-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଚୋରୀ ଅଭିଯୋଗରେ ନନ୍ଦପୁରା ଗ୍ରାମର ୩ ଯୁବକ ଗିରଫ

07-Aug-2024



ନବରଙ୍ଗପୁରେ (ମିହିର ଶଙ୍କର ପାତ୍ର,)
ଡାବୁଗାଁ ଥାନା ପୋଲିସ ଏକ ଚୋରୀ ଅଭିଯୋଗରେ ୩ ଜଣ ଯୁବକଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି | ସୂଚନାଯୋଗ୍ୟ:-  ଡାବୁଗାଁ ବ୍ଲକ ଅଧୀନ ନନ୍ଦପୁରା ଗ୍ରାମ ନିକଟ ଦେଇ ଯାଇଥିବା ରାଇପୁର - ବିଶାଖାପାଟଣା ଭାରତମାଳା ରାସ୍ତା କାର୍ଯ୍ୟ ନିମନ୍ତେ ନନ୍ଦପୁରା ଗ୍ରାମ ନିକଟରେ ଥିବା କ୍ୟାମ୍ପ ରୁ ୪ ତାରିଖ ରାତିରେ ବିଭିନ୍ନ ଲୁହା ସାମଗ୍ରୀ ଚୋରୀ ହୋଇଥିଲା | ସେଠାରେ ରହୁଥିବା କର୍ମଚାରୀ ମାନେ ସକାଳୁ ଦେଖି ଜାଣିବାକୁ ପାଇଥିଲେ ଯେ କ୍ୟାମ୍ପ ମଧ୍ୟରୁ କିଛି ଲୁହା ସାମଗ୍ରୀ ଚୋରୀ ହୋଇଯାଇଛି | କର୍ମଚାରୀ ମାନେ ସାମଗ୍ରୀ ଚୋରୀ ହୋଇଥିବା ନେଇ କ୍ୟାମ୍ପ ମ୍ୟାନେଜରଙ୍କୁ ଜଣାଇଥିଲେ | କ୍ୟାମ୍ପ ମ୍ୟାନେଜର ସୁନିଲ କୁମାର ନାୟକ ଏନେଇ ସୋମବାର  ଡାବୁଗାଁ ଥାନାରେ ଏତଲା ଦେଇଥିଲେ | ଉକ୍ତ ଏତଲାକୁ ଭିତ୍ତି କରି  ସିଂସାରୀ ଫାଣ୍ଡି ଅଧିକାରୀ ହରିହର ଭତ୍ରା ଭାରତମାଳା କ୍ୟାମ୍ପ ର ଆଖପାଖ ଗ୍ରାମରେ ଚଢାଉ କରି ନନ୍ଦପୁରା ଗ୍ରାମରୁ ୩ ଜଣ ଯୁବକଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲେ | ପରେ ୩ ଜଣ ଯୁବକ ଚୋରୀ କରିଥିବା ନେଇ ପୋଲିସ କୁ କହିଥିଲେ | ଉକ୍ତ ଅଭିଯୁକ୍ତ ମାନେ ହେଲେ ନନ୍ଦପୁରା ଗ୍ରାମର ସମାରୁ ଭତ୍ରା (୨୮), ତୁଳାରାମ ଭତ୍ରା (୨୫), ବୁଦୁ ଭତ୍ରା (୩୨) | ଏହି ୩ ଜଣ ଅଭଯୁକ୍ତ ମାନଙ୍କୁ ମଙ୍ଗଳବାର ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି | ଏନେଇ ଥାନା କେସ ନଂ ୧୪୭/୨୪ ରେ ଏକ ମାମଲା ରୁଜୁ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like