-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଗିଗିନା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି ଜାତୀୟ ଏନକ୍ୟୁଏଏସ ଟିମ୍

10-Aug-2024



ନର୍ଲା (ଚିନ୍ତାମଣି ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ତ ଗିଗିନା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି ଜାତୀୟ ଏନକ୍ୟୁ ଏସ ଟିମ ଏହି ପରିଦର୍ଶନ ଦଳରେ 
ଆଡପା ବାସୁବାବୁ ଆଉ ଆରୋକିଆମେରୀ ଙ୍କୁ ନେଇ ଗଠିତ ଏହି ୨ ଜଣିଆ ଟିମ୍ ଆଜି ଗିଗିନା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର NQAS ସାର୍ଟିଫିକେସନ ଯାଞ୍ଚ କରିବାକୁ ଆସି ପହଂଚିଥିଲେ ଏଠାରେ ମିଳୁଥିବା ୭ ପ୍ରକାର ସ୍ୱାସ୍ଥ୍ୟ ସେବା ବିଷୟରେ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରିଥିଲେ ଏହି 
କେନ୍ଦ୍ରୀୟ ଟିମ୍ ସହ କଳାହାଣ୍ଡି ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା) ଡା. ନିହାରେନ୍ଦ୍ର ପଣ୍ଡା, କ୍ୱାଲିଟି ମ୍ୟାନେଜର ରୀତା ନାଏକ, ଏମ୍ସ ରିସର୍ଚ୍ଚର ତାପସୀ ବେହେରା ଉପସ୍ଥିତ ଥିଲେ ।ସେହିଭଳି ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଅକ୍ଷୟ ଗୋଚ୍ଛାୟତ, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ ସବୀର ପଧାନ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅନ୍ତର୍ଗତଃ ଅନ୍ୟ କର୍ମଚାରୀମାନେ  ଉପସ୍ଥିତ ହୋଇ କାଯର୍ଯକ୍ରମରେ ସହଯୋଗ କରିଥିଲେ।ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଗିଗିନା ର ସିଏଚଓ ମଧୁସ୍ମିତା ତରାଇ, ମହିଳା ସ୍ୱାସ୍ଥ୍ୟକର୍ମୀ ତନୟା ଗୌଡ଼, ପୁରୁଷ ସ୍ୱାସ୍ଥ୍ୟକର୍ମୀ ସୁଜିତ ସେନାପତି  ତଥା ଏହି କେନ୍ଦ୍ର ଅଧିନସ୍ଥ ସମସ୍ତ ଆଶା କର୍ମୀ ଉପସ୍ଥିତ ରହି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ମାନଙ୍କୁ ସମସ୍ତ ତଥ୍ୟ ପ୍ରଦାନ କରିବା ସହ ଏହି କେନ୍ଦ୍ରରେ ଉପଲବ୍ଧ ସମସ୍ତ ଗୁଣବତ୍ତାମୂଳକ ସେବା ଗୁଡ଼ିକୁ ବିସ୍ତୃତ ଭାବେ ଅବଗତ କରାଇଥିଲେ  ଉକ୍ତ ।କେନ୍ଦ୍ରୀୟ ଦଳ ଗିଗିନା ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ ମିଳୁଥିବା ସମସ୍ତ ସେବା ଓ ସୁବିଧା ଉପରେ ସମ୍ପୂର୍ଣ ସନ୍ତୋଷଭାବ ପ୍ରକାଶ କରିଥିଲେ।ଏହି ପର୍ଯ୍ୟବେକ୍ଷଣର ମୂଲ୍ୟାଙ୍କନରେ କୃତୀ ହେଲେ ଗିଗିନା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର NQAS ମାନ୍ୟତାପ୍ରାପ୍ତ ହେବବୋଲି ଆଶା କରାଯାଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like