-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ତଥା ପଣ୍ଡିତ ଗୁଣ ସାଗର ପଣ୍ଡା ଙ୍କ ବିୟୋଗରେ ଶୋକ ସଭା

11-Aug-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)ପଣ୍ଡିତ ଗୁଣ ସାଗର ପଣ୍ଡା ଙ୍କ ବିୟୋଗ ରେ ଆଜି ପତଞ୍ଜଳି ଯୋଗ ସମିତି ପକ୍ଷରୁ ଫରେଷ୍ଟ ସ୍ମାର୍ଟ ପାର୍କ ଠାରେ ଓ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ମନମୁଣ୍ଡା ଶୈବ ପୀଠ ଠାରେ ଶୋକ ସଭା ଅନୁଷ୍ଠିତ ହୋଇ ଯାଇଛି l ପତଞ୍ଜଳି ଯୋଗ ସମିତି ର ସଭାପତି ଗୋପାଳ ନେଗୀ ଙ୍କ ସଭାପତିତ୍ବ ରେ ପାର୍କ ଠାରେ ଅନୁଷ୍ଠିତ ଶୋକ ସଭାରେ ଓ ସ୍ୱଚ୍ଛ ଭାରତ ସଭାପତି ସାୟଦ ଅଲିମୂଲ୍ ଇସଲାମ ଙ୍କ ସଭାପତିତ୍ବ ରେ ମନମୁଣ୍ଡl ଠାରେ ଅନୁଷ୍ଠିତ ସ୍ମୃତି ସଭାରେ ସ୍ୱର୍ଗୀୟ ପଣ୍ଡିତ ତଥା ଆଦର୍ଶ ଶିକ୍ଷକ ଗୁଣ ସାଗର ଙ୍କ ଗୁଣ ଗାନ କରାଯାଇଥିଲା l ଓ ଜ୍ୟୋତିର୍ବିଦ୍ୟା ଶାସ୍ତ୍ର ରେ ଓ ଶିକ୍ଷକତା ରେ ଶ୍ରୀ ପଣ୍ଡା ଙ୍କ ଖୁବ୍ ପାରଦର୍ଶିତା ଥିବାରୁ ତାଙ୍କୁ ଅନେକ ଉପାଧି ରେ କୋଶଳ ପଣ୍ତିତ ମହାସଭା ରେ ଭୂଷିତ କରଯାଇଥିଲା ବୋଲି ବକ୍ତା ମାନେ ମତ ପ୍ରକାଶ କରି ସେ ଜଣେ ଭଦ୍ର ନମ୍ର ସରଳ ଉଦାର ଓ ଜ୍ଞାନୀ ଗୁଣୀ ବ୍ୟକ୍ତି ଥିବାରୁ ଶ୍ରୀ ଗୁଣ ସାଗର ଙ୍କ ଗୁଣ ଜ୍ଞାନ କୁ ସାଗର ସହିତ ତୁଳନା କରି  ତାଙ୍କ ନାଁ କୁ ସାର୍ଥକ କରିଥିଲେ ବୋଲି ମତ ରଖିଥିଲେ  l ସଭାକୁ ମନୋରଞ୍ଜନ ତ୍ରୀପାଠୀ ଓ ରବୀନ୍ଦ୍ର ଜେନା ସଂଯୋଜନା କରିଥିବା ବେଳେ ଉଭୟ ସଭାରେ ଉଭୟ ସଂଗଠନ ର ସମସ୍ତ ସଭ୍ୟ ଯୋଗ ଦେଇ ସାମୁହିକ ଭାବରେ  ତିନି ଥର ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like