-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅନ୍ତ ହେଲା ଦୀର୍ଘଦିନ ର ଅପେକ୍ଷା ଘୋଷଣା ହେଲା ସମ୍ବଲପୁର ଜିଲ୍ଲା ବିଜେପି ର ବଳକା ୭ଟି ମଣ୍ଡଳ ସଭାପତି ଙ୍କ ନାମ

06-Oct-2020



 ସମ୍ବଲପୁର ତା.୬/୧୦(Sanjib Panigrahi)- ବିଗତ ଏକ ବର୍ଷ ପୂର୍ବରୁ ଭାରତୀୟ ଜନତା ପାର୍ଟି ସମ୍ବଲପୁର ସାଙ୍ଗଠାନିକ ଜିଲ୍ଲା ର ୨୭ ଗୋଟି ମଣ୍ଡଳ ରୁ ୨୦ଟି ମଣ୍ଡଳ ସଭାପତି ଙ୍କ ନାମ ବିଧିବଦ୍ଧ ଭାବେ ଘୋଷଣା ହୋଇ ସାରିଥିଲା । ନିର୍ବାଚିତ ମଣ୍ଡଳ ସଭାପତି ମନେ ନିଜ ନିଜ ମଣ୍ଡଳରେ ବିଗତ ଏକ ବର୍ଷ ହେଲା ସୁରୁଖୁରୁ ରେ ବିଭିନ୍ନ ରାଜନୈତିକ ସାମାଜିକ କାର୍ଯ୍ୟମାନ ସମ୍ପାଦନ କରି ଆସୁଛନ୍ତି । ଜିଲ୍ଲାର ସମୁଦାୟ ୨୭ ଟି ମଣ୍ଡଳ ରୁ ୭ ଟି ମଣ୍ଡଳରେ ବିଭିନ୍ନ କାରଣରୁ ସଭାପତି ଚୟନ କାର୍ଯ୍ୟ ଅଟକି ରହିଥିଲା । ଶେଷରେ ଆଜି ସେଇ ୭ ଟି ମଣ୍ଡଳ ର ସଭାପତି ଙ୍କ ନାମ ଘୋଷଣା କରାଯାଇ ସେଇ ଅପେକ୍ଷା ର ଅନ୍ତ ଘଟାଇଛି ସମ୍ବଲପୁର ବିଜେପି । 
        ସମ୍ବଲପୁର ବିଜେପି ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଗିରିଶ ପଟେଲ ଓ ସମ୍ବଲପୁର ଜିଲ୍ଲା ପ୍ରଭାରୀ ତଥା ରାଜ୍ୟ ସମ୍ପାଦକ ଶ୍ରୀଯୁକ୍ତ ଟଙ୍କଧର ତ୍ରିପାଠୀ ଙ୍କ ଅନୁଗ୍ରହ କ୍ରମେ ଓଡିଶା ପ୍ରଦେଶ ବିଜେପି ର ରାଜ୍ୟ ସଭାପତି ଶ୍ରୀଯୁକ୍ତ ସମୀର ମହାନ୍ତି ଙ୍କ ଅନୁମୋଦନ ଲାଭ କରିଛି ୭ ଟି ମଣ୍ଡଳ ସଭାପତି ଙ୍କ ନାମ ର ସୂଚୀ ।
       ବିଜେପି କ୍ଷେତ୍ରିୟ ପ୍ରବକ୍ତା ତଥା ଗଣମାଧ୍ୟମ ସଂଯୋଜକ ଶ୍ରୀଯୁକ୍ତ ମାନସ ରଞ୍ଜନ ବକ୍ସି ଙ୍କ ଦ୍ଵାରା ଜାରି କରାଯାଇଥିବା ପ୍ରେସ ବିଜ୍ଞତ୍ତି ଅନୁସାରେ....
ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର ହୀରାକୁଦ ମଣ୍ଡଳ ର ସଭାପତି ଭାବରେ ଶ୍ରୀଯୁକ୍ତ ମନୋଜ କୁମାର ସ୍ୱାଇ ରେଙ୍ଗାଲି ବିଧାନସଭା ନିର୍ବାଚନ ମଣ୍ଡଳୀ ର ଲଇଡା ମଣ୍ଡଳ ର ସଭାପତି ଭାବରେ ଶ୍ରୀଯୁକ୍ତ ପ୍ରକାଶ ପୃଷ୍ଟି ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ର  ରେଢ଼ାଖୋଲ ଏନ.ଏ.ସି ମଣ୍ଡଳ ର ସଭାପତି ଭାବରେ ଶ୍ରୀଯୁକ୍ତ ରାମନୁଜ ମହାପାତ୍ର ସେହିପରି ସନ୍ଥ କବି ଭୀମ ଭୋଇ ମଣ୍ଡଳ ର ସଭାପତି ଭାବରେ ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନ ତଥା ଚାରମାଲ ମଣ୍ଡଳ ର ସଭାପତି ଭାବରେ ଶ୍ରୀଯୁକ୍ତ ଭାବଗ୍ରାହୀ ବାଗ ଏହା ସହିତ ପଡ଼ିଆବାହାଲ ମଣ୍ଡଳ ର ସଭାପତି ଭାବରେ ଶ୍ରୀଯୁକ୍ତ ବିନୋଦ ମେହେର ଓ ଶେଷରେ ଯୁଜୁମୁରା ମଣ୍ଡଳ ର ସଭାପତି ଭାବରେ ଶ୍ରୀଯୁକ୍ତ ପ୍ରକାଶ ବିଶ୍ୱାଳ ଙ୍କୁ ନିଯୁକ୍ତି ମିଳିଛି । 
          ସମ୍ବଲପୁର ସାଂସଦ ଶ୍ରୀଯୁକ୍ତ ନିତେଶ ଗଙ୍ଗଦେବ ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଶ୍ରୀଯୁକ୍ତ ଜୟ ନାରାୟଣ ମିଶ୍ର ଓ ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରି ନାଏକ ନବ ନିଯୁକ୍ତ ମଣ୍ଡଳ ସଭାପତି ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣେଇବା ସଙ୍ଗେ ସଙ୍ଗେ ଏହି ସଭାପତି ମାନଙ୍କ ସାଙ୍ଗଠାନିକ ଦକ୍ଷତା, କାର୍ଯ୍ୟଶୈଳୀ ଓ ପରିଶ୍ରମ ଯୋଗୁଁ ଆଗାମୀ ଦିନରେ ଉକ୍ତ ମଣ୍ଡଳ ଗୁଡିକରେ ଓ ଜିଲ୍ଲାରେ ଦଳ ଆହୁରି ମଜଭୁତ ଓ ଚଳଚଞ୍ଚଳ ହେବ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like