-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

ଶିକ୍ଷକ ଅଭିଭାବକ ବୈଠକ

11-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ଲମ୍ବଶରୀ ପଂଚାୟତ ଅନ୍ତର୍ଗତ ବଡଝାରମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭିଭାବକ ଓ ଶିକ୍ଷକଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ହାରାଧନ ପୋଢ଼ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଅନେକ ଅଭିଭାବକ, ଅଭିଭାବିକାମାନେ ଉପସ୍ଥିତ ଥିଲେ | ଶିକ୍ଷାକୁ ଗୁରୁତ୍ଵ ଦେବା ସହ କିଭଳି ବିଦ୍ୟାଳୟରେ ସୋଖିକ ବାତାବରଣ ମଧ୍ୟରେ ପିଲାଙ୍କୁ ଶିକ୍ଷାଦାନ କରିବାକୁ ସେ ବିଷୟରେ ଆଲୋଚନା ହୋଇଥିଲା | ଅଭିଭାବକ, ଅଭିଭାବିକାମାନେ ବିଦ୍ୟାଳୟର ଉନ୍ନତି ଉପରେ ଗୁରୁତ୍ବ ଦେବା ସହ ଶିକ୍ଷାର ମାନ ବୃଦ୍ଧି ଓ ମଧ୍ୟାହ୍ନ ଭୋଜନକୁ ଆହୁରି ସରସ ସୁନ୍ଦର କରିବାକୁ ମତ ଦେଇଥିଲେ | ଅଭିଭାବକଙ୍କ ମତକୁ ସମ୍ମାନ ଦେଇ ଶିକ୍ଷା ସହ ବିଦ୍ୟାଳୟର ଉନ୍ନତି ଦିଗରେ ସମସ୍ତେ ମିଳିମିଶି କାର୍ଯ୍ୟ କରିବେ ବୋଲି ମତପ୍ରକାଶ ପାଇ ଥିଲା | ବିଦ୍ୟାଳୟ ମଧ୍ୟରେ ବୃକ୍ଷରୋପଣ କରିବାକୁ ଶିକ୍ଷକ ମାନେ ନିର୍ଭର ପ୍ରତିଶୃତି ଦେଇଥିଲେ । ଏହି ବୈଠକରେ ପ୍ରଧାନଶିକ୍ଷକ ଶିଶିର ଖଟୁଆ,ସହ କlରିଶିକ୍ଷକ ଆଶୁତୋଷ କହଁର ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି କଣ୍ଟାମାଳ ବ୍ଲକ ଗୁଡଭେଲି ପଦର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭିଭାବକ ଓ ଶିକ୍ଷକଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା | ଏହି ବୈଠକରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଶିଲ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ମୋ ସ୍କୁଲ ଅଭିଯାନର ସଭାପତି ହୃଦାନନ୍ଦ ମେହେରଙ୍କ ସହ ଅନେକ ଅଭିଭାବକ, ଅଭିଭାବିକାମାନେ ଉପସ୍ଥିତ ଥିଲେ | ଶିକ୍ଷାକୁ ଗୁରୁତ୍ଵ ଦେବା ସହ କିଭଳି ବିଦ୍ୟାଳୟରେ ସୋଖିକ ବାତାବରଣ ମଧ୍ୟରେ ପିଲାଙ୍କୁ ଶିକ୍ଷାଦାନ କରିବାକୁ ସେ ବିଷୟରେ ଆଲୋଚନା ହୋଇଥିଲା | ଅଭିଭାବକ, ଅଭିଭାବିକାମାନେ ବିଦ୍ୟାଳୟର ଉନ୍ନତି ଉପରେ ଗୁରୁତ୍ବ ଦେବା ସହ ଶିକ୍ଷାର ମାନ ବୃଦ୍ଧି ଓ ମଧ୍ୟାହ୍ନ ଭୋଜନକୁ ଆହୁରି ସରସ ସୁନ୍ଦର କରିବାକୁ ମତ ଦେଇଥିଲେ | ଅଭିଭାବକଙ୍କ ମତକୁ ସମ୍ମାନ ଦେଇ ଶିକ୍ଷା ସହ ବିଦ୍ୟାଳୟର ଉନ୍ନତି ଦିଗରେ ସମସ୍ତେ ମିଳିମିଶି କାର୍ଯ୍ୟ କରିବେ ବୋଲି ମତପ୍ରକାଶ ପାଇ ଥିଲା | ବିଦ୍ୟାଳୟ ମଧ୍ୟରେ ବ୍ୟାପକ ବୃକ୍ଷରୋପଣ କରିବା ସହ ମଧ୍ୟାହ୍ନ ଭୋଜନକୁ ଆହୁରି ଅଧିକ ସରସ, ସୁନ୍ଦର ଓ ରୁଚିକର କରିବାକୁ ଶିକ୍ଷକ ଶିକ୍ଷୟତ୍ରୀ ମାନେ ନିର୍ଭର ପ୍ରତିଶୃତି ଦେଇଥିଲେ | ଏହି ବୈଠକରେ ପ୍ରଧାନଶିକ୍ଷକ ଶଣ୍ଢେଶ୍ୱର୍ ଖମାରୀ, ଶିକ୍ଷୟତ୍ରୀ ଅନିତା ମେହେର,ପୁଷ୍ପଲତା ପଣ୍ଡା, ଇତିଶ୍ରୀ ମିଶ୍ର, ଶିକ୍ଷକ ପରମେଶ୍ବର ମହଲା ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like