-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ନାଲା ରେ ପାଣି ଯୋଗୁ ଶବ ୪ ଘଣ୍ଟା ଧରି ଅଟକି ରହିଲେ ପରିଜନ, ରାସ୍ତା ପାଇଁ ସମସ୍ୟା ଭୋଗୁଛନ୍ତି ଉପାନ୍ତ କୁଟୁରୁ ଗ୍ରାମବାସୀ।

10-Aug-2024



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା )
ଉପାନ୍ତ ଅଞ୍ଚଳର ବଣ ଜଙ୍ଗଲ ଘେରା ଦୁର୍ଗମ ଅଞ୍ଚଳ ରେ ରହିଛି କଲହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ର କୁଟୁରୁ ଗ୍ରାମ।ଦଶନ୍ଧି ଦଶନ୍ଧି ଧରି ଗାଁ କୁ ମିଳିନାହିଁ ମୌଳିକ ସୁବିଧା। ଗାଁ କୁ ନାହିଁ ପକ୍କା ରାସ୍ତା, ସ୍ଵାସ୍ଥ୍ୟ,ଶିକ୍ଷା,ପାନୀୟଜଳ ଭଳି ମୌଳିକ ସମସ୍ୟା ରୁ ବର୍ଷ,ବର୍ଷ ଧରି ଅପହଞ୍ଚ ରହିଛନ୍ତି ଏହି ରାଜସ୍ୱ ଗ୍ରାମ ର ଗ୍ରାମବାସୀ ମାନେ। ଜଙ୍ଗଲ ମଧ୍ୟରେ ରହିଥିବା ଏହି ଗାଁ ରେ ନାହିଁ ମୋବାଇଲ ନେଟୱାର୍କ ସୁବିଧା, ଯେତେବେଳେ କୌଣସି ସ୍ୱାସ୍ଥ୍ୟ ସମସ୍ୟା କିମ୍ବା ଗ୍ରାମ ର ଗର୍ଭବତୀ ମହିଳାଙ୍କ ପ୍ରସବ ବେଦନା ହୁଏ ଗାଁ ରୁ କିଛି ଦୂର କିମି ଦୂର କୁ ଗଲେ କିମ୍ବା ଗଛ ଉପରେ ଚଢ଼ିଲେ ମୋବାଇଲ ନେଟୱାର୍କ ଆସିଲେ ଆଶା ଦିଦି କିମ୍ବା ଆମ୍ବୁଲାନ୍ସ କୁ ଖବର ଦେଇ ହୁଏ। ଏମିତି ବି ଘଟଣା କ୍ରମ ରେ କେତେବେଳେ ପ୍ରସବ ମହିଳା ଙ୍କୁ ଖଟିଆ ରେ ବୁହାହୋଇ ୮/୧୦ କିମି ଆଣିବା ପରେ ମିଳେ ଆମ୍ବୁଲାନ୍ସ ସୁବିଧା,ଅଧାବାଟ ରେ ପ୍ରସବ ମହିଳାଙ୍କ ଛୁଆ ଜନ୍ମ ହେଉଥିବା ଘଟଣା ମଧ୍ୟ ଆଗରୁ ଦେଖିବାକୁ ମିଳିଛି। ଗୁରୁବାର କୁଟୁରୁ ଗ୍ରାମ ର ଇନ୍ଦ୍ରଲାଲ ଠାକୁର ଙ୍କ କୋକସରା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଶୁକ୍ରବାର ପରିଜନ ସରକାରୀ ଶବ ବାହକ ଗାଡି ରେ ମୃତକ ଙ୍କ ଶବ ନେଇ ଯାଉଥିବା ବେଳେ ଆନ୍ଧି ଝରଣ ନିକଟରେ ପଡୁଥିବା ନାଲା ରେ ବନ୍ୟାଜଳ ପ୍ରବାହିତ ହେଉଥିବା କାରଣରୁ ଗାଡି ଚାଳକ ଗାଡି ନେବାକୁ ମନା କରିବାରୁ ପରିବାର ଲୋକେ ଶବ ନେବାକୁ ନାଲା ଦେଇ ଗାଡି ନେବାକୁ ଅଡ଼ି ବସିବାରୁ ୩/୪ ଘଣ୍ଟା ପରେ ନାଲା ର ପାଣି ସ୍ରୋତ ଟିକେ କମିବାରୁ ଗାଡି ଚାଳକ କୌଣସି ପ୍ରକାରେ ଗାଡି କୁ ନାଲା ପାର କରି ଶବ କୁ ସମ୍ମାନ ର ସହ କୁଟୁରୁ ଗାଁ ରେ ନେଇ ଛାଡି ଆସିଥିଲେ। ତେବେ ଏହି ଉପାନ୍ତ ଅଞ୍ଚଳରେ ଏହି ଘଟଣା ନୂଆଁ ନୁହେଁ। ଏମିତି ଅନେକ ସମୟରେ ଏହି ନାଲା ରେ ପାଣି ପ୍ରବାହିତ ହେଉଥିବା କାରଣରୁ ପିଡ଼ିଏସ ସାମଗ୍ରୀ ହେଉ ଅବା ଅନ୍ୟ କୌଣସି ଜରୁରୀକାଳୀନ କାର୍ଯ୍ୟ ରେ ଏହି ଗ୍ରାମବାସୀ ମାନେ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ଏହି ନାଲା ଉପରେ ଏକ ସୁଉଚ୍ଚ ପୋଲ ନିର୍ମାଣ ପାଇଁ ଦାବି କରି ଆସୁଥିବା ବେଳେ ନିର୍ବାଚିତ ପ୍ରତିନିଧି କିମ୍ବା ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରୁ ନାହାନ୍ତି।ଫଳରେ ବିଭିନ୍ନ ସମୟରେ ଏମିତି ହଇରାଣ ହେଉଛନ୍ତି ଲେକାଆମ,ସର୍ଗିପାନି,କୁଟୁରୁ ଗ୍ରାମବାସୀ। ତେବେ ଉପାନ୍ତ ଅଞ୍ଚଳ ରେ ବସବାସ କରୁଥିବା ଏହି ଆଦିବାସୀ ଜନଜାତି ବର୍ଗର ଲୋକଙ୍କ ପାଇଁ ଗମନାଗମନ ପାଇଁ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାକୁ ଉପାନ୍ତ ଅଞ୍ଚଳ ର ଜନ ସାଧାରଣ ମାନେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like