-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ରାଜ୍ୟ

ବୃକ୍ଷରୋପଣକୁ ଅଭିଯାନର ରୂପ ଦେଲା ଶାଗୁଆ ବଲାଙ୍ଗୀର, ସାମୁହିକ ଭାବରେ ପ୍ରାୟ 600 ଚାରାରୋପଣ କଲେ ବଲାଙ୍ଗୀରବାସୀ

11-Aug-2024



ବଲାଙ୍ଗିର(ପ୍ରେରଣାଖବର): ପରିବେଶ ସୁରକ୍ଷା ଓ ବଲାଙ୍ଗୀରକୁ ଏକ ସବୁଜ ସୁନ୍ଦର ସହର ଭାବରେ ଗଢି ତୋଳିବା ପାଇଁ ସ୍ଵେଚ୍ଛାସେବୀ ସଂଗଠନ ଶାଗୁଆ ବଲାଙ୍ଗୀର ଆଉ ଏକ ପାଦ ଆଗେଇ ଆସିଛି l ବୃକ୍ଷରୋପଣକୁ ଏକ ଅଭିଯାନରେ ରୂପ ଦେବାପାଇଁ ନିଷ୍ପତ୍ତି ନେଇଛି ଶାଗୁଆ ବଲାଙ୍ଗୀର l ଆଜି ଅଗଷ୍ଟ  11 ବଲାଙ୍ଗୀରର ବୁଦ୍ଧିଜୀବୀ ଓ ପରିବେଶ ପ୍ରେମୀମାନଙ୍କର ସହଯୋଗରେ "ବଲାଙ୍ଗିର ଗଛ ଲଗାଦିନ" ଆୟୋଜନ ହୋଇଛି l ବଲାଙ୍ଗୀର ଜିଲ୍ଲାରେ ପ୍ରଥମ ଥର ପାଇଁ ଏପରି ବ୍ୟାପକ ଭାବରେ ତଥା ଶତାଧିକ ଜନସାଧାରଣଙ୍କ ଉପସ୍ଥିତିରେ 

ବୃକ୍ଷରୋପଣ କରାଯାଇଥିଲା l ଏଥି ପାଇଁ ଶାଗୁଆ ବଲାଙ୍ଗୀର ତରଫରୁ ବଲାଙ୍ଗିର ସଚେତନ ନାଗରିକ, ସ୍କୁଲ କଲେଜ ଛାତ୍ରଛାତ୍ରୀ, ପରିବେଶପ୍ରେମୀ, ସାମ୍ବାଦିକ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ମାନଙ୍କୁ ନେଇ ସମ୍ବଲପୁର ରୋଡ ସ୍ଥିତ  ଅରୁନ୍ଧତୀ ହିରୋ ଶୋରୁମ ଠାରୁ ସଦେଇପାଲି  ରାସ୍ତା ପର୍ଯ୍ୟନ୍ତ ଏକ ସାମୁହିକ ବୃକ୍ଷରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା  l  ରାସ୍ତାର ଉଭୟ ପାର୍ଶ୍ଵରେ ଶାଗୁଆ ବଲାଙ୍ଗୀରର ସଭ୍ୟ ମାନେ ନିମ୍ବ, କ'ଗଛ, ଜlମ୍ବୁ, ଶିରିସ, ବଡଚାଖୁଣ୍ଡା, ସେରସୁଆଁ ଆଦି ଚାରାରୋପଣ କରିଥିଲେ l ମୁମ୍ଵାଇରୁ ଆସିଥିବା ପରିବେଶବିତ୍ ପ୍ରତ୍ୟୁଷ ରଞ୍ଜନ ପଣ୍ଡା ଓ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକl ସାହୁ ଏଥିରେ ଅତିଥି ଭାବରେ ଯୋଗଦେଇ ନିଜେ ଗଛ ଲଗାଇବା ସହ ସମସ୍ତଙ୍କୁ ଉତ୍ସାହିତ କରିଥିଲେl l ନାଗରିକ କମିଟିର ସଭାପତି ଶ୍ରୀକର ମିଶ୍ର, ଶାଗୁଆ ବଲାଙ୍ଗୀରର ଶାଗୁଆପ୍ରେମୀ ଜୟ ପୁରୋହିତ, ରାଜୁ ମହାପାତ୍ର ପରିବେଶପ୍ରେମୀ ଅରୁଣ ମିଶ୍ର, ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା, ନେସନାଲ୍ ପିସ୍ ୟୁନିସନ ର ସତ୍ୟ ମିଶ୍ର, ରବିରଞ୍ଜନ ପୁଝାରୀ, ଆନନ୍ଦ ବଡପଣ୍ଡା, ରବିଚନ୍ଦ୍ର ଉଦଗାତା ପ୍ରମୁଖ ଯୋଗ ଦେଇ 

 ରାସ୍ତାରେ ଗଛ ଲଗାଇବା ସହ ଏହାର ରକ୍ଷଣାବେକ୍ଷଣ ଦିଗରେ ସମସ୍ତେ ତତ୍ପର ହେବାକୁ ପରାମର୍ଶ ଦେଇଥିଲେ l ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ୟୁବୋଦୟ କଲେଜ, ସାଇଟ୍ କଲେଜ, ମଣ୍ଟେସୋରି ପବ୍ଲିକ୍ ସ୍କୁଲ୍, ସେଣ୍ଟ ଜାଭିଅର ପବ୍ଲିକ୍ ସ୍କୁଲ୍, ଦୟାନନ୍ଦ ପବ୍ଲିକ୍ ସ୍କୁଲ୍,  ବିନାୟକ ପବ୍ଲିକ୍ ସ୍କୁଲ୍, ବିଶ୍ୱାତ୍ମା ବିଦ୍ୟା ମନ୍ଦିର ର ଛାତ୍ରଛାତ୍ରୀ ଙ୍କ ସମେତ ସିଆରପିଏଫ୍ ଟିମ୍,  ରେଡକ୍ରସ ଓ ବଲାଙ୍ଗିର ପୋଲିସ ସକ୍ରିୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like