-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||     

HOME   ରାଜ୍ୟ

ବେଲଗୁଣ୍ଠା ଥାନାକୁ ଭିସିରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

31-Dec-2020



ବେଲଗୁଣ୍ଠା/ଭଞ୍ଜନଗର (ପ୍ରେରଣା ଖବର): ବହୁ ପ୍ରତୀକ୍ଷିତ ‌ବେଲଗୁଶ୍ଠା ଥାନାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫ‌ରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏହାସହ ପ୍ରଥମ ଥାନାଧିକାରୀ ଭାବେ ଭଞ୍ଜନଗର ଥାନାର ପ୍ରାକ୍ତନ ଆଇଆଇସି ସୁଦୀପ୍ତ କୁମାର ସାହୁ ଦାୟିତ୍ବ ଗ୍ରହଣ କରିଛନ୍ତି। ଏହି ଅବସରରେ ନୂତନ ଥାନା ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌.ପି ବ୍ରିଜେଶ ରାୟ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ,ଏ.ଏସ୍.ପି ବିଜୟ କୁମାର ମଲ୍ଲିକ, ଭଞ୍ଜନଗର ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବେଲଗୁଣ୍ଠା ବିଡିଓ ଶଶିଭୂଷଣ ମହାପାତ୍ର, ତହସିଲଦାର ସରୋଜ କୁମାର ବେହେରା ଓ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରାକେଶ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବେଲଗୁଣ୍ଠା ଫାଣ୍ଡି ଥାନାରେ ରୁପାନ୍ତରିତ ହୋଇଥିବାରୁ ଅଞ୍ଚଳବାସୀଙ୍କ ବହୁ ଦିନର ସ୍ବପ୍ନ ସାକାର ହୋଇଛି। ପୂର୍ବରୁ କିଛି ଅଞ୍ଚଳ ବୁଗୁଡ଼ା, ଜଗନ୍ନାଥପ୍ରସାଦ ଓ ଭଞ୍ଜନଗର ଥାନା ଇଲାକାରେ ଆସୁଥିଲା। କିନ୍ତୁ ଉକ୍ତ ଅଞ୍ଚଳ ଗୁଡ଼ିକ ବର୍ତ୍ତମାନ ବେଲଗୁଣ୍ଠା ଥାନା ଅଧୀନକୁ ଆସିଯାଇଥିବାରୁ ଆଇନଶୃଙ୍ଖଳା ନିୟନ୍ତ୍ରଣ ଓ ଅପରାଧ ଦମନ ବ୍ୟବସ୍ଥିତ ହୋଇପାରିବ ବୋଲି ମତପ୍ରକାଶ ପାଇଥିଲା। ବେଲଗୁଣ୍ଠା ପୂର୍ବତନ ଫାଣ୍ଡି ଅଧିକାରୀ ପ୍ରକାଶ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଗାଙ୍ଗପୁର ଥାନାଧିକାରୀ ଧିରେଶ କୁମାର ଦାସ, ବୁଗୁଡ଼ା ଥାନାଧିକାରୀ ଚିତ୍ତରଞ୍ଜନ ବେହେରା, ତାରସିଂ ଥାନାଧିକାରୀ ସବ୍ୟସାଚୀ ମଲ୍ଲ, ଜଗନ୍ନାଥପ୍ରସାଦ ଥାନାଧିକାରୀ ଦିଲ୍ଲୀପ କୁମାର ସ୍ୱାଇଁ, ବାଲିପଦର ଫାଣ୍ଡି ଅଧିକାରୀ ନିରଞ୍ଜନ ଦାସଙ୍କ ସମେତ ଜନପ୍ରତିନିଧିବୃନ୍ଦ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026

You Might Also Like