-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବାଳିକା ଉଚ୍ଚ ବିଦ୍ୟାଳୟ ଲୋଇସିଂହା ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଜୁନିଅର ଓ ସବ ଜୁନିଅର ଗ୍ରୁପ ର କୁଇଜ ପ୍ରତିଯୋଗିତା

08-Aug-2024



ଲୋଇସିଂହା, (ବିନୋଦ ଦୀପ) ବାଳିକା ଉଚ୍ଚ ବିଦ୍ୟାଳୟ ଲୋଇସିଂହା ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଜୁନିଅର ଓ ସବ ଜୁନିଅର ଗ୍ରୁପ ର କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ର ଉଦ୍ଘାଟନୀ ଉତ୍ସବ ରେ ଗୋଷ୍ଠୀ ଶିକ୍ଷାଧିକାରୀ ସୁଶ୍ରୀ ରୀନାକୁମାରୀ ବେହେରା ସଭାପତିତ୍ୱ କରିଥିଲେ l ମୁଖ୍ୟଅତିଥି ଭାବେ କୁସଂଗ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଶ୍ରୀଯୁକ୍ତ ପରମେଶ୍ୱର ସିଂ, ସମ୍ମାନିତ ଅତିଥି ଭାବେ ଏବିଇଓ ଶ୍ରୀଯୁକ୍ତ ବ୍ୟାସଦେବ ରାୟ, ଏବିଇଓ ଶ୍ରୀଯୁକ୍ତ ଟଙ୍କଧର ଭୋଇ, ବିଜ୍ଞାନ ଆବାହକ ହେମନ୍ତ କୁମାର ବାରିକ, ବିଜ୍ଞାନ ସଂଯୋଜକ ବିଷ୍ଣୁପ୍ରସାଦ ମିଶ୍ର, ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସଦାନନ୍ଦ ଭୋଇ, ପ୍ରାଥମିକ ର ବିଜ୍ଞାନ ସଂଯୋଜକ ଶ୍ରୀଯୁକ୍ତ କରୁଣାକର ପଟେଲ ଓ ବିଜ୍ଞାନ ଆବାହକ ଶ୍ରୀଯୁକ୍ତ ପର୍ଶୁରାମ ସୁନା ଯୋଗ ଦେଇଥିଲେ l ପରବର୍ତୀ ପର୍ଯ୍ୟାୟରେ ପୁରସ୍କାର ବିତରଣ ଉତ୍ସବ ରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ଟ୍ରଫି ଅତିଥି ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l ଜୁନିଅର ଗ୍ରୁପ ରେ ହୀରାପୁର ଉଚ୍ଚ ବିଦ୍ୟାଳୟ ର କୁମାରୀ ଜୟାରଣୀ ନାଗ ପ୍ରଥମ, ଶୁଚିସ୍ମିତା ଭୋଇ ଓ କୁମୁଦିନୀ ଧରୁଆ ଦ୍ୱିତୀୟ, ସ୍ମୃତିକା ସାହୁ, ରାଜୁ ସାହୁ ଏବଂ ରୀତିକା ପଧାନ ତୃତୀୟ ସ୍ଥାନ ଅଧିକାର କରିଥିଲେ l ସବଜୁନିଅର ଗ୍ରୁପ ରେ ରୋଶନ କୁମାର ବାଗ  ଓ ସାଗରୀକା ପଧାନ ଯୁଗ୍ମ ଭାବେ ପ୍ରଥମ, ଅକ୍ଷୟ ପଟେଲ ଓ ସମୀକ୍ଷା ସାହୁ ଯୁଗ୍ମ ରେ ଦ୍ଵିତୀୟ, ପାର୍ଥ ସାରଥୀ ଭୋଇ, ରିନୁମା ପୁଟେଲ, ପ୍ରିୟଦର୍ଶିନୀ ନାଏକ ଓ ଶ୍ରୀକାନ୍ତ ବିଶ୍ୱାଳ ତୃତୀୟ ସ୍ଥାନ ଅଧିକାର କରିଥିଲେ l ପ୍ରତିଯୋଗିତା ରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀ ଙ୍କୁ ପ୍ରମାଣପତ୍ର ସହ କୁଇଜ ବହି ପ୍ରଦାନ କରାଯାଇଥିଲା l କାର୍ଯ୍ୟକ୍ରମ ରେ ଲୋଇସିଂହା ବ୍ଲକ ର ଅନେକ ସିଆରସିସି ଓ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like