-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ନିଜେ ପାଠପଢିଥିବା ସ୍କୁଲରେ ସମ୍ବର୍ଦ୍ଧିତ ହେଲେ ବିଧାୟକ କହ୍ନେଇ ଡାଙ୍ଗ

10-Aug-2024



କଣ୍ଟାମାଳ(ଜୟ କୁମାରମହାରଣା): କଣ୍ଟାମାଳ ବ୍ଲକ ଅନ୍ତର୍ଗତ ବିଳାସପୁର ଜନତା ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କ ଦ୍ଵାରା ଏକ ସ୍ବାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ ବିଶିଷ୍ଟ ସାହିତ୍ୟିକ ତଥା ନାଟ୍ୟକାର ହରିହର ପ୍ରଧାନ, ପୁରାତନ ଛାତ୍ରସଂଘ ସଭାପତି ସୁବେଦାର୍ ଲଳିତ କୁମାର ସାହୁ, ମୋ ସ୍କୁଲ ଅଭିଯାନ ସଦସ୍ୟ  ସୁଦାମ ଖମାରୀ, 

ପୁରାତନ ଛାତ୍ର ସାଧବ ଖମାରୀ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ମଞ୍ଚାସୀନ ଥିଲେ | ୧୯୭୦ ମସିହାର ଏହି ବିଦ୍ୟାଳୟରେ ବିଧାୟକ ଶ୍ରୀ ଡାଙ୍ଗ ଛାତ୍ର ଥିବାରୁ ସହପାଠୀ ପୁରାତନ ଛାତ୍ରଛାତ୍ରୀଙ୍କ ପକ୍ଷରୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦ୍ୱାରା ସମ୍ବର୍ଦ୍ଧିତ କରିଥିଲେ | ସାହିତ୍ୟିକ ଡଃ ସୌରଭ ରଞ୍ଜନ ଖମାରୀଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାକୁ ବିଦ୍ୟାଳୟ ପ୍ରଧାନଶିକ୍ଷକ ଚଣ୍ଡୀ ପ୍ରସାଦ ବେହେରା ଅଧ୍ୟକ୍ଷତା କରିଥିଲେ | ବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହ ପୁରାତନ ବିଦ୍ୟାଳୟରେ ଏକ ସଭାଗୃହ ନିର୍ମାଣ ଏବଂ +୨ କଲେଜ ସ୍ଥାପନ ପାଇଁ ବିଧାୟକଙ୍କ ଦୃଷ୍ଟିଆକର୍ଷଣ କରିଥିଲେ | ଶେଷରେ କ୍ରୀଡା ଶିକ୍ଷକ ଆଦିନାଥ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ | ସେହିପରି ବିଧାୟକ ଶ୍ରୀ ଡାଙ୍ଗ ଗୁଡ଼ଭେଲି ପଦର ରାଧାମୋହନ ଉଚ୍ଚ ବିଦ୍ୟାଳୟ ଏବଂ ବିଳାସପୁର ସରସ୍ବତୀ ଶିଶୁ ମନ୍ଦିରରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି 

ବୃକ୍ଷରୋପଣ କରିଥିଲେ | ପରେ ବିଳାସପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସରପଞ୍ଚ ଅମ୍ବିକା ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଧାୟକ ଶ୍ରୀ ଡାଙ୍ଗ ମୁଖ୍ୟଅତିଥି ଭାବରେ ଯୋଗଦେଇ ଲୋକଙ୍କ ସମସ୍ୟା ବାବଦରେ ଆଲୋଚନା କରିଥିଲେ | ଶେଷରେ ପାଣ୍ଡିରିପଦା ପଡିଆରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ବୃକ୍ଷରୋପଣ କରି ଲୋକଙ୍କୁ ଗଛର ଉପକାରିତା ଉପରେ ବୁଝାଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like