-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||     

HOME   ଜିଲ୍ଲା

ସ୍ବପ୍ନେଶ୍ବର ମହାଦେବ ମନ୍ଦିର ଶୀତଳ ଷଷ୍ଠୀ କମିଟୀ ତରଫରୁ ଛତା ବଣ୍ଟନ

08-Aug-2024



ବରଗଡ଼/ପଦ୍ମପୁର(ନିରଞ୍ଜନ ତ୍ରିପାଠୀ): ବରଗଡ଼ ଜିଲ୍ଲା ପଦ୍ମପୁର ଶ୍ରୀ ଶ୍ରୀ ଶ୍ରୀ ସ୍ବପ୍ନେଶ୍ବର ମହାଦେବ ମନ୍ଦିର ଶୀତଳ ଷଷ୍ଠୀ କମିଟୀ ତରଫରୁ ଶୀତଳଷଷ୍ଠୀ ଉତ୍ସବ ପାଳନ ନିମନ୍ତେ ସଂଗୃହୀତ ଅର୍ଥରାଶିରୁ କିଛି ସମାଜସେବାରେ ପ୍ରତିବର୍ଷ ଖର୍ଚ୍ଚ କରିବା ପାଇଁ କମିଟୀର ସର୍ବସମ୍ମତି ପ୍ରକାଶ ପାଇଥିଲା। ସେହି ଅନୁସାରେ ଆଜି ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠାନର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ଶିକ୍ଷୟିତ୍ରୀ ଜୋସ୍ନାରାଣୀ ସାହୁ,  ଶିକ୍ଷକ ମାନସ ରଞ୍ଜନ ଶତପଥିଙ୍କ ଉପସ୍ଥିତିରେ ୩୬ଜଣ ଛାତ୍ରୀଙ୍କୁ ଛତା ବଣ୍ଟନ କରାଯାଇଛି।ଏହିପରିପେକ୍ଷିରେ  ଶୀତଳଷଷ୍ଠୀ କମିଟୀର ସଭାପତି ପ୍ରିତମ କୁମାର ମେହେର, ସମ୍ପାଦକ ବିଜୟ କୁମାର ସାହୁ, ଆବାହକ ସନ୍ତୋଷ କୁମାର ମହାନ୍ତି, ଉପଦେଷ୍ଟା ପୂର୍ଣ୍ଣ ଚନ୍ଦ୍ର ପାଣିଗ୍ରାହୀ, ସହସମ୍ପାଦକ ପ୍ରଶାନ୍ତ ସାହୁ, ମନୋଜ କୁମାର ମହାନ୍ତି, କୋଷାଧ୍ୟକ୍ଷ ନରସିଂହ ଅଗ୍ରଓ୍ବାଲ, ଦୁଇ ଉପ ସଭାପତି ଦିଲ୍ଲିପ ବାରିକ, ମଣ୍ଟୁ ମହାନ୍ତି, କେଦାର ସାହୁ, ମନ୍ଦିର ପୂଜକ ଟଙ୍କଧର ମହାପାତ୍ରଙ୍କ ସମେତ ଅନ୍ୟ କର୍ମକର୍ତ୍ତା ମାନେ ମଧ୍ୟ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    11-May-2026
  ଜିଲ୍ଲା  
ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା   11-May-2026
  ଜିଲ୍ଲା  
ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   11-May-2026
  ରାଜ୍ୟ  
କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   11-May-2026
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026

You Might Also Like