-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ରାଜ୍ୟ

ଓଡିଶା ରାଜ୍ୟ ଜଳ ଓ ପରିମଳ ମିଶନ କର୍ମଚାରୀ ସଂଘ ତରଫରୁ ପୁନଃ ନିଯୁକ୍ତି ପାଇଁ ଅଭିଯୋଗ

06-Aug-2024



ବଲାଙ୍ଗୀର《ମହେନ୍ଦ୍ର ଦର୍ଜି》ରାଜ୍ୟ ଜଳ ଓ ପରିମଳ କର୍ମଚାରୀ ସଂଘ ତରଫରୁ ସାଧାରଣ ସମ୍ପାଦକ ପ୍ରମୋଦ ବଗର୍ତ୍ତି ଛଟେଇ ହୋଇଥିବା କର୍ମଚାରୀ ମାନଙ୍କୁ ପୁନଃନିଯୁକ୍ତି ପ୍ରଦାନ କରିବା ପାଇଁ ଗତ ତା ୧୫/୭/୨୦୨୪ରେ ରାଜ୍ୟ ସରକାରଙ୍କ ଅଭିଯୋଗ ପ୍ରକୋଷ୍ଠରେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ ଜଣାଇଥିଲେ। ଆଜି ପୁଣି ଥରେ ରାଜ୍ୟ ସରକାରଙ୍କର  ଅଭିଯୋଗ ପ୍ରକୋଷ୍ଠ ରେ ପଞ୍ଚାୟତିରାଜ , ପାନୀୟ ଜଳ ଓ ପରିମଳର ନିର୍ଦେଶକ ଭିନିତ ଭରଦ୍ୱାଜଙ୍କୁ ଭେଟି ଦାବୀ ଜଣାଇଛନ୍ତି।ଏଠାରେ ସୂଚନାଯୋଗ୍ୟଯେ, ବିଗତ ୨୦୧୯ ମସିହାରେ ଛଟେଇକରି ବାହ୍ୟ ସଂସ୍ଥା ଦ୍ଵାରା କାମ ଅଭିଜ୍ଞତା ଥିବା ମାନବ ସମ୍ବଳକୁ ଅନିୟମିତତା ଘେରରେ ନିଯୁକ୍ତି ପ୍ରଦାନ କରାଯାଇଛି।ଦୀର୍ଘ ୧୭ ବର୍ଷ ଧରି କାମ କରିଥିବା ଅଭିଜ୍ଞତା କର୍ମଚାରୀଙ୍କୁ ମଧ୍ୟ ନିଯୁକ୍ତି ମିଳିନାହିଁ।ବର୍ତ୍ତମାନ କେନ୍ଦ୍ର ସରକାରଙ୍କର ଜଳ ଜୀବନ ମିଶନର କାର୍ଯକ୍ରମ, ସ୍ୱଚ୍ଛ ଭାରତ ମିଶନର ତୃତୀୟ ପର୍ଯ୍ୟାୟର ପ୍ରକଳ୍ପ ଆରମ୍ଭ ହେବାକୁ ଯାଉଅଛି ।ଏହି ପ୍ରକଳ୍ପରେ ବର୍ତମାନ ଅଗ୍ରାଧିକାର ଭିତ୍ତିରେ ଅଭିଜ୍ଞତା ସମ୍ପନ୍ନ ଏବଂ ଜଳ ଓ ପରିମଳ ମିଶନ ର ଅଭିଜ୍ଞତା ହାସଳକରିଥିବା କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦେବା ପାଇଁ ଦାବି ଜଣାଯାଇଛି।

◇□■□■□■□■□■□■□■□◇


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like