-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଜାମୁଟ ହାଇସ୍କୁଲରେ ଯୁକ୍ତ ଦୁଇ ଖୋଳିବାକୁ ଗଣଶିକ୍ଷା ମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ

08-Aug-2024



ତୁଷୁରା (ପଞ୍ଚାନନ ନାଏକ) ପୂର୍ବତନ ଛାତ୍ର ସଂଘ ପକ୍ଷରୁ ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ସରକାରୀ ହାଇସ୍କୁଲରେ ଯୁକ୍ତ ଦୁଇ ଖୋଳିବାକୁ  ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କୁ ଗୁଡଭେଲାବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେରଙ୍କ  ଜରିଆରେ ଏକ ଦାବି ପତ୍ର ପ୍ରଦାନ । ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ବଲାଙ୍ଗିର ଜିଲ୍ଲା ସଦର ମହକୁମାରୁ ପ୍ରାୟ ୬୦ କି.ମି. ଦୂରତାରେ ବୌଦ୍ଧ,କଳାହାଣ୍ଡି,କନ୍ଧମାଳ ଜିଲ୍ଲା ସୀମାନ୍ତ ଆଦିବାସୀ ଅଧୁଷିତ ଅଞ୍ଚଳରେ ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ଗ୍ରାମରେ ହାଇସ୍କୁଲର ରହିଛି ।  । ଏହି ହାଇସ୍କୁଲ (ସରକାରୀ ଉଚ୍ଚ ବିଦ୍ୟାଳୟ)ଟିକୁ ଦୀର୍ଘ ୩୦ ବର୍ଷ ହେଲ ରାଜ୍ୟ ସରକାରଙ୍କ ଦ୍ବାରା ସ୍ଥାପିତ ହୋଇଅଛି । ଯେଉଁଠାରେ ଜାମୁଟ,ବିରାମୁଣ୍ଡା, ଗମ୍ଭାରିଗୁଡା ପଞ୍ଚାୟତ ସମେତ ବୌଦ୍ଧ,କଳାହାଣ୍ଡି,କନ୍ଧମାଳ ସୀମାନ୍ତ ଜିଲ୍ଲାର ନିକଟତମ ଗ୍ରାମଗୁଡିକର ଆଦିବାସୀ ଛାତ୍ରଛାତ୍ରୀ ନିର୍ଭର କରୁଛନ୍ତି । ଏହି ବିଦ୍ୟାଳୟରେ ପ୍ରତିବର୍ଷ ୧୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ କେବଳ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପରେ ସରକାରୀ ତଥା ବେସରକାରୀ କଲେଜ ଗୁଡିକ ପ୍ରାୟ ୨୦ କି.ମି  ଦୂରତାରେ ଥିବା ଯୋଗୁଁ ଯାତାୟାତରେ ସମସ୍ୟା ସହ ଅନେକ ଛାତ୍ରଛାତ୍ରୀ ଅର୍ଥାଭାବରୁ ମଧ୍ୟ ଉଚ୍ଚ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି । ଏ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଉକ୍ତ ବିଦ୍ୟାଳୟଟିକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତଦୁଇ କଲେଜ୍)ରେ ଉନ୍ନିତକରଣ ନିତାନ୍ତ ଆବଶ୍ୟକ ବୋଲି ପୁରାତନ ଛାତ୍ର ସଂଘ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like