-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ବାନ୍ଧକଳା କୁ ତାରିଫ କଲେ କେନ୍ଦ୍ରୀୟ ମନ୍ତ୍ରୀ ,ସନ୍ଥ କବୀର ରାମକୃଷ୍ଣ ମେହେରଙ୍କୁ ଭୂୟସୀ ପ୍ରଶଂସା 

10-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ) ନୂଆଦିଲ୍ଲୀ ସ୍ଥିତ ଜାତୀୟ କାରିଗରୀ ସଂଗ୍ରହାଳୟ ଠାରେ ଆୟୋଜିତ ପରମ୍ପରା ଓ ଉଦ୍ଭାବନ ଉତ୍ସବରେ ସନ୍ଥ କବୀର ପୁରସ୍କାରପ୍ରାପ୍ତ  ରାମକୃଷ୍ଣ ମେହେରଙ୍କ ସମ୍ବଲପୁରୀ ଶାଢ଼ୀ (ରାଷ୍ଟ୍ରୀୟ ଏକତାର ନିଦର୍ଶନ) ପ୍ରଦର୍ଶନୀରେ ବେଶ ଚର୍ଚ୍ଚାର ବିଷୟ ହୋଇଥିଲା।ତା ୦୮.୦୮.୨୦୨୪ ରିଖରେ ଅନୁଷ୍ଠିତ ଏହି ଭବ୍ୟ ଉତ୍ସବକୁ ମାନ୍ୟବର କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ ଗିରିରାଜ ସିଂ ଉଦଘାଟନ କରିଥିବାବେଳେ, ସ୍ୱତନ୍ତ୍ର ଆମନ୍ତ୍ରଣ କ୍ରମେ ସନ୍ଥକବୀର ରାମକୃଷ୍ଣ ମେହେର ଯୋଗଦାନ କରିଥିଲେ। ବିଭିନ୍ନ ପ୍ରାନ୍ତରୁ ଆସିଥିବା ଆନ୍ତର୍ଜାତିକ ଡିଜାଇନରଙ୍କ ସମେତ ବସ୍ତ୍ର ମନ୍ତ୍ରଣାଳୟର ଉଚ୍ଚପଦସ୍ଥ ପଦାଧିକାରୀମାନେ ଉକ୍ତ ଶାଢ଼ୀର ଭାବାବେଗକୁ ଭୂୟସୀ ପ୍ରଶଂସା କରିବା ସହ ସମ୍ବଲପୁରୀ ବାନ୍ଧକଳାର ସ୍ୱତନ୍ତ୍ରତା ଉପରେ ବେଶ ଆଲୋଚନା କରିଥିଲେ।ଏ ପରିପ୍ରେକ୍ଷୀରେ ସନ୍ଥକବୀର ଶ୍ରୀଯୁକ୍ତ ରାମକୃଷ୍ଣ ମେହେର ବାନ୍ଧ କଳାରେ ତିଆରି କରାଯାଉଥିବା ବିଘ୍ନରାଜ ଶ୍ରୀଗଣେଶ ଠାକୁରଙ୍କ ଏକ ଫଟୋଚିତ୍ର କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଙ୍କୁ ପ୍ରଦାନ କରିବା ସହିତ ସନ୍ଥ କବୀର ପୁରସ୍କାରପ୍ରାପ୍ତ କରିଥିବା ରାଷ୍ଟ୍ରୟ ଏକତା ସମ୍ବଲପୁରୀ ଶାଢ଼ି ବିଷୟରେ ବ୍ୟାଖ୍ୟା କରିଥିଲେ। କାର୍ଯ୍ୟକ୍ରମରେ ବୟନ ରାଜ୍ୟମନ୍ତ୍ରୀ ପବିତ୍ର ମାର୍ଘେରିଟା,ବୟନ ସଚିବ ଶ୍ରୀମତୀ ରଚନା ଶାହା, ହସ୍ତତନ୍ତ ଉନ୍ନୟନ କମିଶନରଙ୍କ ବୀଣା ଏ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like