-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ରାଜ୍ୟ

ସ୍ଵାସ୍ଥ୍ୟ ମନ୍ତ୍ରୀ ଙ୍କୁ ଭେଟିଲେ ପୂର୍ବତନ ରେଙ୍ଗାଲି ବିଧାୟକ *ରେଙ୍ଗାଲି ପି.ଏଚ.ସି କୁ ସି.ଏଚ.ସି ରେ ଉନ୍ନୀତ କରିବା ପାଇଁ ମୁକେଶ ଙ୍କୁ ଦାବୀ କଲେ ନାଉରୀ*

06-Aug-2024



 

    ଭୁବନେଶ୍ୱର :ସମ୍ବଲପୁର- (ସଂଜୀବପାଣିଗ୍ରାହୀ)  - ସମ୍ବଲପୁର ଜିଲ୍ଲା ରେ ରେଙ୍ଗାଲି ବ୍ଲକ ହେଉଛି ଏକ ଶିଳ୍ପ ସମୃଦ୍ଧ ଓ ଖଣି ଖାଦାନ ର ଅଞ୍ଚଳ । ବିଗତ ଦୁଇ ଦଶନ୍ଧି ମଧ୍ୟରେ ଅଞ୍ଚଳ ରେ ଗଢି ଉଠିଛି ଅନେକ ବୃହତ୍ ଓ ମଧ୍ୟମ ଶିଳ୍ପ ପ୍ରତିଷ୍ଠାନ ମାନ । ଏହା ସହିତ କୋଇଲା ଖଣି ମଧ୍ଯ ରହିଛି ଏହି ଅଞ୍ଚଳ । ଏଥି ପାଇଁ ଦୃତ ଗତିରେ ବୃଦ୍ଧି ପାଇଛି ଏ ଅଞ୍ଚଳ ର ଜନସଂଖ୍ୟା  । ରେଙ୍ଗାଲି ଅଞ୍ଚଳ ରୁ ରାଜ୍ୟ ରାଜ କୋଷ କୁ ଯାଉଛି ବିପୁଳ ପରିମାଣର ରାଜସ୍ବ । ହେଲେ ତାର ଅନୁପାତ ରେ ହୋଇପାରି ନାହିଁ ଅଞ୍ଚଳ ର ବିକାଶ । ଜନସଂଖ୍ୟା ବୃଦ୍ଧି ହିସାବ ରେ ତୁଳନାତ୍ମକ ଭବେ ବଢ଼ିଛି ସଧାରଣ ରୋଗୀ ଙ୍କ ସଂଖ୍ୟା । ଜନସଂଖ୍ୟା ସଙ୍ଗେ ସଙ୍ଗେ ଅଞ୍ଚଳ ରେ ବଢ଼ିଛି ଯାନବାହାନ ସଂଖ୍ୟା ଓ ଭାରୀ ଯାନ ର ଯାତାୟାତ । ଏଥି ପାଇଁ ଘଟୁଛି ଅନେକ ଛୋଟ ବଡ଼ ଦୁର୍ଘଟଣା ମାନ ।
     ଏହା କୁ ଦୃଷ୍ଟି ରେ ରଖି ରେଙ୍ଗାଲି ରେ ଥିବା ପୁରୁଣା ପି.ଏଚ.ସି କୁ ଉନ୍ନୀତ କରି ସି.ଏଚ୍.ସି ରେ ପରିବର୍ତ୍ତନ କରିବା ପାଇଁ ବହୁ ଦିନ ରୁ ଦାବୀ ହୋଇ ଆସୁଛି । ରେଙ୍ଗାଲି ର ପୂର୍ବତନ ବିଧାୟକ ନାଉରୀ ନାୟକ ବିଧାୟକ ହେବା ପୂର୍ବରୁ ଓ ବିଧାୟକ ହେଲା ପରେ ମଧ୍ଯ ବାରମ୍ବାର ଦାବୀ କରି ଆସୁଥିଲେ । ରାଜନୈତିକ ବିଦ୍ୱେଷ କାରଣ ରୁ ପୂର୍ବ ସରକାର୍ ଏହା ଗୁରୁତ୍ୱପୂର୍ଣ୍ଣ ଓ ଜରୁରୀ ଦାବୀ ପ୍ରତି କର୍ଣ୍ଣପାତ କରିନଥିଲେ ।
    ବର୍ତ୍ତମାନ ରାଜ୍ୟ ରେ ବିଜେପି ସରକାର ସଙ୍ଗେ ଡବଲ ଇଞ୍ଜିନ ସରକାର । ଏହାକୁ ଦୃଷ୍ଟି ରେ ରଖି ରେଙ୍ଗାଲି ର ପୁର୍ବତନ ବିଧାୟକ ନାଉରୀ ନାୟକ ଆଜି ଭୁବନେଶ୍ୱର ଠାରେ ରାଜ୍ୟ ର ସ୍ଵାସ୍ଥ୍ୟ ଓ ପାରିବାର କଲ୍ୟାଣ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଙ୍କୁ ଭେଟି ରେଙ୍ଗାଲି ପି.ଏଚ.ସି କୁ ସି.ଏଚ.ସି ରେ ଉନ୍ନୀତ କରିବା ପାଇଁ ଦାବୀ କରିଛନ୍ତି । ଖୁବ ଶିଘ୍ର ଏହା ଉପରେ ପଦକ୍ଷେପ ଗ୍ରହଣ କରିବେ ବୋଲି ସ୍ଵାସ୍ଥ୍ୟ ମନ୍ତ୍ରି ଡ. ମହାଲିଙ୍ଗ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ବିଜେପି କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜାକ ମାନସ ରଞ୍ଜନ ବକ୍ସି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like