-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||     

HOME   ଜିଲ୍ଲା

ଗୁଡେଭେଲା ବ୍ଲକସ୍ତରୀୟ ପ୍ରାଥମିକ ବିଭାଗର କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

07-Aug-2024



ଗୁଡ଼ଭେଲା:-ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଗୁଡେଭେଲା ବ୍ଲକ ସ୍ତରୀୟ ପ୍ରାଥମିକ ବିଭାଗର କୁଇଜ୍ ପ୍ରତିଯୋଗିତା ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଉପେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ଗୁଡଭେଲା ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି କାର୍ଯକ୍ରମର ଶୁଭାରମ୍ଭ କରିଥିଲେ । ବିଶିଷ୍ଟ ଅତିଥି ଭାବେ ବିବିନା ଓଏଭି ର ବିଜ୍ଞାନ ଶିକ୍ଷକ ରିତେନ୍ଦ୍ର ପ୍ରକାଶ ପ୍ରଧାନ ଯୋଗ ଦେଇଥିବା ବେଳେ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ, ବିପିନ ବାଗ ଓ ସୁରେନ୍ଦ୍ର ସୁନା ସମ୍ମାନିତ ଅତିଥି ଆସନ ଅଳଙ୍କୃତ କରିଥିଲେ। ଅପରାହ୍ନରେ  ପ୍ରଧାନ ଶିକ୍ଷକ ଉପେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ ମୁଖ୍ୟ ଅତିଥି ଶ୍ରୀ ମେହେର, ବିଶିଷ୍ଟ ଅତିଥି ଶ୍ରୀ ପ୍ରଧାନ ଓ ସମ୍ମାନିତ ଅତିଥି ଶ୍ରୀ ସାମର୍ଥ, ଶ୍ରୀ ବାଗ ଓ ଶ୍ରୀ ସୁନା କୃତୀ ପ୍ରତିଯୋଗୀମାନଙ୍କୁ  ମେମେଣ୍ଟୋ ଓ ସାର୍ଟିଫିକେଟ ଦେଇ ପୁରସ୍କୃତ କରିଥିଲେ। ସର୍ବକନିଷ୍ଠ ଓ କନିଷ୍ଠ ଏହିପରି ଦୁଇଟି ବିଭାଗରେ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସର୍ବକନିଷ୍ଠ ବିଭାଗରେ ପ୍ରଥମ ସ୍ଥାନ  ବିରାମୁଣ୍ଡା ୟୁପି ସ୍କୁଲର ପଞ୍ଚମ ଶ୍ରେଣୀର ସାହିଲ ରଣା , ଦ୍ବିତୀୟ ନଅ ଗାଁ ପ୍ରାଥମିକ ସ୍କୁଲର ଆଭାସ ବିଶ୍ବାଲ, ଜାମୁଟ ୟୁପି ସ୍କୁଲର ପଞ୍ଚମ ଶ୍ରେଣୀର ଛାତ୍ରୀ ମିକି ପାତ୍ର ଓ  ହରିପଡା ପ୍ରାଥମିକ ସ୍କୁଲର ପଞ୍ଚମ ଶ୍ରେଣୀର ଛାତ୍ରୀ ନିହାରିକା କହଁର୍ ଏବଂ ତୃତୀୟ ସରକାରୀ ବାଳିକା ହାଇସ୍କୁଲ ତୁଷୁରାର ପଞ୍ଚମ ଶ୍ରେଣୀର ଛାତ୍ରୀ ରିଦ୍ଧିସ୍ନିତା ବିଶି ଓ ଚିଞ୍ଚେଡ ୟୁଜିଏଚ୍ଏସ୍ ର ପଞ୍ଚମ ଶ୍ରେଣୀର ଛାତ୍ର ନିତେଶ କୁମାର ଛତ୍ରିଆ ଅଧିକାର କରିଥିଲେ। ସେହିପରି କନିଷ୍ଠ ବିଭାଗରେ ବଡଙ୍ଗୋମୁଣ୍ଡା ୟୁପି ସ୍କୁଲର ଅଷ୍ଟମ ଶ୍ରେଣୀର ଛାତ୍ର ଶୁଭମ ନାଗ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ବିତୀୟ ମହୀପୁର ଆଶ୍ରମ ସ୍କୁଲ୍ ର ଅଷ୍ଟମ ଶ୍ରେଣୀର ଛାତ୍ର

ବିଜେଶ ଭୋଇ ଓ ତୃତୀୟ ସ୍ଥାନ ଟିପିଏଚ୍ଏସ଼ ଡାହିମାଲ ର ଅଷ୍ଟମ ଶ୍ରେଣୀର ଛାତ୍ରୀ ଲୁକେଶ୍ବରୀ ବାଗ ଓ ଗୁନିମୁଣ୍ଡା ୟୁପି ସ୍କୁଲର ଅଷ୍ଟମ ଶ୍ରେଣୀର ଛାତ୍ରୀ ପ୍ରାଚୀ ସୁନା ଅଧିକାର କରିଥିଲେ । ଆଜିର କାର୍ଯ୍ୟକ୍ରମ କୁ ଗୁଡଭେଲା ବ୍ଲକ ର ସମସ୍ତ ସି.ଆର.ସି.ସି.  ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ତଥା ଜାମୁଟ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।ଶେଷରେ ସହକାରୀ ଶିକ୍ଷକ ସତ୍ୟବାନ କୁଅଁର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026

You Might Also Like