନ୍ତି। କିଛି ଛାତ୍ରଛାତ୍ରୀ ପାଠ ପଢ଼ାରେ ଡେ଼ାରି ବାନ୍ଧି ଗାଈ, ଛେଲି, ମେଣ୍ଢା ଚରାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।ରାଜ୍ଯ ସରକାର ସଭିଁଏ ପଢନ୍ତୁ ସଭିଁଏ ବଢନ୍ତୁ ବୋଲି ନାରା ଦେଉଥିବା ବେଳେ ଭିତ୍ତିଭୂମି ଥାଇ ଶିକ୍ଷାନୀତି ଯୋଗୁଁ ଶିକ୍ଷା ଭଳି ମୌଳିକ ଅଧିକାରରୁ ଜାଣିଶୁଣି ବଞ୍ଚିତ କରାଯାଉଥିବା ଗ୍ରାମବାସୀ  ଅଭିଯୋଗ କରିଆସୁଥିଲେ ମଧ୍ୟ କେହି ଶୁଣୁ ନାହାନ୍ତି। ଏ ସଂକ୍ରାନ୍ତରେ ଆଜି ମଙ୍ଗଳବାର ପାଖାପାଖି ୧୧ଟା ସମୟରେ ଅମ୍ବାଭୋନା ବିଡିଓ ଶଙ୍କର ବାଗ, ବିଇଓ ଭାବନା ସାହୁ, ଏବିଇଓ ଲାଲମୋହନ ସିଂ ବୁଗବୁଗୀ ଗ୍ରାମକୁ ପହଞ୍ଚି ପରିଦର୍ଶନ କରିଥିଲେ ଏବଂ ଏ ବିଷୟରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଏଥିପ୍ରତି  ଶିକ୍ଷାବିଭାଗ ଦୃଷ୍ଟି ଦେଲେ ସ୍କୁଲ ମାନଙ୍କରେ ଏପ୍ରକାର ଯେଉଁ ପରିସ୍ଥିତି ହେଉଛି, ତାହା ଯେମିତି ନ ହେବ ଓ ଆଗକୁ ଛାତ୍ର ଛାତ୍ରୀଙ୍କ ଯେମିତି ଅସୁବିଧା ନହେବ ସେ ନେଇ ଶିକ୍ଷାବିଭାଗ ଦୃଷ୍ଟି ଦେବା କଥା ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like