-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର କରାଟେ ସ୍କୁଲ ଓ ଶେଖର କିକ୍ ବକ୍ସି ଏକାଡେମୀରେ ସମ୍ବର୍ଦ୍ଧନା ଉତ୍ସବ ପାଳିତ

11-Aug-2024



ବଲାଙ୍ଗୀର: ସ୍ଥାନୀୟ ଗାନ୍ଧି ଷ୍ଟଡିୟମ ଠାରେ ଥିବା ବଲାଙ୍ଗିର କରାଟେ ସ୍କୁଲ ସଭାପତି ସଚ୍ଚିଦାନନ୍ଦ ବାଗଙ୍କ ସଭାପତିତ୍ୱରେ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା ତଥା ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସମ୍ମାନିତ ଅତିଥି ଭାବରେ, ଜିଲ୍ଲା କରାଟେ ସଂଘର ସଭାପତି ଦେବଦତ୍ତ ବେହେରା, କରାଟେ ସ୍କୁଲ ତଥା ଜିଲ୍ଲା କରାଟେ ସଂଘର ସଂପାଦକ ହୃଦୟ ଶବର, ଶେଖର କିକ୍ ବକ୍ସିଂ ଏକାଡେମି ର ସଂପାଦକ ଚନ୍ଦ୍ର ଶେଖର ସେଠ ଅତିଥି ଭାବରେ ମଂଚାସିନ ହୋଇଥିଲେ । ସ୍କୁଲ ପକ୍ଷରୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କୁ ଉପଢୈାକନ ଦେଇ ସମ୍ମାନିତ କରାଯାଇଥିଲା । ବିଗତ ଜୁନ ମାସରେ ହୋଇଥିବା ଜୁନିୟର କିକ୍ ବକ୍ସିଂ ଚମ୍ପିୟାନସିପ୍ ପଶ୍ଚିମ ବଙ୍ଗର ସିଲିଗୁଡି ଠାରେ ତାରିଖ ୧୦ ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ଜିଲ୍ଲାରୁ ଦୁଇ ଜଣ ଖେଳାଳି କାଂସ୍ୟ ପଦକ ହାସଲ କରିଥିଲେ । ଆସନ୍ତା ୨୯ ତାରିଖରେ ଓଡିଶା ରାଜ୍ୟ କ୍ରୀଡା ଓ ଯୁବ ବ୍ୟପାର ବିଭାଗ ଦ୍ୱାରା କନିଷ୍ଠ ଷ୍ଟାଡିୟମ ଠାରେ ସମ୍ମାନିତ କରାଯିବ ବୋଲି ସଂପାଦକ ପରିପ୍ରକାଶ କରିଛନ୍ତି । ସେହି ପରି ଜୁଲାଇ ମାସ ୨୬ ରୁ ୨୮ ରେ ୮ତମ ଆର୍ନ୍ତଜାତୀୟ କରାଟେ ଚମ୍ପିୟାନସିପ୍ ଇଣ୍ଡିଆନ ଚେଲେଞ୍ଜର କପ ୨୦୨୪ କୋଲକତା ର ନେତାଜୀ ଇନ୍‌ଡୋର ଷ୍ଟାଡିୟମ ରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ଜିଲ୍ଲା ତଥା କରାଟେ ସ୍କୁଲ ରୁ ୧୪ ଜଣ ବାଳିକା ବାଳକ ବିଭିନ୍ନ ବର୍ଗରେ ଭାଗ ନେଇ ସର୍ବ ମୋଟ ୧୮ ଗୋଟି (୯ଟି ସ୍ୱର୍ଣ୍ଣ, ୫ଟି ରୌପ୍ୟ ଓ ୪ଟି କାଂସ୍ୟ) ପଦକ ହାସଲ କରି ଜିଲ୍ଲା, ରାଜ୍ୟ ତଥା ଦେଶକୁ ଗୌରାବନ୍ୱିତ କରିଛନ୍ତି । ଏହି ପଦକ ବିଜେତାମାନଙ୍କୁ ବଲାଙ୍ଗିର କରାଟେ ସ୍କୁଲ ଓ ଶେଖର କିକ୍ ବକ୍ସିଂ ଏକାଡେମୀ ତରଫରୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ପଦକ, ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା । ଉତ୍ସବକୁ ମନଗୋବିନ୍ଦ ମେହେର, ରାଜେନ୍ଦ୍ର ବାଗ, ମଧୁସୁଦନ ସାହୁ ଓ ବିଜୟ ସିଂ, ସୁରେନ୍ଦ୍ର ସାହୁ ସହଯୋଗ କରିଥିବା ବେଳେ ଶେଷରେ ଯାଦବ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like