-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଖଗେଶ୍ବର ସାହିତ୍ୟ କଳା ପରିଷଦର ପ୍ରସ୍ତୁତି, ୧୩ରେ ଗଙ୍ଗାଧର ଜୟନ୍ତୀ ପାଇଁ ପ୍ରତିଯୋଗିତା

07-Aug-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ବିଜେପୁର ଖଗେଶ୍ବର ସାହିତ୍ୟ କଳା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ନାଟ୍ୟକାର ମୋହନ ସିଂ କହ୍ନେଇଙ୍କ ଅଧ୍ୟକ୍ଷତାରେ ପ୍ରାଧ୍ୟାପକ ଡକ୍ଟର ପ୍ରଦୀପ କୁମାର ପ୍ରଧାନ, ଅଧ୍ୟାପକ ଡ଼କ୍ଟର ଚିନ୍ମୟ ସାହୁ,କବି ତୁଳସୀ ରାମ ମେହେର, ଶେଷଦେବ ମେହେର,ସୁଷମା ଭୋଇ, ଅଧ୍ୟାପକ ଦିନେଶ କୁମାର ଅଗ୍ରୱାଲା ପ୍ରମୁଖ ଯୋଗଦେଇ ଆଲୋଚନା କରିଥିଲେ। ସଂପାଦକ ରାଜେଶ୍ବର ବେହେରା ଜୟନ୍ତୀ ପାଇଁ ପ୍ରାରମ୍ଭିକ ସୂଚନା ଦେଇଥିଲେ।ଆଗାମୀ ୧୩ ଅଗଷ୍ଟରେ ଗଙ୍ଗାଧର ଜୟନ୍ତୀ ପାଇଁ କେଉଁଟିପାଲି ସ୍ଥିତ ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ବ୍ଲକସ୍ତରୀୟ ପ୍ରତିଯୋଗୀତା ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି।ଅଷ୍ଟମରୁ ଦଶମ ଶ୍ରେଣୀ କିଶୋର ବିଭାଗ ପାଇଁ ମେହେର ସଙ୍ଗୀତ ଓ ପ୍ରବନ୍ଧ ପ୍ରତିଯୋଗିତା ହେଵ।+୨ ପାଇଁ ସଙ୍ଗୀତ, ପ୍ରବନ୍ଧ ଓ ବକ୍ତୃତା ଏବଂ+୩ ବିଭାଗ ପାଇଁ ସଙ୍ଗୀତ, ପ୍ରବନ୍ଧ ଓ ତର୍କ ପ୍ରତିଯୋଗିତା କରିବାକୁ ସ୍ଥିର ହୋଇଛି। ସେହିପରି ଆଗାମୀ ୧୯ରେ ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ଉତ୍ସବ ପାଳନ କରିବାକୁ ଆଲୋଚନା ହୋଇଛି। ସମ୍ବଲପୁରୀ ଭାଷାର ଗବେଷକ ନିମାଇଁ ଚରଣ ପାଣିଗ୍ରାହୀଙ୍କ ଆକସ୍ମିକ ବିୟୋଗରେ ତାଙ୍କର ଆତ୍ମାର ସତଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଶେଷରେ ସହସଂପାଦକ ତଥା ଗୀତିକାର ମକରଧ୍ବଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like