-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ସୋନପୁର ପଶ୍ଚିମ ସୋମନାଥ ଶୈବ ପୀଠ ରେ ମହା କ୍ଷୀରଶାୟୀ ଉତ୍ସବ- ଦର୍ଶନ ଲାଗି ଭକ୍ତ ଙ୍କ ଉତ୍କଣ୍ଠା

09-Aug-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ)  ସୋନପୁର ଶ୍ରୀ ପଶ୍ଚିମ ସୋମନାଥ ଶୈବ ପୀଠ ଠାରେ କ୍ଷୀର ଶାୟୀ (କ୍ଷୀର ଜଳ ଶାୟୀ ) ଅନୁଷ୍ଟିତ ହୋଇଥିଲା l ସକାଳ ନଅ ଘଣ୍ଟା ରେ ପ୍ରଭୂ ପଶ୍ଚିମ ସୋମନାଥ ବାବା ଙ୍କ ଠାରେ ପୂଜାର୍ଚ୍ଚନା କରଯାଇଥିଲା l ମନ୍ଦିର କମିଟି ପକ୍ଷରୁ ଆୟୋଜିତ ଏହି କ୍ଷୀର  ଶାୟୀ କାର୍ଯ୍ଯ କ୍ରମ ରେ ସହର ଓ ଜିଲ୍ଲା ବାସୀ ଙ୍କ ଠାରୁ ସଂଗୃହିତ ହଜାର ହଜାର ଲିଟର  କ୍ଷୀର ଓ ଦୂର ଦୁରାନ୍ତର ରୁ ଦର୍ଶନ ରେ ଆସିଥିବା ହଜାର ଭକ୍ତ ଙ୍କ ଠାରୁ କ୍ଷୀର ସଂଗ୍ରହ କରି ଆଜି ପ୍ରଭୂ ଙ୍କୁ କ୍ଷୀର ଶାୟୀ କରଯାଇଥିଲା l

ଯାହାକି କ୍ଷୀର ଶlୟୀ ର ପୂର୍ଣ୍ଣ ଦୃଶ୍ୟ  ରେ ପ୍ରଭୂ ପଶ୍ଚିମ ସୋମନାଥ ଙ୍କୁ ଦର୍ଶନ ପାଇଁ ସକାଳ ନଅ ରୁ ଦିବା ଦୁଇ ଘଣ୍ଟା ଯାଏଁ ଭକ୍ତ ଶ୍ରଦ୍ଧାଳୁ ବ୍ୟାକୁଳ ହୋଇ ଉଠିଥିଲେ l  ଏବଂ ସହର ତଥା ଜିଲ୍ଲା ର  ଦଶ ହଜାର ରୁ ଉର୍ଦ୍ଧ୍ବ ଭକ୍ତ ଶ୍ରଦ୍ଧାଳୁ ଦର୍ଶନ କରି ପ୍ରଭୂ କୃପା ଲାଭ କରିଥିଲେ l  ପ୍ରବଳ ଭିଡ଼ ପାଇଁ   ସକାଳୁ ଅପରାହ୍ନ ଯାଏଁ ଜିଲ୍ଲା ପୋଲିସ୍ ପ୍ରଶାସନ ଓ ମନ୍ଦୀର କମିଟି ସଦସ୍ୟ  ସ୍ବେଚ୍ଛାସେବୀ ଙ୍କୁ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ବ୍ୟବସ୍ଥା କୁ ଶୃଙ୍ଖଳିତ କରିବାରେ ଖୁବ୍ ପରିଶ୍ରମ କରିବାକୁ ପଡି ଥିଲା l ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଓ ବାବୁଲି ବକ୍ସି ଙ୍କ ତତ୍ତ୍ଵl ବାଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ କମିଟି ସଦସ୍ୟ ଓ ସହର ବାସୀ ସହଯୋଗ କରିଥିଲେ l  ସମସ୍ତ ଭକ୍ତ ଶ୍ରଦ୍ଧାଳୁ ଙ୍କ ପାଇଁ ଅନ୍ନ ପ୍ରସାଦ ବ୍ୟବସ୍ଥା କରଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like