-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

କୋକସରା କଲେଜ ଠାରେ ପ୍ରାଥମିକ ଚକ୍ଷୁ ପରୀକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

10-Aug-2024



କଳାହାଣ୍ଡି, ,କୋକସରା  (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା, ଜୁନାଗଡ଼ ନେତ୍ର ଚିକିତ୍ସାଳୟ (ଲେପ୍ରା ସୋସାଇଟି) ପକ୍ଷରୁ YRC,NSS ଏବଂ NCC ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପଞ୍ଚାୟତ ସମିତି ସ୍ନାତକ ମହା ବିଦ୍ୟାଳୟ କୋକସରାଠାରେ ପ୍ରାଥମିକ ଚକ୍ଷୁ ପରୀକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ସମାଜରେ ଅନ୍ଧତ୍ବ ଦୂରୀକରଣ, ପ୍ରଭାବିତ ଜନସାଧାରଣଙ୍କ ସାମାଜିକ ଏବଂ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବା ଆଭିମୁଖ୍ୟ ନେଇ ଅନୁଷ୍ଠିତ ହୋଇଥିବା ଏହି ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବରେ ଜୁନାଗଡ଼ ଲେପ୍ରା ସୋସାଇଟିରୁ ଜି ସ୍ବାମୀ ରେଡ୍ଡୀ (ଭାରପ୍ରାପ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ) ଯୋଗଦାନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବରେ ତପନ କୁମାର ଲାବଲା, ମହା ବିଦ୍ୟାଳୟର ଇତିହାସ ଅଧ୍ୟାପକ ଅଇରି ନାସନ ଚିନ୍ଦା, ଅର୍ଥନୀତି ଅଧ୍ୟାପକ ସୁବ୍ରତ ବେହେରା,ଓଡିଆ ଅଧ୍ୟାପକ ଅଶ୍ଵିନ କୁମାର ପଟ୍ଟନାୟକ, ରାଜନୀତି ବିଜ୍ଞାନ ଅଧ୍ୟାପିକା କନକ ମଞ୍ଜରୀ ,ଇଂରାଜୀ ଅଧ୍ୟାପକ ଜଗନ୍ ଚନ୍ଦାନୀ, ଅର୍ଥନୀତି ଅଧ୍ୟାପିକା ଶୁଭଶ୍ରୀ ସାହୁ, ଇତିହାସ ଅଧ୍ୟାପିକା ବେଦମୟୀ ବାରିକ୍ ପ୍ରମୁଖ ଯୋଗଦାନ କରି ଅନ୍ଧତ୍ୱ ଦୁରିକରଣକୁ ନେଇ ଚକ୍ଷୁ ଚିକିତ୍ସାଳୟ ଲେପ୍ରା ସୋସାଇଟି ଜୁନାଗଡ଼ଙ୍କ ଏପରି ଏକ ମହତ୍ ପ୍ରଶିକ୍ଷଣ ଶିବିରର ଆୟୋଜନକୁ ଭୂୟସୀ ପ୍ରଶଂସା କରିବା ସହ ସମସ୍ତେ ନିଃସ୍ଵାର୍ଥପର, ଉତ୍ସର୍ଗୀକୃତ ଭାବରେ ଅନ୍ଧତ୍ଵ ଦୂରିକରଣରେ ନିଜକୁ ସାମିଲ୍ କରି ଲୋକଙ୍କୁ ସେବା ଯୋଗାଇବା ପାଇଁ ପ୍ରଶିକ୍ଷଣ ଶିବିରରେ ନିଜ ନିଜ ମତ ରଖିଥିଲେ। ଉକ୍ତ ପ୍ରଶିକ୍ଷଣ ଶିବିରକୁ ସଂଯୋଜକ କିଣୁ ଚରଣ ଭରତିଆ ପରିଚାଳନା କରିଥିବା ବେଳେ ନେତ୍ର ଚିକିତ୍ସାଲୟର ସମସ୍ତ କର୍ମଚାରୀ
ପରିଚାଳନାରେ ସହଯୋଗ କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ଉକ୍ତ ମହା ବିଦ୍ୟାଳୟର ଶତାଧିକ YRC,NSS ଏବଂ NCC ଛାତ୍ର ଛାତ୍ରୀମାନେ ଯୋଗଦାନ କରି ପ୍ରଶିକ୍ଷଣ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like