-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲରେ ଶିକ୍ଷକ ଓ ଅଭିବାବକ ସମ୍ମିଳନୀ

11-Aug-2024



ଡୁଙ୍ଗୁରିପାଲି, ତା. ୧୧/୮- ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା, ଅନଲାଇିନ୍ ଏକଟିଭିଟିରେ ସତର୍କତା, ସାଇବର ସଚେତନତା, ସ୍ୱଚ୍ଛତା ପକ୍ଷ ପାଳନ, ସୁରଭି କାର୍ଯ୍ୟକ୍ରମ, ୟୁଥ ଓ ଇକୋ କ୍ଲବର କ୍ରିୟାନ୍ୱୟନ, ବୟସ ଅନୁସାରେ ଛାତ୍ରଛାତ୍ରୀଙ୍କ ବିଭିନ୍ନ ଶ୍ରେଣୀରେ ନାମ ଲେଖା, ନିୟମିତ ଶିକ୍ଷା ଗ୍ରହଣ ଓ ସମାପ୍ତି ଭଳି ବିଭିନ୍ନ ଦିଗକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସ୍ଥାନୀୟ ମାୟାବର୍ହା ହାଇସ୍କୁଲ ଠାରେ ଶିକ୍ଷକ ଓ ଅଭିଭାବକ ଙ୍କ ଚଳିତ ବର୍ଷର ଦ୍ୱିତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ସୋନପୁର ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ଲକ୍ଷ୍ମଣ ଭୋଇ ଯୋଗଦେଇ ବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ କିଭଳି ଉତ୍କର୍ଷତା ଲାଭ କରିବେ ସେ ଦିଗରେ ମାର୍ଗଦର୍ଶନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ବିଜ୍ଞାନ ଶିକ୍ଷା ନିରୀକ୍ଷକ ପର୍ଶୁରାମ ମେହେର, ତରଭା ବାଳୀକା ହାଇସ୍କୁଲର ପ୍ରାକ୍ତନ ପ୍ରଧାନଶିକ୍ଷକ ନରେନ୍ଦ୍ର ସାହୁ, ମାୟାବର୍ହା ହାଇସ୍କୁଲର ପ୍ରାକ୍ତନ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ, ମାୟାବର୍ହା ସିଆରସିସି ଶ୍ରୀରାମ ସିକନ୍ଦର ପ୍ରମୁଖ ଏହି ବୈଠକ ରେ ଯୋଗଦେଇ ଶିକ୍ଷା, ଶିକ୍ଷାୟତନ, ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତେ ପରିପୂରକ ଏବଂ ମିଳିତ ଭାବେ ବିକାଶ ଦିଗରେ କାର୍ଯ୍ୟ କରିବାକୁ ଗୁରୁତ୍ୱାରୋପ କରିଥିଲେ । ସାମଗ୍ରିକ ଭାବେ ବରିଷ୍ଠ ଶିକ୍ଷକ ଦିନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଆଗାମୀ ଦିନରେ ଅଭିଭାବକଙ୍କ ତରଫରୁ ଦିଆଯାଇଥିବା ଗଠନମୂଳକ ପ୍ରସ୍ତାବ ଗୁଡିକୁ କାର୍ଯ୍ୟକ୍ଷମ କରିବାକୁ ସ୍ୱତନ୍ତ୍ର ପଦକ୍ଷେପ ହାତକୁ ନେବାକୁ ପ୍ରଧାନଶିକ୍ଷକ ଶ୍ରୀପଶାୟତ ପ୍ରତିଶୃତି ଦେଇଥିଲେ । ଦଶମ ଶ୍ରେଣୀର ଛାତ୍ରୀ ଜନନୀକା ନାଏକ, ଲିପସା ଯୁଆଡି, ଅର୍ଚ୍ଚିତା ପଧାନ, ଶୁଭଶ୍ରୀ, ପ୍ରୀତି,ରେଖା ପ୍ରମୁଖ ସ୍ୱାଗତ ସଙ୍ଗିତ ଗାନ କରିଥିବା ବେଳେ ଅର୍ଚ୍ଚିତା ପ୍ରଧାନ ବିଦ୍ୟାଳୟ କାର୍ଯ୍ୟକ୍ରମର ନିଜସ୍ୱ ଅନୁଭୂତି ବର୍ଣ୍ଣନା କରିଥିଲେ । ଅଭିଭାବକଙ୍କ ମଧ୍ୟରେ ଚକା ସାହୁ ଓ ପ୍ରମୋଦିନୀ ଯୁଆଡି କାର୍ଯ୍ୟକ୍ରମର  ଆବଶ୍ୟକତା ବିଷୟ ରେ  ମନ୍ତବ୍ୟ ଦେଇଥିଲେ । ଶେଷରେ ଆଲୁମିନୀ ସଦସ୍ୟ କିରଣ ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସଂଜୀବ କୁମାର ପୂଜାରୀ, ସ୍ନିଗଧା ପ୍ରଧାନ, ସୁରଜ ଖମାରୀ, ସମୀର କଠାର, ମୀନକେତନ ଦାଶ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ।

ସୋନପୁର ଡିଇଓ ଶ୍ରୀ ଲକ୍ଷ୍ମଣ ଭୋଇ ମାୟାବର୍ହା ହାଇସ୍କୁଲ ସମେତ ଡୁଙ୍ଗୁରିପାଲି ବ୍ଲକର ସମଲେଇଚୂଆଁ ହାଇସ୍କୁଲ, ଆଏଁଲାସାରୀ ଅପର ପ୍ରାଇମେରୀ ସ୍କୁଲ, ମାୟାବର୍ହା କେଜିବିଭି ସ୍କୁଲ କୁ ପରିଦର୍ଶନ କରି ଶିକ୍ଷକ ଏବଂ ଅଭିଭାବକ ବୃନ୍ଦଙ୍କୁ  ମାର୍ଗଦର୍ଶନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like