-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ହରିଲାଲ ମେହେର ପାଇଲେ ଜାତୀୟ ସନ୍ଥ କବୀର ହସ୍ତତନ୍ତ ସମ୍ମାନ

08-Aug-2024



ବରଗଡ଼/ରେଙ୍ଗାଲିକ୍ୟାମ୍ପ:(ନିରଞ୍ଜନ ତ୍ରିପାଠୀ)-ଦଶମ  ଜାତୀୟ ହସ୍ତତନ୍ତ ଦିବସରେ  ନୂଆ ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ଠାରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉତ୍ସବରେ ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା  ଗ୍ରାମର ବିଶିଷ୍ଟ  ବାନ୍ଧ ଶିଳ୍ପୀ ହରିଲାଲ ମେହେରଙ୍କୁ ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ,ଜାତୀୟ  ସନ୍ଥ କବୀର ହସ୍ତତନ୍ତ ସମ୍ମାନ ପ୍ରଦାନ କରିଛନ୍ତି । ଏହି ସମ୍ମାନ ରୂପରେ ତାଙ୍କୁ ୧୦ ଗ୍ରାମର ସ୍ଵର୍ଣ୍ଣପଦକ , ତିନି ଲକ୍ଷ ପଚାଶ ହଜାର ଟଙ୍କା  ଓ ତାମ୍ର ଫଳକ ସହ ଉପଢୌକନ ପ୍ରଦାନ  କରାଯାଇଛି।ଏହି ସମ୍ବର୍ଦ୍ଧନା ମଞ୍ଚରେ କେନ୍ଦ୍ର ବୟାନ ଶିଳ୍ପ ମନ୍ତ୍ରୀ  ଗିରିରାଜ ସିଂହ,ବୈଦେଶିକ ବ୍ୟାପାର ଓ ବୟନ ଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ପବିତ୍ର ମାର୍ଗେରିଟା ଉପସ୍ଥିତ ରହିଥିଲେ । ହରିଲାଲ ମେହେର ଶୈଶବରୁ ବୟନ କାର୍ଯ୍ୟ କରିଆସୁଛନ୍ତି ।ସଚିପର ଶାଢ଼ୀ ( ଦଶ ଫୁଲିଆ) ତଥା ଲୁପ୍ତ ପାଇ ଯାଉଥିବା ବାନ୍ଧ କଳାକୁ ନୂତନ ଡିଜାଇନ୍ ଦେଇ ତାକୁ ପୁନରୁଦ୍ଧାର କରି ବାନ୍ଧକଳାର ଉତ୍କର୍ଷତାକୁ ବୃଦ୍ଧି କରିବାରେ ତାଙ୍କର ଅନବଦ୍ୟ ପ୍ରୟାସ  ପାଇଁ ତାଙ୍କୁ ଏହି ସମ୍ମାନ  ମିଳିଛି।ତାଙ୍କର ଏହି ପ୍ରୟାସ କୁ ସେ ନିରବଚ୍ଛିନ୍ନ ଭାବେ ଚାଲୁ ରଖିଛନ୍ତି ।ସେ ବୁଟାଦାର ଡ଼ିଜାଇନ ଶାଢ଼ୀର ପୁନଃ ପ୍ରବର୍ତ୍ତନ କରିବା ସକାଶେ ୧୯୮୮ ମସିହାରେ ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ମଧ୍ୟ  ରାଷ୍ଟ୍ରୀୟ ହସ୍ତତନ୍ତ ପୁରସ୍କାର ପାଇଥିଲେ ା  କେବଳ  ହରିଲାଲ୍ ନୁହନ୍ତି, ଏହି ବାନ୍ଧ କଳା ପାଇଁ ହରିଲାଲଙ୍କ ପରିବାର ପ୍ରତି ବର୍ଷ କେନ୍ଦ୍ର ସରକାରଙ୍କ ଠାରୁ ଜାତୀୟ ହସ୍ତତନ୍ତ ସମ୍ମାନ ପାଇ ଆସୁଛନ୍ତି ।ତାଙ୍କର ବଡ ପୁଅ  ଗଜପତି  ୧୯୯୪ ମସିହାରେ ଓ ସାନପୁଅ  ତ୍ରିପତି ମେହେର ୨୦୦୭ ମସିହାରେ  ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ପୁରସ୍କାର ସମ୍ମାନ ପାଇ ସାରିଛନ୍ତି ।ଆଜି ହରିଳାଲ ଏହି ପୁରସ୍କାର  ପାଇବା ପରେ ପରିବାର ତଥା ବାନ୍ଧ ଶିଳ୍ପୀ ଙ୍କ ମଧ୍ୟରେ ଖୁସି ଓ ଉତ୍କଣ୍ଠା  ଦେଖିବାକୁ  ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like