-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ମହାଦେବପାଲି ରାବଣରାଜରେ ରାବଣ ହେବେ ହୃଷିକେଶ ଭୋଇ

08-Aug-2024



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ ଅନ୍ତର୍ଗତ ମହାଦେବପାଲି ରଘୁନାଥ ଯୁବକ ସଂଘ ଆନୁକୂଲ୍ୟରେ ପାଳିତ ହୋଇ ଆସୁଥିବା ମାଁ ଜଗତ ଜନନୀ ଦେବୀ ଦୁର୍ଗାଙ୍କ ୫୨ତମ ଶାରଦିୟ ପୂଜା ମହୋତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମ ରାବଣରାଜ ଏକ ପ୍ରସ୍ତୁତି ପର୍ବ ଅନୁଷ୍ଟିତ ହୋଇଥିଲା ।ଏଥିରେ ଚଲିତ ବର୍ଷ କେଉଁ ଅଭିନେତା ରାବଣ ଭୂମିକା ନିର୍ବାହ କରିବେ ସେନେଇ ଆଲୋଚନା ପର୍ଯ୍ଯାଲୋଚନା ପରେ  ଦୁର୍ଗାପୂଜା କୋର କମିଟିର ପ୍ରସ୍ତାବିତ ଅଭିନେତା ପ୍ରଥମ ପସନ୍ଦ ଥିଲେ ବିଶ୍ବ ପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଅଦ୍ବିତୀୟ କଳାକାର ହୃଷିକେଶ ଭୋଇ ଏବଂ ତଦନୁସାରେ ଅଭିନେତାଙ୍କ ସହ କୋର କମିଟିର ଯୋଗାଯୋଗ ପରେ ହୃଷିକେଶ ଭୋଇ ମହାଦେବପାଲିରେ ପହଞ୍ଚିଥିଲେ। ରଘୁନାଥଯୁବକ ସଂଘ ସଭାପତି ପବିତ୍ର ମୋହନ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୋର କମିଟି ସଭାପତି ଅଶ୍ବିନି କୁମାର ନାୟକ,ସଂପାଦକ ବିଜୟ କୁମାର ନାୟକ,ସଂଗ୍ରାମ କେଶରୀ ନାୟକ,ବ୍ରହ୍ମାନନ୍ଦ ପୂଜାହାରୀ,ଶ୍ରୀକାନ୍ତ ନାୟକ, ଭଗିରଥି ବଗର୍ତ୍ତୀ,ଅଟଳ ପଟ୍ଟନାୟକ,ସୁଶାନ୍ତ ନାୟକ, ସୁଶାନ୍ତ କାଣ୍ଡ ପ୍ରମୁଖଙ୍କ ଉପସ୍ଥିତିରେ ଚଳିତ ବର୍ଷ ଦୁର୍ଗାପୂଜା ଅବସରରେ ଅନୁଷ୍ଟିତ ରାବଣରାଜ ମହୋତ୍ସବରେ ଅଭିନୟ ନେଇ ଶ୍ରୀ ଭୋଇ ଓ ତାଙ୍କ ଦଳ ସ୍ବୀକୃତି ପ୍ରଦାନ କରିଥିଲେ । ଶେଷରେ ସଂଗ୍ରାମ କେଶରୀ ନାୟକ ଧନ୍ଯବାଦ୍ ଅର୍ପଣ କରିଥିଲେ । ଦ୍ଵିତୀୟ  ପର୍ଯ୍ୟାୟରେ  ମାଁ ଦୁର୍ଗାଙ୍କ ପୂଜା ମହୋତ୍ସବରେ ଶ୍ରୀ ଭୋଇ ଯୋଗଦେଇ ଦିବ୍ୟ ଆଳତି ଦର୍ଶନ କରିଥିଲେ ।ପରେ  କୋର କମିଟି ସଦସ୍ୟ ମାନଙ୍କ ଦ୍ଵାରା ଶ୍ରୀ ଭୋଇ ତଥା ସାଥି ଅଭିନେତା ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ପୂଜା କାର୍ଯ୍ଯରେ ଶ୍ରୀନିବାସ ପୂଜାହାରୀ ପୂଜା କାର୍ଯ୍ଯ ସଂପାଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like