-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଦୃଷ୍ଟିହୀନ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ପ୍ରଶିକ୍ଷଣ

07-Aug-2024



ସମ୍ବଲପୁର:(ପ୍ରେରଣା ଖବର)-ସମ୍ବଲପୁର ସମଗ୍ର ଶିକ୍ଷା, ସମ୍ବଲପୁର ଆନୁକୂଲ୍ୟରେ ଆଦ୍ୟ ତା ୦୭. ୦୮. ୨୦୨୪ ଦିନ ସ୍ଥାନୀୟ ଜିଲ୍ଲା ଆନ୍ତର୍ନିବେଶି ଶିକ୍ଷା ସାଧନ କେନ୍ଦ୍ର, ବୁଢାରଜା ରେ ଷ୍ଟାର ପ୍ରୋଜେକ୍ଟ ତରଫ ରୁ ଲ୍ୟାପଟପ ପାଇଥିବା ଦଶ ଜଣ ଦୃଷ୍ଟିହୀନ ଛାତ୍ର ଛାତ୍ରୀ  ଓ ସେମାନଙ୍କ ଅଭିଭାବକ ମାନଙ୍କ ପାଇଁ  ଏକ ତ୍ରିଦିବାସୀୟ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇ ଯାଇଛି। ଏହାର ଉଦ୍ଘାଟନୀ ଉତ୍ସବ ରେ ଧନକଉଡ଼ା ବ୍ଲକ ର ବରିଷ୍ଠ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଅନ୍ୟ ଅତିଥି ମାନେ ଥିଲେ ବୁଢାରଜା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁମିତା ପତ୍ରୀ, ସମ୍ବଲପୁର ଜିଲ୍ଲା ଆନ୍ତର୍ନିବେଶି ଶିକ୍ଷା ସଂଯୋଜକ ଅରୁଣ କୁମାର ଦାଶ, ବ୍ଲଜ ସମ୍ବଳ ଶିକ୍ଷକ ଅର୍ଣ୍ଣପୂର୍ଣ୍ଣା ଦାଶ, ପ୍ରଗତି ମିଶ୍ର, ସୁବ୍ରତ ଭୋଇ ଯୋଗ ଦେଇଥିଲେ। ସାଇଟ ସେଭର ଓଡିଶା, ଅନୁଷ୍ଠାନ ତରଫରୁ ଲିପନ କୁମାର ଜାଲ ପ୍ରଶିକ୍ଷକ ଭାବରେ ଯୋଗ ଦେଇଥିଲେ।ଏହି ଶିବିର ରେ ସମ୍ବଲପୁର ର ଛ ଜଣ ଓ ବରଗଡ଼ ର ଚାରି ଜଣ ଛାତ୍ର ଛାତ୍ରୀ ଯୋଗ ଦେଇଛନ୍ତି।  ଏହା ସୂଚନା ଯୋଗ୍ୟ ଯେ ଏହି ସମସ୍ତେ ଲାପଟପ ରେ ଏକ ସ୍ୱତନ୍ତ୍ର ସ୍ପଫ୍ଟୱେର ଏନ. ଭି. ଡି. ଏ  ଲୋଡ଼ କରାଯାଇଛି ଯାହା ଦୃଷ୍ଟି୍ବଧିତ ପିଲା ମାନେ ଅତି ସହଜ ରେ ବ୍ୟବହାର କରି ପାରିବେ ଓ ନିଜ ଶିକ୍ଷଣ ସ୍ତର କୁ ବଢ଼େଇ ପାରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like