-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା କୋଶଳା ମାଳି ପଟେଲ ସମାଜର କାର୍ଯ୍ୟକାରିଣୀ ସଭା ଅନୁଷ୍ଠିତ

06-Aug-2024



କଳାହାଣ୍ଡି ,କୋକସରା,(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋଶଳା ମାଳି ପଟେଲ ସମାଜ ପକ୍ଷରୁ ମଙ୍ଗଳବାର କୋକସରା ବ୍ଲକ ମୋଟେର ଧାନ ମଣ୍ଡି ପରିସରରେ କାର୍ଯ୍ୟକାରିଣୀ ସଭା ଅନୁଷ୍ଠିତ ହୋଇଯାଇଛି। ସର୍ବ ପ୍ରଥମେ କୋଶଳା ମାଳି ପଟେଲ ସମାଜର ଆରାଧ୍ୟ ଦେବୀ ମା କୋଶଳେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିବା ପରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ବଡ଼ ଟେମରି କର୍ମକର୍ତ୍ତାଙ୍କ ଆୟୋଜନରେ ଅନୁଷ୍ଠିତ ସାଧାରଣ ସଭାର ସଭାପତି  ଧର୍ମୁ ପଟେଲଙ୍କ ସଭାପତିତ୍ୱରେ ମୁଖ୍ୟବକ୍ତା ଭାବେ ପୂର୍ବତନ ଜିଲ୍ଲା ସଭାପତି ଘନଶ୍ୟାମ ପଟେଲ, ସମ୍ମାନିତ ଅତିଥି ଭାବେ ଚିନ୍ତାମଣି ପଟେଲ, ପୂର୍ବ ଯୋନ ସମ୍ପାଦକ ସମ୍ପତ୍ତି ପୁଟେଲ, ଯୋଗଦେଇ କୋଶଳୀ ମାଳି ପଟେଲ ସମାଜର ପୂର୍ବ ସଂସ୍କୃତି, ପରମ୍ପରାର ସ୍ମୃତିକୁ ଉଜାଗର କରିବା ସହିତ ସମାଜ ହେଉଛି ବ୍ୟକ୍ତିର ପରିଚୟ, ନିଜର ଜାତି ଓ ବୃତ୍ତିକୁ ନେଇ ଗୌରବ କରିବା ସହ କୌଳିକ ବୃତ୍ତିକୁ ଆଗକୁ ବଢ଼ାଇ ଯୁବପିଢ଼ି ଅଗ୍ରସର ହେବା କଥା।  ଆଜିର ସମାଜରେ ନାରୀ ଶିକ୍ଷାକୁ ଗୁରୁତ୍ୱ ଦେବାକୁ ମହିଳାଙ୍କୁ ଆତ୍ମ ନିର୍ଭରଶୀଳ ହେବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ରହିଛି ଏଣୁ ସମାଜରେ ନାରୀ ଶିକ୍ଷା ସର୍ବସ୍ୱ ବୋଳି ବିଧାୟକ ମତ ଦେଇଥିଲେ। ଏହି ଅବସରରେ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଚିନ୍ମୟୀ ପଟେଲ, ଆଶା ପଟେଲ, ହେମଲତା ପଟେଲ ସମେତ ଦ୍ଵାଦଶ ଶ୍ରେଣୀ ଉତ୍ତୀର୍ଣ୍ଣ ହୋଇଥିବା ରାଣୀ ପଟେଲ, ତେଜସ୍ୱିନୀ ପଟେଲ, ଶିବାନୀ ପଟେଲଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ଏହି ଅବସରରେ ନୂତନ ଭାବେ ଜିଲ୍ଲା କର୍ମକର୍ତ୍ତା ଚୟନ ହୋଇଥିବା ବେଳେ ସର୍ବ ସମ୍ମତ୍ତି କ୍ରମେ ଜିଲ୍ଲା ସଭାପତି ଭାବେ ସମ୍ପତି ପୁଟେଲଙ୍କୁ ମନୋନୀତ କରାଯାଇଛି। କାର୍ଯ୍ୟକ୍ରମକୁ ଜିଲ୍ଲା ସମ୍ପାଦକ ପବିତ୍ର ପଟେଲ ମଞ୍ଚ ସଂଯୋଜନା କରିଥିଲେ। କାର୍ଯ୍ୟକାରିଣୀ ସଭାକୁ ଯୁଗ୍ମ ସମ୍ପାଦକ ଜୟହରି ପଟେଲ, କୋଷାଧ୍ୟକ୍ଷ ପ୍ରଦୀପ ପଟେଲ,  ବୃହସ୍ପତି ପଟେଲ, ବିନୋଦ ପଟେଲ, ଅରବିନ୍ଦ ପଟେଲ, ଡିଙ୍ଗର ପଟେଲ, ଟିକେଶ୍ୱର ପଟେଲ, କ୍ଷୀତିଶ ପଟେଲ, ଦୟାନିଧି ପଟେଲ, ବୈଷ୍ଣବ ପଟେଲ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026

You Might Also Like