-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||     

HOME   ଜିଲ୍ଲା

ଅସହାୟ ବୁଢ଼ୀମାଁଙ୍କୁ ସହାୟତାର ହାତ ବଢ଼େଇଲେ ଜିଲ୍ଲା ସମାଜସେବୀ ସଂଘ

07-Aug-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ସମାଜସେବୀ ସଂଘର ସକ୍ରିୟ ସଦସ୍ୟ ଶଙ୍କର ଦୋରାଙ୍କ ସୂଚନା ଅନୁସାରେ ଜଣେ ଅସହାୟ ବୁଢ଼ୀ ମାଁ ଖଲିଆପାଲି ପଞ୍ଚାୟତ ରେ ଅତି ଦୁଃଖଦ ପରିସ୍ଥିତିରେ ବସବାସ କରୁଛନ୍ତି |ଶାନ୍ତି ଠାକୁର ନାମକ ବୁଢୀମାଁ ହେଉଛନ୍ତି ବିହାର ରାଜ୍ୟର।ସେ ଦୀର୍ଘ ୫୦ ବର୍ଷ ହେଲା ଖଲିଆପାଲିରେ ବସବାସ କରୁଥିଲେ ।ବର୍ତ୍ତମାନ ତାଙ୍କର ବୟସ ୭୫ ବର୍ଷରୁ ଉର୍ଦ୍ଧ ।ସେ ନିଜେ ନିଜର ଯତ୍ନ ନେବା ଅସମ୍ଭବ। ତେଣୁ ଗ୍ରାମବାସୀ ବରଗଡ଼ ଜିଲ୍ଲା ସମାଜସେବୀ ସଂଘକୁ କୈାଣସି ବୃଦ୍ଧାଶ୍ରମରେ ଆଶ୍ରୟ ଦେବାକୁ ଅନୁରାଧ କରିଥିଲେ |ଜିଲ୍ଲା ସମାଜସେବୀ ସଂଘର ସଭାପତି ବଳିଷ୍ଠ ଦୁର୍ଗା, ବିଜେପୁର ସ୍ଥିତ ପାର୍ବତୀ ଗିରି ଆଶ୍ରମର ପରିଚାଳକ ଜଳନ୍ଧର ପଟେଲଙ୍କୁ ଯୋଗାଯୋଗ କରି ଜିଲ୍ଲା ସମାଜସେବୀ ସଂଘର ସକ୍ରିୟ ସଦସ୍ୟ ପ୍ରମୋଦ, ଶଙ୍କର ଏବଂ ନାରାୟଣ ଆଶ୍ରମକୁ ଯାଇ ବୁଢୀମାଁ ଙ୍କୁ ଥଇଥାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026

You Might Also Like