-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||     

HOME   ଜିଲ୍ଲା

ଭାଲୁ ଆକ୍ରମଣରେ ୨ ଗୁରୁତର, ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର

06-Aug-2024



କଳାହାଣ୍ଡି ,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ଓ ଜୟପାଟଣା ବ୍ଲକର ୨ ଜଣ ଚାଷିଙ୍କୁ ମଙ୍ଗଳବାର ପାହାନ୍ତିଆରୁ ଭାଲୁ ଆକ୍ରମଣ କରିଛି । ଗୁରୁତର ଅବସ୍ଥାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେବା ପରେ ଅବସ୍ଥା ଜଟିଳ ଥିବାରୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନା ମତେ ଜୟପାଟଣା ଉଛୁଳା ଫରେଷ୍ଟ ସେକ୍ସନ ପାଣ୍ଡରି ପଖାନ ଗ୍ରାମର ଜଣେ ଯୁବଚାଷୀ ଲକ୍ଷ୍ମଣ ନାଏକ (୩୩) ଆଜି ପାହାନ୍ତିଆରୁ ଶୌଚ ପାଇଁ ଗାଁ ନିକଟସ୍ଥ ନାଲାକୁ ଯାଉଥିବା ବେଳେ ପାଖ ଜଙ୍ଗଲରୁ ଖାଦ୍ୟ ଅନ୍ୱେଷଣରେ ଗାଁ କୁ ଆସିଥିବା ୨ ଭାଲୁ ହଠାତ ଆକ୍ରମଣ କରିଥିଲେ । ଲହୁ ଲୁହାଣ ଅବସ୍ଥାରେ କୌଣସି ପ୍ରକାରେ ଭାଲୁ ହାବୁଡ଼ରୁ ଖସି ଆସିବା ପରେ ପରିବାର ଲୋକେ  ଗୁରୁତର ଯୁବକଙ୍କୁ କୋକସରା ଡାକ୍ତରଖାନାରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଜଟିଳ ଥିବାରୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିଲେ।ସେହିପରି ଧର୍ମଗଡ ରେଞ୍ଜ କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଡୁଡୁକାଠେଙ୍ଗା ପଞ୍ଚାୟତ ଧୋବେନଚଞ୍ଚରା ଗ୍ରାମର ଚାଷି ନିଳାମ୍ବର ପାତ୍ର ( ୫୫) ଆଜି ପାହାନ୍ତିଆରୁ ନିଜ ଚାଷଜମିକୁ ଯାଇଥିବା ବେଳେ ପାଖ ସାହାଜଖୋଲ ଜଙ୍ଗଲରୁ ଖାଦ୍ୟ ଅନ୍ୱେଷଣରେ ଗାଁ କୁ ଆସିଥିବା ଭାଲୁ ହଠାତ ଆକ୍ରମଣ କରିଥିଲା । ଆହତ ଅବସ୍ଥାରେ  କୌଣସି ପ୍ରକାରେ ଭାଲୁ ହାବୁଡ଼ରୁ ଖସି ଆସିବାରେ ସେ ସକ୍ଷମ ହୋଇଥିଲେ। ପରିବାର ଲୋକେ ଏ ନେଇ ଆମପାଣି ଫରେଷ୍ଟ କର୍ମଚାରୀଙ୍କୁ ଖବର ଦେଇଥିଲେ।ଘଟଣାସ୍ଥଳରେ ଫରେଷ୍ଟ କର୍ମଚାରୀ ମାନେ ପହଞ୍ଚି ପରିବାର ଲୋକଙ୍କ ସହ ଗୁରୁତର ଯୁବକଙ୍କୁ କୋକସରା ଡାକ୍ତରଖାନାରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଜଟିଳ ଥିବାରୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ମିଳିବ ବୋଲି ଜୟପାଟଣା ଉଛୁଳା ଫରେଷ୍ଟ ଗାର୍ଡ  ରୁଦ୍ର ପ୍ରସାଦ ନାଏକ ଓ ଆମପାଣି ଫରେଷ୍ଟ ଗାର୍ଡ ନାରାୟଣ ନାଗ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026

You Might Also Like