-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସ୍ମାର୍ଟ ମିଟର ଲଗାଣ ଉପରେ ନାଗରିକ କମିଟିର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

11-Aug-2024



ବଲାଙ୍ଗୀର, ସ୍ଥାନୀୟ ସରକାରୀ ଟାଉନ ବାଳିକା ବିଦ୍ୟାଳୟ ର ସଭାଗୃହରେ ବଲାଙ୍ଗିର ନାଗରିକ କମିଟିର ଏକ ସ୍ୱତନ୍ତ୍ର ବୈଠକ ଡ. ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ମତେ ନାଗରିକ କମିଟିର କାର୍ଯ୍ୟକାରୀ କମିଟିର ସମସ୍ତ ସଦସ୍ୟ ମାନଙ୍କ ସମେତ ବଲାଙ୍ଗିର ର ବିଭିନ୍ନ ସାମାଜିକ ଅନୁଷ୍ଠାନ ର ପ୍ରତିନିଧିମାନେ ଏଥିରେ ଯୋଗ ଦେଇଥିଲେ । ସଭାପତି ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିବା ପରେ ବିଶିଷ୍ଟ କୋଶଲି ଲେଖକ ତଥା ସଂଗ୍ରାହକ ସ୍ୱର୍ଗତ ନିମାଇଁ ଚରଣ ପାଣିଗ୍ରାହୀ ଓ ବାଙ୍ଗାଲାଦେଶ ଦଙ୍ଗାରେ ପ୍ରାଣ ହରାଇ ଥିବା ହିନ୍ଦୁ ଭାଇଭଉଣିମାନଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ସମସ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ । ସଭାପତି ଡ. ମିଶ୍ର ଟାଟା ପାୱାର ର ସ୍ମାର୍ଟ ମିଟର ଲଗାଣ ବିରୁଦ୍ଧରେ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବା ପାଇଁ ଏ ସ୍ୱତନ୍ତ୍ର ସଭା ଆହୁତ ହୋଇଥିବାର ଅବଗତ କରାଇଥିଲେ । ସାମାଜିକ ଅନୁଷ୍ଠାନର ପ୍ରତିନିଧିମାନେ ସଭାରେ ନିଜସ୍ୱ ମତ ରଖିଥିଲେ । ନିର୍ଦ୍ଧାରଣ କରାଗଲା ଯେ ବର୍ତ୍ତମାନ ପାଇଁ ଆନ୍ଦୋଳନାତ୍ମକ ପନ୍ଥା ସ୍ଥଗିତ ରଖି ମୁଖ୍ୟମନ୍ତ୍ରୀ, ଶକ୍ତି ମନ୍ତ୍ରୀ ଓ ଶକ୍ତି ସଚିବ ଙ୍କୁ ଦାବିପତ୍ର ପ୍ରଦାନ କରାଯିବ । ସଦସ୍ୟ ଦୁର୍ଗାପ୍ରସାଦ ହୋତା ଙ୍କ ପ୍ରସ୍ତାବ କ୍ରମେ ଆଗାମୀ ସମୟରେ କାଉନସିଲରମାନଙ୍କ ମାଧ୍ୟମରେ ପ୍ରତି ପଡାରେ ନାଗରିକ କମିଟି ସଭା କରି ଜନସ୍ୱାର୍ଥ କାର୍ଯ୍ୟକ୍ରମରେ ଅଧିକ ମାତ୍ରାରେ ଜନସାଧାରଣଙ୍କୁ ସଂଶିଷ୍ଟ କରିବାକୁ ସର୍ବ ସମ୍ମତ ସିଦ୍ଧାନ୍ତ ହୋଇଥିଲା । ସ୍ମାର୍ଟ ମିଟର ସଂପର୍କରେ ଜନସାଧାରଣଙ୍କୁ ବିଝାଇବା ପାଇଁ ବିଶେଷଜ୍ଞମାନଙ୍କୁ ନେଇ ତାଙ୍କ ତରଫରୁ ଏକ ଆଲୋଚନା ସଭା କରିବାକୁ ଅଧିକ୍ଷଣ ଯନ୍ତ୍ରୀ ପ୍ରସ୍ତାବ ଦେଇଥିବା ବିଷୟରେ କାର୍ଯ୍ୟକାରୀ କମିଟିର ସଦସ୍ୟ ଗୌର ଚନ୍ଦ୍ର ପୁରେହିତ ଜଣାଇଥିଲେ । ନାଗରିକ କମିଟି ଏହାକୁ ଗ୍ରହଣ କରିଥିଲା । ସାଧାରଣ ସଂପାଦକ ମଧୁ ସୁଦନ ନାୟକ ଓ ସଦସ୍ୟ ଗୌର ଚନ୍ଦ୍ର ପୁରୋହିତ ଅଧିକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କରି ଆଲୋଚନା ସଭାର ତାରିଖ, ସ୍ଥାନ ଓ ବିଷୟ ନିର୍ଦ୍ଧାରଣ କରି ଅବଗତ କରାଇଲେ ନାଗରିକ କମିଟି ସାମାଜିକ ଅନୁଷ୍ଠାନର ପ୍ରତିନିଧିମାନଙ୍କ ସହିତ ଏହି ସଭାରେ ଯୋଗ ଦେବାକୁ ସ୍ଥିର ହେଲା ଏବଂ ନିର୍ଦ୍ଧାରଣ କରାଗଲା ଯେ ଆଲୋଚନା ସଭା ପରେ ପରବର୍ତ୍ତି କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ । ଆଲୋଚନାରେ ଗୌର ଚନ୍ଦ୍ର ପୁରୋହିତ, ନାରାୟଣ ପାଢି, ଋତୁରାଜ ସିଂ, କିଶୋର ରଥ, ବିନୋଦ ବିହାରି ପାଣିଗ୍ରାହୀ, ଧନଞ୍ଜୟ ମିଶ୍ର, ନରେନ୍ଦ୍ର ଆଚାର୍ଯ୍ୟ, ସୁନିଲ ଚନ୍ଦ୍ର ବିଶ୍ୱାଲ, ଦୁର୍ଗା ପ୍ରସାଦ ହୋତା ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଶେଷରେ ସହ-ସଂପାଦକ ସୁନିଲ ଚନ୍ଦ୍ର ବିଶ୍ୱାଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like