-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||     

HOME   ଜିଲ୍ଲା

ବୃତ୍ତି ଏ ମୋ ପୋଷେ କୁଟୁମ୍ବ: ମିଶ୍ରିତ କୃଷିରେ ଲାଭାନ୍ୱିତ ସୁବଳ

07-Aug-2024



ବରଗଡ଼/ଅମ୍ବାଭୋନା:(ନିରଞ୍ଜନ ତ୍ରିପାଠୀ)- ଜଣେ ସଫଳ ଚାଷୀ ସୁବଳ ପାତ୍ର। ବୟସ ମାତ୍ର   ୪୭ ବର୍ଷ ଓ ଜୀବିକା କହିଲେ କେବଳ ଚାଷ ।ଅମ୍ବାଭୋନା ବ୍ଲକ ଅଧିନରେ ଥିବା ଛୋଟିଆ ଗାଁ କଣ୍ଠିପାଲି ଗ୍ରାମରେ ନିଜସ୍ଵ ବାସଗୃହ। ଜମିବାଡି ସମୁଦାୟ ତିନି ଏକର।ଛଅ ପ୍ରାଣୀକୁ ନେଇ ଘର ସଂସାର ଚଳେ। ତିନି ଝିଅ, ଗୋଟିଏ ପୁଅ ଏବଂ ସ୍ୱାମୀ ସ୍ତ୍ରୀକୁ ନେଇ ପରିବାର ଚଳେ। ଅନ୍ୟ ବର୍ଷ ମାନଙ୍କରେ ବିଲରେ ଧାନ, ବାଇଗଣ ଆଦି ଚାଷ କରି ଆଶାନୁରୂପ ଲାଭ ପାଇନ ଥିଲେ କିନ୍ତୁ କୃଷିକାର୍ଯ୍ୟ କରି ଜୀବିକା ନିର୍ବାହ କରୁଥିବା ସୁବଳ ଅନ୍ୟର ପରାମର୍ଶ ବିନା କେବଳ ନିଜ ଅନୁଭୂତିକୁ ବିନିଯୋଗ କରି ଏ ବର୍ଷ ନିଜର ଗୋଟିଏ ଏକର ଜମିରେ ଅଦା ସହ ଧନିଆ ଚାଷ କରିଛନ୍ତି। ମିଶ୍ରିତକୃଷିକୁ ନେଇ ସୁବଳର ପରିବାର ଭାରୀ ଖୁସି । ହାଟକୁ ଯିବାକୁ ପଡୁନି।ଆମ ରାଜ୍ୟ ଓଡ଼ିଶା ତଥା ପଡ଼ୋଶୀ ରାଜ୍ୟ ଛତିଶଗଡ଼ରୁ ବେପାରୀ ଆସି ଘରୁ ନେଉଛନ୍ତି।ଧନିଆ ପତ୍ରକୁ ବିକ୍ରି କରି ଭଲ ଦୁଇ ପଇସା ମିଳୁଛି

ବୋଲି ମତ ଦିଅନ୍ତି ସୁବଳ ପାତ୍ର। ସୁସ୍ଥ  ବିହନର ଚୟନ ସାଙ୍ଗକୁ ପାଗ ଅନୁକୂଳ ଯୋଗୁଁ ଏହା ସମ୍ଭବ ହୋଇ ପାରିଛି ବୋଲି କହନ୍ତି ସୁବଳ ।ପ୍ରଶାସନ ଦୃଷ୍ଟି ଦେଲେ ଆଗକୁ ଆହୁରି ଲାଭାନ୍ବିତ ହେବେ ବୋଲି ଆଶା ବାନ୍ଧିଛନ୍ତି ସୁବଳର ପରିବାର। ସ୍ଥାନୀୟ ଅଞ୍ଚଳବାସୀ ତାଙ୍କରି ଏଭଳି ପରିଶ୍ରମକୁ ବେଶ୍ ପ୍ରଶଂସା କରୁଛନ୍ତି । ସୁବଳଙ୍କ ଅଦା ସହ ଧନିଆ ଚାଷରୁ ଏପରି ରୋଜଗାର କରିବାର ପନ୍ଥା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026

You Might Also Like