-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସମୂହ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ : ଜିଲ୍ଲାର ପ୍ରାୟ୧୪ଲକ୍ଷ୍ୟ ଲୋକଙ୍କୁ ଔଷଧ ସେବନ କରାଇବା ଲକ୍ଷ୍ୟ

10-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ): ସ୍ଥାନୀୟ ଷ୍ଟେସନପଡା ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସମୂହ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଯୋଗଦେଇ ପ୍ରଥମେ ଔଷଧ ସେବନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଉପସ୍ଥିତ ଥିବା ସମସ୍ତ ତାଲିମ ପ୍ରାପ୍ତ ଔଷଧ ସେବନ କାରୀଙ୍କୁ (ଆଶା, ଅଙ୍ଗନବାଡି) ସକ୍ରିୟ ଭାବେ ଲୋକଙ୍କୁ ସଚେତନ କରିବା ସହ ବରଗଡ ଜିଲକୁ ଫାଇଲେରିଆ ମୁକ୍ତ କରିବା ପାଇଁ ନିଷ୍ଠାପର ଭାବେ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । 

  ସୂଚନାଯୋଗ୍ୟକି,ଏହି କାର୍ଯ୍ୟକ୍ରମରେ ଅଗଷ୍ଟ ୧୦ ରୁ ୧୯ ତାରିଖ ମଧ୍ୟରେ ତାଲିମ ପ୍ରାପ୍ତ ଔଷଧ ସେବନ କାରୀ ତଥା ଆଶା, ଅଙ୍ଗନବାଡି ନିଜ ଅଞ୍ଚଳର ଘରଘର ବୁଲି ପରିବାରର ସଦସ୍ୟ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ତଥା ଶିକ୍ଷ୍ୟାନୁଷ୍ଠାନ ଗୁଡିକରେ ସମସ୍ତଙ୍କୁ ଔଷଧ ଖୁଆଇବେ । ଜିଲ୍ଲାର ପ୍ରାୟ୧୪ଲକ୍ଷ୍ୟ ଲୋକଙ୍କୁ ଔଷଧ ସେବନ କରାଇବା ଲକ୍ଷ ରଖି ସମୁଦାୟ ୫୨୨୪ ଜଣ ତାଲିମ ପ୍ରାପ୍ତ ଔଷଧ ସେବନ କାରୀ, ୪୮୭ ଜଣ ପ୍ରଥମ ସ୍ତରୀୟ ପର୍ଯ୍ୟବେକ୍ଷକ, ୪୮ ଗୋଟି ଦ୍ରୁତ ପ୍ରତିକ୍ରିୟ ଦଳ ନିଯୋଜିତ ଥିବା ବେଳେ ଲୋକଙ୍କ ସୁବିଧା ପାଇଁ ୧୮ ଗୋଟି କୋଣ୍ଟ୍ରୋଲ ରୁମ ଖୋଲାଯାଇଛି । ଏହି କାର୍ଯ୍ୟକ୍ରମରେ ଜ଼ିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ, ଡ. ନିରୁପମା ଷଡ଼ଙ୍ଗୀ, ଜ଼ିଲ୍ଲା ଅତିରିକ୍ତ ଜନସ୍ଵାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡ. ସାଧୁଚରଣ ଦାଶ ଏବଂ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସଲାଙ୍କ ସମେତ ଜିଲ୍ଲା ପ୍ରକଳ୍ପ ପରିଚାଳକ ଶ୍ରୀ ଗିରିଜା ପ୍ରସାଦ ମିଶ୍ର ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ତଥା ଆଶା ଓ ଅଙ୍ଗନବାଡି ଉପସ୍ଥିତ ରହି ସମୂହ ଔଷଧ ସେବନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like