-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା

10-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ରାଜବୋଡାସମ୍ବର ବ୍ଲକ ସ୍ତରୀୟ ୧୭ ବର୍ଷରୁ କମ ବର୍ଗର ବାଳକ ଓ ବାଳିକା ବିଭାଗର ବ୍ଲକସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ବରିକେଲ ନୋଡାଲ ଉଚ୍ଚ ବିଦ୍ୟାଳୟର ଖେଳପଡିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ଚାରିଟି ସବ ବ୍ଲକର ସମୁଦାୟ ୧୦୬ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ବାଳକ ବିଭାଗର ୬୧ ଓ ବାଳିକା ବିଭାଗର ୪୫ ଜଣ ଅଂଶ ଗ୍ରହଣ କରିଥିଲେ। ଉଦଘାଟନୀ ସଭାରେ ବ୍ଲକ ସ୍କୁଲ କ୍ରୀଡା ଓ ଖେଳ ସଙ୍ଗଠନର ସଭାପତି ତଥା ବ୍ଲକ ଶିକ୍ଷାଅଧିକାରୀ ଶ୍ରୀଯୁକ୍ତ ଲୋକନାଥ ଭୋଇ ସଭାପତିତ୍ବ କରିଥିଲେ ଓ ଆନୁଷ୍ଠାନିକ ଭାବରେ ଉକ୍ତ ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। ବ୍ଲକ ସମ୍ପାଦକ ଶ୍ରୀ ହରେକୃଷ୍ଣ ମେହେର ସ୍ୱାଗତ ଭାଷଣ ସହ ସଭାକାର୍ଯ୍ୟ ପରିଚାଳନା କରି ପୂର୍ବ ବର୍ଷର ବିବରଣୀ ପଠନ କରିଥିଲେ। ପ୍ରଧାନଶିକ୍ଷକ ଶ୍ରୀ ସୁବଳ କୁମାର ଭୁଏ ଫୁଟବଲ ଖେଳର ମହତ୍ତ୍ଵ ବିଷୟରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ କ୍ରୀଡା ଶିକ୍ଷକ ଶ୍ରୀ କ୍ଷିରୋଦ୍ର ଦାଶ ଓ ଅନ୍ୟ ସମସ୍ତ କ୍ରୀଡା ଶିକ୍ଷକ ଓ ଶିକ୍ଷୟତ୍ରୀ ସହଯୋଗ କରିଥିଲେ। ଆଜିର ଏହି ପ୍ରତିଯୋଗୀତାରେ ବାଳକ ବିଭାଗରେ ପଦ୍ମପୁର ସବ ବ୍ଲକ ବିଜେତା ଓ କନସିଙ୍ଗା ସବ୍ ବ୍ଲକ ଉପ ବିଜେତା  ଏବଂ ବାଳିକା ବିଭାଗରେ ଦହିତା ସବ୍ ବ୍ଲକ ବିଜେତା ଓ ପଦମପୁର ସବ୍ ବ୍ଲକ ଉପ ବିଜେତା ହୋଇଥିଲେ।କୃତୀ ଦଳଙ୍କୁ ପୁରସ୍କୃତ କରାଯାଇ ଥିଲା ଓ ପରିଶେଷରେ କ୍ରୀଡା ଶିକ୍ଷକ ଶ୍ରୀ ଚନ୍ଦ୍ରମଣି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like