-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଭାଲୁ ଆକ୍ରମଣ ରେ ଦୁଇ ଚାଷୀ ଗୁରୁତର

07-Aug-2024



ନାକଟିଦେଉଳ (କନ୍ଦର୍ପ ବେହେରା): ନାକଟିଦେଉଳ ବନାଞ୍ଚଳ ଅନ୍ତର୍ଗତ ରାଇଲ ଫରେଷ୍ଟ ସେକ୍ସନର ରାଇଲ ଗ୍ରାମରେ ବୁଧବାର ସକାଳୁ ଏକ ଭାଲୁ ଆକ୍ରମଣରେ ୨ ଜଣ ଗ୍ରାମବାସୀ ଆହତ ହୋଇଥିବା ଜଣାପଡିଛି।
ତେବେ ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଭାଲୁ ଆକ୍ରମଣରେ ଆହତ ଦୁଇ ଜଣ ହେଲେ ରାଇଲ ଗ୍ରାମର ଶତ୍ରୁ ମାଝୀ (୫୦) ଏବଂ ଅରୁଣ ଦେହୁରୀ (୪୫)।
ପ୍ରାପ୍ତ ସୂଚନା ଅନୁସାରେ ବୁଧବାର ସକାଳ ପ୍ରାୟ ୬ଟା ସମୟରେ ଗ୍ରାମର ଶତ୍ରୁ ମାଝୀ ଏବଂ ଅରୁଣ ଦେହୁରୀ ପୃଥକ ଭାବେ ଶୌଚ ପାଇଁ ଯାଇଥିବା ବେଳେ ନିକଟସ୍ଥ ଜଙ୍ଗଲରୁ ଏକ ଭାଲୁ ଗାଁ ମୁଣ୍ଡକୁ ଚାଲି ଆସି ପ୍ରଥମେ ଶତ୍ରୁ ମାଝୀକୁ ଆକ୍ରମଣ କରିଥିଲା। ଶତ୍ରୁ ମାଝୀର ଚିତ୍କାର ଶୁଣି ପାଖ ଘରେ ଥିବା ପରିବାର ଲୋକେ ସେଠାରେ ପହଞ୍ଚି ଯିବାରୁ ଭାଲୁ ତାଙ୍କୁ ଛାଡି ଚାଲି ଯାଇଥିଲା। ତେବେ ଭାଲୁ ପଳାଇ ଯାଉଥିବା ବେଳେ ନିକଟ ପଡିଆରେ ଗ୍ରାମର ଅରୁଣ ଦେହୁରୀ ଭାଲୁ ହାବୁଡ଼ରେ ପଡିଥିଲେ। ଭାଲୁ ତାଙ୍କୁ ମଧ୍ୟ ଆକ୍ରମଣ କରି ଲହୁଲୁହାଣ କରି ଦେଇଥିଲା। ଏହି ଭାଲୁ ଆକ୍ରମଣରେ ଶତ୍ରୁ ମାଝୀଙ୍କର ବାମ ପାର୍ଶ୍ୱ ଜଙ୍ଘ ଏବଂ ଅରୁଣ ଦେହୁରୀଙ୍କର ଡାହାଣ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଖବର ପାଇ ରାଇଲ ଫରେଷ୍ଟର ସ୍ୱପ୍ନେଶ୍ଵର ଦେହୁରୀ ସଦଳବଳେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଭାଲୁ ଆକ୍ରମଣରେ ଆହତ ମାନଙ୍କୁ ଉଦ୍ଧାର କରି ନିଜ ବିଭାଗୀୟ ଗାଡ଼ିରେ ରେଢ଼ାଖୋଲ ଡାକ୍ତରଖାନାକୁ ନେଇ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଶତ୍ରୁ ମାଝୀ ଘରକୁ ଯାଇଥିବା ବେଳେ ଅରୁଣ ଦେହୁରୀଙ୍କ ଅବସ୍ଥା ଗୁରୁତର ଥିବାରୁ ଆମ୍ବୁଲାନ୍ସ ଯୋଗେ ବୁର୍ଲା ଡାକ୍ତରଖାନାକୁ ପଠାଯାଇଛି। ଘଟଣାର ତଦନ୍ତ ପରେ ଭାଲୁ ଆକ୍ରମଣରେ ଆହତ ମାନଙ୍କୁ ସରକାରୀ ନିୟମାନୁସାରେ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like