-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ତହଁକ୍ କୁଟୁମ୍ ର ଝକେର୍ ଆସର

11-Aug-2024



ବଲାଙ୍ଗୀର (ପ୍ରେରଣା ଖବର)ଶ୍ରାବଣର ଝରି ବରଷା କବିମନକୁ ପୁଳକିତ ଓ ରୋମାଞ୍ଚିତ କରେ, କବି ଲେଖନୀ ଚାଳନା କରେ ପ୍ରକୃତିର  ସୌନ୍ଦର୍ଯ୍ୟକୁ ବର୍ଣନା କରି। ଗର୍ନ୍ଧମାର୍ଦ୍ଦନର ପାଦ ଦେଶରେ କବି ଗାନ କରୁଥିଲା ମାଁ ମାଟିର ମହକକୁ ନେଇ ଅନେକ କବିତା । ତହଁକ ସାହିତ୍ୟ କୁଟୁମ ଆର୍ ଗର୍ନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ମିଳିତ, ହରିଶଙ୍କର ଶାଖା ଆନୁକୁଲ୍ୟରେ କୋସଲି ଭାସାର ସୁରକ୍ଷା ପାଇଁ ଝକେର କୋସଲି କବିତା ଆସର ହରିଶଙ୍କର ପିଠ ଠାରେ ଅନୁଷ୍ଠିତ ହୋଇଯାଇଛି ,ସଭା  ପ୍ରାରମ୍ଭରୁ ବିଶିଷ୍ଟ କୋସଲି ଗବେଷକ ନିମାଇଁ ଚରଣ ପାଣିଗ୍ରାହୀଙ୍କ ଉଦ୍ଧେଶ୍ୟ ରେ ଗୋଟିଏ ମିନିଟ ନିରବ ପ୍ରାର୍ଥନା କରାଯାଇ ତାଙ୍କ ନାମରେ ମଂଚ  ସମର୍ପଣକରାଯାଇଥିଲା। ଏହି ଅବସରରେ କବି ନିରଞ୍ଜନ ପଣ୍ଡା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ଗର୍ନ୍ଧମାର୍ଦ୍ଦନ ସୁରକ୍ଷା କମିଟିର ସଦସ୍ଯ ଥବିର ମେହେର,  ସମାଜ ସେବୀ ସୁଶୀଲ କୁମାର ଗୁରୁ,  ସାମ୍ବାଦିକ ଅଭୟ ତ୍ରିପାଠୀ, ବନାଞ୍ଚଳ ଅଧିକରୀ ଅରବିନ୍ଦ ନାଏକ୍ , କବି  ବିରଞ୍ଚିନାରାୟଣ ଦାସ୍ , ସାମ୍ବାଦିକ ପ୍ରବିଣ ପୁରୋହିତ,  ଗୋପୀନାଥ ଦଣ୍ଡସେନା ଅତିଥି ଭାବରେ ଯୋଗ ଦେଇ ଗର୍ନ୍ଧମାର୍ଦ୍ଦନ ଏ ଅଂଚଳ କୁ ଜୀବିକା ଦେବା ସହ ଏହାର ଔଷଧିୟ ବନରାଜି ଗବେଷକ ମାନଙ୍କୁ ଗବେଷଣା କରିବାରେ ପେରଣା ଦେଇଥାଏ  । ଏହି ଅବସରରେ ବିଶିଷ୍ଟ ସମାଜସେବି,  କୋସଲି ଭାସା ପ୍ରେମି ସୁଶୀଲ କୁମାର ଗୁରୁ ଙ୍କୁ  ତହଁକ ସମ୍ମାନ ରେ ସମ୍ମାନିତ କରାଯାଇଥିଲେ।  ଦିଲିପ କୁମାର ମିଶ୍ର ସ୍ବାଗତ ଭାଷଣ

ଦେଇଥିବାବେଳେ,  ସମ୍ପାଦକ ରାଜେଶ ଦଣ୍ଡସେନା ଉଦ୍ଧେଶ୍ୟ ଜ୍ଞାପନ କରିଥିଲେ ସଭାକୁ ମୂଖ୍ଯ ସମ୍ପାଦକ ଅର୍ଜୁନ କୁମାର ସାହୁ ସଂଯୋଜନା କରିଥିଲେ। କବିତା ଆସରକୁ ଅକୃର ବାଗ,  ଦୁର୍ବାଦଳ କ୍ଷେତି, ପୁଷ୍ପାଞ୍ଜଳି ମେହେର,  ଆହ୍ଲାଦିନୀ ପାଣିଗ୍ରାହୀ ଦାସ, ସୁଦେସନା ମିଶ୍ର ସଂଯୋଜନା କରିଥିଲେ। ବଲାଙ୍ଗୀର, ବରଗଡ, ନୂଆପଡ଼ା ଜିଲ୍ଲାରୁ ଶତାଧିକ କବି ଯୋଗ ଦେଇ କବିତା ପାଠ କରିଥିଲେ l କାର୍ଯ୍ୟକ୍ରମକୁ ରାଜିବ ଭୋଇ,  ରବିନ୍ଦ୍ର ସାହୁ,  ଗରିବ ମଲ୍ଲିକ, ଗୋପାଳ ମେହେର, ଧର୍ମେନ୍ଦ୍ର ପ୍ରଧାନ, ସ୍ବପ୍ନିକା ସାହୁ, ନିକିତା ସା, ଗୋବର୍ଦ୍ଧନ ନାଏକ,  ରାଜେଶ ଶର୍ମା,  ଯଶୋବନ୍ତ କୁମ୍ଭାର,  ରୋଶନ ସାହୁ ପ୍ରମୂଖ ସହଯୋଗ କରିଥିଲେ  l ଶେଷରେ କବିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like