-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ପୋଲିସ ବନ୍ଧୁକରୁ ଗୁଳି ଫୁଟି ପିଏସଓ ଙ୍କ ସମେତ ୨ମୃତ ଏପଟେ ପୋଲିସ ସେପଟେ ରାଜନେତା ଙ୍କ ସୁରକ୍ଷା କର୍ମୀ ଘଟଣା କୁ ଚପାଇ ଦିଆ ଯିବ ନି ତ?

07-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ଗତକାଲି ମଙ୍ଗଳବାର ସନ୍ଧ୍ୟା ରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଅଧିନସ୍ଥ ଚୁଲିମାଲ ଗ୍ରାମରେ ଗୁଳିକାଣ୍ଡ ଘଟିଛି। ଏହି ଗୁଳିମାଡ଼ରେ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ ଙ୍କ ନୂତନ  ପିଏସଓ ଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ଦୁଇଜଣ ହେଲେ ପିଏସଓ ମନୋଜ ଝାଙ୍କର ଓ ସଂପର୍କୀୟ ଭାଈ ଶେଷଦେବ ଝାଙ୍କର। ଏହି ଘଟଣା ପ୍ରଘଟ ହେବାପରେ ତୁରନ୍ତ ଆମ୍ବୁଲାନ୍ସକୁ ଖବର ଦିଆଯାଇ ଉଭୟଙ୍କୁ ଚିକିତ୍ସା ପାଇଁ ସନ୍ଧ୍ୟା ପ୍ରାୟ ୭ ଘଣ୍ଟା ସମୟରେ ବିନିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ବେଳେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ସୂଚନା ଯୋଗ୍ୟ ଯେ ମନୋଜ ଏବଂ ଶେଷଦେବ ଉଭୟ କାକା ପୁଅ ଭାଇ ଅଟନ୍ତି। କେଉଁ କାରଣରୁ ଏଭଳି ଦୁଃଖଦ ଘଟଣା ଘଟିଲା ତାହା ଏବେ ଯାଏ ସ୍ପଷ୍ଟ ହୋଇପାରିନାହିଁ। କିନ୍ତୁ ଗତକାଲି ଚୁଲିମାଲ ଗାଁ ମୁଣ୍ଡରେ ଥିବା ଏକ ଫାର୍ମ ରେ ପିଏସଓ ମନୋଜ ଝାଙ୍କର କାକା ପୁଅ ଶେଷଦେବ ଓ ଆଉ ଚାରି ଜଣ ସାଙ୍ଗ ମିଶି ଭୋଜି ଭାତ କରିଥିଲେ। ଭୋଜି ଭାତ  ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିଥିବା ବେଳେ ମନୋଜ ପୋଲିସ କର୍ମଚାରୀ ପୁଣି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପିଏସଓ ଥିବାରୁ ସେହି ପାଖକୁ ଗ୍ରାମବାସୀ କେହି ଯାଇ ନ ଥିଲେ କିନ୍ତୁ ସନ୍ଧ୍ୟା ରେ  ଉଭୟଙ୍କ ଗୁଳିବିଦ୍ଧ ମୃତ ଦେହ ଗ୍ରାମ ମୁଣ୍ଡରେ ଥିବା ପଡିଆ ରେ ପଡ଼ିଥିବା ଡେଖି ବାକୁ ମିଳିଥିଲା। ଘଟଣାସ୍ଥଳରେ ମନୋଜଙ୍କ ସର୍ଭିସ ରିଭଲଭର ଓ ଏକ ଅଫୁଟା ଗୁଳି ପଡ଼ିଥିବା ବେଳେ କେଉଁ ପରିସ୍ଥିତିରେ ଗୁଳି ଫୁଟିଲା ? କିଏ କାହିଁକି ଗୁଳି ଚଳାଇଲା ତାହା ଜଣାପଡ଼ି ନାହିଁ। ଖବର ପାଇ ବିନିକା ପୋଲିସ ଘଟଣାସ୍ଥଳରୁ ଉଭୟଙ୍କ ମୃତ ଦେହ ଉଦ୍ଧାର କରିଥିବା ବେଳେ ସୁବର୍ଣ୍ଣପୁର ଏସପି ୟସ ପ୍ରତାପ ଶ୍ରୀମାଲ, ଏସଡିପିଓ ପ୍ରତାପ କେଶରୀ ତ୍ରୀପାଠୀ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ କରୁଛନ୍ତି l ରାତି ୯ଟାରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ବିନିକାରେ ପହଞ୍ଚିଛନ୍ତି। ଅପରପକ୍ଷେ ଘଟଣା ସମ୍ପର୍କରେ କେହି ମଧ୍ୟ ମୁହଁ ଖୋଲୁ ନାହାନ୍ତି। ଏଣେ ପୋଲିସ ସମ୍ପୃକ୍ତି ରହୁ ଥିବାରୁ ଏନେଇ ପୁଲିସ ମଧ୍ୟ ମନା କରିଦେଇ ତଦନ୍ତ ଚାଲୁଥିବା ଓ ଅତି ଶୀଘ୍ର ଘଟଣା ଜଣାପଡ଼ିବା ନେଇ ସୂଚନା ଦେଇଛି। ମନୋଜ୍ ଝlଙ୍କର  ଗୋଟେ ପଟେ ଜଣେ ବିଚକ୍ଷଣ ରାଜ ନେତା ଙ୍କ ପି ଏସ ଓ ଆଉ ଗୋଟେ ପଟେ ପୋଲିସ କର୍ମଚାରୀ ହୋଇ ଥିବା ରୁ ଘଟଣା ର ପ୍ରକୃତ ସତ୍ୟା ସତ୍ୟ ର ପର୍ଦ୍ଦା ଫାସ ହୋଇ ପାରିବ ତ ? ଲୋକେ ପ୍ରଶ୍ନ କରିଛନ୍ତି ଓ ନିରପେକ୍ଷ ତଦନ୍ତ ପାଇଁ ଦାବୀ କରିଛନ୍ତି l ଡିଉଟି ରେ ନ ଥାଇ ବି ପି ଏସ ଓ ରିଭଲଭର୍ ରଖି ପାରିବେ ବୋଲି ସାମ୍ବାଦିକଙ୍କ ପ୍ରଶ୍ନ ରେ ଏଡିପିଓ କହିଥିଲେ l ୨୦୨୪ ରେ ସୁବର୍ଣ୍ଣପୁର ଜିଲ୍ଲା ରେ ଏଭଳି ଅନେକ ଅପରାଧ ହତ୍ୟା କାଣ୍ଡ ବୃଦ୍ଧି ପାଉଥିବାରୁ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇ ପଡ଼ିଛି l ଯା ଫଳରେ କି ସଧାରଣ ଲୋକେ ଅସୁରକ୍ଷିତ ମଣୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like