-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଘରେ ଘରେ ତ୍ରିରଙ୍ଗା ଅଭିଯାନ

10-Aug-2024



ବଲାଙ୍ଗୀର: ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦିଗଦର୍ଶନ ଅନୁଯାଇ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେବା ପାଇଁ ରାଜ୍ୟ ସରକାର ଏକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ସହ ତୃଣମୂଳ ସ୍ତରରେ ଏହାର ସଫଳ ରୂପାୟନ ନିମନ୍ତେ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  I  

 ଏହି ଅଭିଯାନର ସଫଳତା ତଥା ସମଗ୍ର ବିଶ୍ଵବାସୀଙ୍କୁ ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେବା ପାଇଁ  ସମସ୍ତ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ସ୍ତରରେ ତ୍ରିରଙ୍ଗା ଯାତ୍ରା, କୋନସର୍ଟ ଓ ଶପଥପାଠ କାର୍ଯ୍ୟକ୍ରମ ଅୟୋଜନ କରାଯିବ I ଏଥିପାଇଁ ଆବଶ୍ୟକୀୟ ସଂଖ୍ୟକ ଜାତୀୟ ପତାକା ଜିଲ୍ଲାର ସ୍ୱୟଂ ସହାୟକ ଗୋଷ୍ଠୀ ଯୋଗାଇବେ I ଜିଲ୍ଲାର ମଣ୍ଡଳ ଉନ୍ନୟନ ଅଧିକାରୀ ଓ ପୌର ପାଳିକା/ ମହାନଗର ନିଗମର କାର୍ଯ୍ୟନିର୍ବାହୀ ଅଧିକାରୀ/ପୌର ଆୟୁକ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ତଥା ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ସମନ୍ଵୟରେ ଏହି କାର୍ଯ୍ୟକ୍ରମ ସମ୍ପାଦନ ହେବ I  

      

ଏହି ଅବସରରେ ଜିଲ୍ଲାପାଳ  ସମସ୍ତ ଭାରତୀୟଙ୍କ ସ୍ୱାଭିମାନ ଏବଂ ସମ୍ମାନର ପ୍ରତୀକ ତ୍ରିରଙ୍ଗା ପତାକାକୁ ଗର୍ବ ଓ ସମ୍ମାନର ସହ ଉଡାଇବା ପାଇଁ ଅନୁରୋଧ କରିଛନ୍ତି ଏବଂ   www.harghartiranga.com ୱେବ୍ସାଇଟରେ ଶପଥପାଠ କରି କିମ୍ବା ତ୍ରିରଙ୍ଗା ପତାକା ସହିତ ନିଜର ସେଲଫି ଅପଲୋଡ କରି କେନ୍ଦ୍ର ସରକାରଙ୍କ ପ୍ରମାଣ ପତ୍ର ଗ୍ରହଣ କରିବା ସହ ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେବା ପାଇଁ ସମସ୍ତ ଜିଲ୍ଲାବାସୀଙ୍କୁ ଆହ୍ୱାନ କରିଛନ୍ତି I ଜିଲ୍ଲା ସଦର ମହକୁମା ରେ 13 ତାରିଖ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ରୁ ସକାଳେ ଏକ ତ୍ରିରଙ୍ଗା ଯାତ୍ରା ବାହାରିବ | ଏଥିରେ ସମସ୍ତ ବୁଦ୍ଧିଜୀବୀ, ଛାତ୍ର ଛାତ୍ରୀ , ଅଧିବାସୀ ମାନଙ୍କୁ ଯୋଗ ଦେବାକୁ ଅନୁରୋଧ ମଧ୍ୟ କରା ଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like