-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

କୋକସରା ଧାନ ମଣ୍ଡି ଠାରେ ବିଶ୍ୱ ସ୍ତରୀୟ ଆଦିବାସୀ ଦିବସ ପାଳନ

09-Aug-2024



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା )
ବିଶ୍ୱ ଆଦିବାସୀ ଦିବସ, ଅବସର ରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଧାନ ମଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଆଦିବାସୀ ଦିବସ ପାଳନ ହୋଇଛି। ଆଦିବାସୀ ସଙ୍ଘ ପକ୍ଷରୁ ଆମପାଣି ବୁଢ଼ାରଜା ମନ୍ଦିର ଠାରେ ପୂଜାର୍ଚ୍ଚନା କରିବା ପରେ ମଶାଲ ନେଇ କୋକସରା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ପରେ  ଆଦିବାସୀ ଜିଲ୍ଲା ସଙ୍ଘ ପକ୍ଷରୁ ପୂଜାର୍ଚ୍ଚନା କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ହଜାର ହଜାର ଆଦିବାସୀଙ୍କ ଗହଣ ରେ ଆଦିବାସୀ ମାନେ ନିଜର ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହିତ ରାଜରାସ୍ତା ରେ ଆଦିବାସୀ ବାଜା ର ତାଳେ ତାଳେ ନାଚିଗାଇ ବିରାଟ ଶୋଭାଯାତ୍ରାରେ ସହର  ପରିକ୍ରମା କରି କୋକସରା ଧାନମଣ୍ଡି ରେ ପହଞ୍ଚିଥିଲେ । ଆୟୋଜିତ କାର୍ଯ୍ୟକ୍ରମ ରେ ଆଦିବାସୀ ସଙ୍ଘ ର ଜିଲ୍ଲା ସଭାପତି ପ୍ରକାଶ ଚନ୍ଦ୍ର ମାଝୀ  ଙ୍କ ନେତୃତ୍ୱରେ ଆଦିବାସୀ ଙ୍କ ଆରାଧ୍ୟ ଦେବତା ଙ୍କୁ ପୁଜକ ନନ୍ଦ କିଶୋର ଧରୁଆ  ପୂଜାର୍ଚ୍ଚନା କରିଥିଲେ ଓ ପରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ମୁଖ୍ୟବକ୍ତା ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ, ସମ୍ମାନିତ ଅତିଥି ଭାବେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ,ଆଦିବାସୀ ଉନ୍ନୟନ ସଂସ୍ଥା ଥୁଆମୂଳ ରାମପୁର ଅଧିକାରୀ ରାମକୃଷ୍ଣ ଗଣ୍ଡ, କିଶୋର ଚନ୍ଦ୍ର ଭୋଇ, ପୂର୍ବତନ କମିଶନର ଗଙ୍ଗାଧର ମାଝୀ,ଜିଲ୍ଲା ସମ୍ପାଦକ ୠତୁରାଜ ମାଝୀ,ଉପ ସଭାପତି କଳାହାଣ୍ଡି ଲଳିତ ନାଏକ, ଜୟପାଟଣା ବ୍ଲକ ସଭାପତି ମନୋଜ କୁମାର ପାତ୍ର, ଧର୍ମଗଡ ବ୍ଲକ ସଭାପତି ଭାବେଶ ଗନ୍ତିଆ,ଉପ ସଭାପତି ନୀଳକଣ୍ଠ ମାଝୀ,ଉପ ସଭାନେତ୍ରୀ ଦ୍ରୋପଦି ମାଝୀ, ବ୍ଲକ ସଭାପତି ହେମନ୍ତ କୁମାର ମାଝୀ, ଜିଲ୍ଲା କର୍ମଚାରୀ ସଙ୍ଘ ସଭାପତି ଜୟ କୁମାର ମାଝୀ,ସମ୍ପାଦକ କୁରେଶ୍ୱର ମାଝୀ, ଭତ୍ରା ସମାଜ ର ସଭାପତି କୈଳାସ ଚନ୍ଦ୍ର ମାଝୀ,ପ୍ରଶାସନିକ ଅଧିକାରୀ ସ୍ନେହାପ୍ରଭା ମାଝୀ,ରଶ୍ମିତା ନେତମ, ଭୁବନେଶ୍ୱର ଶବର,ବଂଜରା ସମାଜ ର ଜିଲ୍ଲା ସଭାପତି ଯଶୋବନ୍ତ ନାଏକ,ସମାଜସେବୀ କେତନ ପାତ୍ର, ଶିକ୍ଷା ଅଧିକାରୀ ତୋଫାନ ମାଝୀ,କନ୍ଧ ସମାଜ ର ଜିଲ୍ଲା ସଭାପତି ରାଜେନ୍ଦ୍ର ଭୋଇ, ଗଣ୍ଡ ସମାଜ ର ଜିଲ୍ଲା ସଭାପତି ପଦ୍ମନ ପାତ୍ର, ଭୁଞ୍ଜିଆ ସମାଜ ର ଜିଲ୍ଲା ସଭାପତି ହିମାଞ୍ଚଳ ପୁଝାରି,ହଲବା ସମାଜ ସଭାପତି ସହଦେଵ ନେଗି,ଜିଲ୍ଲା ପରିଷଦ ସଭ୍ୟା ବୈଜୟନ୍ତି ପୁଝାରି, ରେଙ୍ଗାଳପାଲି ସରପଞ୍ଚ ପଦ୍ମିନୀ ପାତ୍ର,ଖୁଣ୍ଟିଆ ସରପଞ୍ଚ ମାଧବୀ ଧରୁଆ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଧର୍ମଗଡ ବଳରାମ ପୁଝାରି,ଉପ ସଭାପତି କଲହାଣ୍ଡି ଲଳିତ ନାଏକ,ଡେପୁଟି ନିର୍ଦେଶକ ଆରଡିସି ସମ୍ବଲପୁର ଚନ୍ଦ୍ରକାନ୍ତ ମାଝୀ,ଜିଲ୍ଲା ସମ୍ପାଦକ ଆଦିବାସୀ ସଙ୍ଘ ସାଗର ମାଝୀ, ଆଦିବାସୀ ଯୁବ ନେତା ମନୋଜ ପାତ୍ର ପ୍ରମୁଖ ମଞ୍ଚ ରେ ଉପସ୍ଥିତ ରହି ଆଦିବାସୀ ଦିବସ ଅବସରରେ ଆଦିବାସୀ ସମାଜର କଲ୍ୟାଣ, ଉନ୍ନତି,ସମାଜରେ ନାରୀ ଶିକ୍ଷା, ସଶକ୍ତିକରଣ ଉପରେ ମତ ପ୍ରକାଶ କରିଥିବା ବେଳେ ଉପସ୍ଥିତ ମହିଳା ପ୍ରଶାସନିକ ଅଧିକାରୀ ମାନେ ଆଦିବାସୀ ମହିଳା ମାନେ ବିଭିନ୍ନ କ୍ଷେତ୍ରରେ ଆଗକୁ ଆସି ବିଭିନ୍ନ ସରକାରୀ, ବେସରକାରୀ ଅନୁଷ୍ଠାନ ରେ ନିଜକୁ ପ୍ରତିଷ୍ଠିତ କରିବାକୁ ମତ ଦେଇଥିଲେ। କାର୍ଯ୍ୟକ୍ରମ କୁ ବ୍ଲକ ଆଦିବାସୀ ସଙ୍ଘ ର ବ୍ଲକ ସମ୍ପାଦକ ତ୍ରିନାଥ ଶବର ଅତିଥି ପରିଚୟ ସହ ମଞ୍ଚ ସଂଯୋଜନା କରିଥିଲେ । ବ୍ଲକ ଆଦିବାସୀ ସଙ୍ଘ ର କର୍ମକର୍ତ୍ତା ମାନେ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ କୁ ପରିଚାଳନା କରି ସୁଚାରୁ ରୂପେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like