-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ବିପଦ ଜନକ ଅବସ୍ଥାରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର - ସ୍ଥାନାନ୍ତରଣ ଦାବି ।

09-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ବାରମ୍ବାର ଅଭିଯୋଗ ସତ୍ତ୍ବେ ନିର୍ମାଣ ହେଉନାହିଁ ସୁରକ୍ଷା ବାଡ କି ଜନବସତି ର ଭିଡ ମଧ୍ୟରୁ ଅପସାରଣ କରାଯାଉନାହିଁ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ବିଦ୍ୟୁତ ଟ୍ରାନ୍ସଫରମର୍ । ସୋନପୁର ସହରର ପଟାଭାଡି  କୋଶଳ ଉଚ୍ଚ ବିଦ୍ୟାଳୟ ସମ୍ମୁଖ ମାରୁତି ନଗରରେ ଥିବା ଟ୍ରାନ୍ସଫର୍ମର ଅସୁରକ୍ଷିତ ଅବସ୍ଥାରେ ରହିଥିବା ସତ୍ବେ ଅତି ଖାମଖିଆଲି ଭାବରେ ଏ କଥା କୁ ନେଉଛି ବିଦ୍ୟୁତ ବିଭାଗ । ଟାଟା ପାୱାର ହାତକୁ ନେବା ପରେ ଲୋକଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେବା ନେଇ ଆଶା ବାନ୍ଧିଥିବା ଅଞ୍ଚଳ ବାସୀ  ଏବେ ନିରାଶ୍ରୟ ହୋଇଥିବା ଦେଖିବାକୁ ମିଳିଛି।  ଟ୍ରାନ୍ସଫର୍ମର  ର ସୁରକ୍ଷା ବାଡ ଦିଆଯାଇ ନ ଥିବା ହେତୁ କେତେବେଳେ ଯେ କିଛି ଅଘଟଣ ନଘଟିବ ଏହାର କୈ।ଣସି ଗ୍ୟାରେଣ୍ଟି ନାହିଁ। ଉକ୍ତ ଟ୍ରାନ୍ସଫର୍ମରଟି ଘର ପାଖରେ ତଥା ରାସ୍ତା ପାର୍ଶ୍ୱକୁ ଲାଗିଥିବାରୁ ବିଭିନ୍ନ ସମୟରେ ଲୋକେ ଯିବା ଆସିବା କରନ୍ତି। ତେଣୁ ଟ୍ରାନ୍ସଫର୍ମରଟି ମୁକୁଳା ପଡିଥିବାରୁ କେତେବେଳେ ଯେ କିଛି ଅଘଟଣ ଘଟି  ଗୋରୁ ଗାଈ ମଣିଷ ଙ୍କ ଅମୂଲ୍ୟ ଜୀବନ ଚାଲିଯିବ  ତାହା କହିହେବ ନାହିଁ। ଏବେ ବର୍ଷା ଦିନ ଯୋଗୁଁ ଟ୍ରାନ୍ସଫର୍ମରଟି ଲଟାବୁଦାରେ ଭରି ରହିଛି  । ତଳୁ ମାତ୍ର ୩/୪ ଫୁଟ ଉଚ୍ଚରେ ଏହି ଟ୍ରାନ୍ସଫର୍ମରଟି ରହିଥିବାରୁ ଲୋକେ ଭୟ ଭିତ ଅଛନ୍ତି   । ତେଣୁ ଏଥିପ୍ରତି ବିଭାଗୀୟ ଅଧିକାରୀ ଦୁଷ୍ଟି ଦେଇ ତୁରନ୍ତ ଏହାକୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ ଓ ଶିଘ୍ର ସୁରକ୍ଷା ବାଡ ଦେବାକୁ ମାରୁତି ନଗରବାସୀ ଦାବି କରୁଛନ୍ତି। ନ ହେଲେ ବିଗତ ବର୍ଷ ମାନଙ୍କରେ ଜିଲ୍ଲାପାଳ ବାସ ଭବନ ପାଖରେ ଓ କୁମ୍ଭାର ପଡ଼ା ରେ ବିଦ୍ୟୁତ୍ ଖୁଣ୍ଟ ରେ ଟ୍ରଂlସ୍ଫଫରମର ରେ ଲାଗି ଗୋରୁ ଗାଈ ଙ୍କ ଜୀବନ ହାନି ହେବା ଭଳୀ ଘଟଣା ର ସମ୍ବୁଖିନ ପାଇଁ ପ୍ରସ୍ତୁତି ରୁହନ୍ତୁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like