-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବିଶ୍ବ ଆଦିବାସୀ ଦିବସକୁ ଛୁଟି ଘୋଷଣା କର

10-Aug-2024



କଣ୍ଟାବାଞ୍ଜି: ବିଶ୍ୱ ଆଦିବାସୀ ଦିବସ ଏହାକୁ ଅତି ସୁନ୍ଦର ଓ ନିରାଡ଼ମ୍ବର ଭାବରେ ପାଳନ କରିଛନ୍ତି ତୁରେକେଲା ବ୍ଲକସ୍ତରୀୟ ଆଦିବାସୀ ସଂଘର ସମସ୍ତ କର୍ମକର୍ତ୍ତା l

ଜିଲ୍ଲା ଆଦିବାସୀ ସଂଘର ତତ୍ୱବଧାନରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରରେ ମହାସମାରୋହରେ ପାଳିତ ହେଲା ବିଶ୍ଵ ଆଦିବାସୀ ଦିବସ l ଏହାର ଉପଲକ୍ଷେ ଆଦିବାସୀ ମାନଙ୍କ ଏକ ବିରାଟ ସଭାର ଆୟୋଜନ କରାଯାଇଥିଲା l ଆଦିବାସୀ ମାନେ କିଭଳି ଭାବରେ ଅତ୍ୟାଚାର ଓ ଶୋଷଣର ଶିକାର ହେଉଛନ୍ତି, ସରକାର କିଭଳି ଭାବରେ ଆଦିବାସୀମାରଣ ନୀତି ଅବଲମ୍ବନ କରୁଛନ୍ତି, ନକଲି ଆଦିବାସୀଙ୍କୁ ବାହାର କର ଓ ସମସ୍ତଙ୍କୁ ପଟ୍ଟା ପ୍ରଦାନ, ଆଦିବାସୀ ମାନଙ୍କ ସୁରକ୍ଷା, ବିଶ୍ୱ ଆଦିବାସୀ ଦିବସ ଦିନକୁ ଛୁଟି ଘୋଷଣା କରାଯାଉ ବୋଲି ଦାବି କରିଥିଲେ l ଏହି ଅବସରରେ ସମସ୍ତ ଆଦିବାସୀ ଏକ ହୋଇ କେମିତି ଆଦିବାସୀ ଭାଇଭଉଣୀ ମାନଙ୍କୁ ସଚେତନ କରିବା ଏହା ସହ ଆଦିବାସୀ ମାନଙ୍କ ଅଧିକାର ସବୁ କେମିତି ରକ୍ଷା କରାଯିବ ସେନେଇ ଆଦିବାସୀ ସଂଘର କର୍ମକର୍ତ୍ତା ମାନେ କହିଛନ୍ତି l ରାଜ୍ଯ ସରକାର ଓ କେନ୍ଦ୍ର ସରକାର ଆଦିବାସୀ ସଂଗ୍ରାମୀ ମାନଙ୍କ ଇତିହାସକୁ ଲୋକଲୋଚନ ଆଣିବାକୁ ସଂଘ ଦାବୀ କରିଛି।ଏହି କାର୍ଯ୍ୟକ୍ରମରେ ଆଦିବାସୀ ସଂଘର ଜିଲ୍ଲା ସଭାପତି ସତ୍ୟନାରାୟଣ ଭୋଇ, ଜିଲ୍ଲା ସାଧାରଣ ସମ୍ପାଦକ ପୁରୁଷୋତ୍ତମ ଧରୁଆ, ତୁରେକେଲା ବ୍ଲକ ଗୋଣ୍ଡ ସଭାପତି ଗିରିରାଜ ସିଂ ମାଝୀ, ନାରୀ ନେତ୍ରୀ ନିରୁପମା ମାଝୀ, କଣ୍ଟାବାଞ୍ଜି ନଗର ସଭାପତି ଗୋବିନ୍ଦ ବର୍ଗେ, ତୁରେକେଲା ବ୍ଲକ ସମ୍ପାଦକ ଦୈତାରି ଭୋଇ, ଚଟୁଅନକା ସମିତି ସଭ୍ଯ ପୂୂୂର୍ଣ୍ଣଚନ୍ଦ୍ର ମାଝୀ, ଧୃବ ଗୋଡଁ ସମାଜ ସଭାପତି ଅଲେଖ ଧରୁଆ, ଦଳ ସମାଜ ସଭାପତି ସଞ୍ଜୀବ ମଳିକ, ନରୋତ୍ତମ ମାଝୀ,ଯୁଗେଶ୍ବର ମାଝୀ,  ବଣ୍ଟି ଧବଳ, ପ୍ରମୁଖ ମଞ୍ଚାସିନ ଥିବା ବେଳେ ଶହ ଶହ ଆଦିବାସୀ ପୁରୁଷ ଓ ମହିଳା ମାନେ ଉପସ୍ଥିତ ଥିଲେ l

《ମୋହନ ସୁନା ଙ୍କ ରିପୋର୍ଟ 》


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like