-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଠୁଟିବର ଗ୍ରାମ ରେ ଡାଇରିଆ,୧୫ ରୁ ଉର୍ଦ୍ଧ ଆକ୍ରାନ୍ତ,ଗାଁରେ ପହଞ୍ଚିଲେ ଜିଲ୍ଲା ମେଡ଼ିକାଲ ଟିମ।

11-Aug-2024



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ରେ ଗତ କିଛିଦିନ ତଳେ ଡାଇରିଆ ବ୍ୟାପି ଜଣେ ଆକ୍ରାନ୍ତ ମୃତ୍ୟୁ ମୁଖରେ ପଡିଥିବା ବେଳେ କିଛିଦିନ ବ୍ୟବଧାନ ପରେ ପୁଣି ବ୍ଲକ ର ଗୋତମୁଣ୍ଡା ପଞ୍ଚାୟତ ଠୁଟିବର ଗ୍ରାମ ର ନାଗପଡା ରେ ଗତ ଦୁଇଦିନ ମଧ୍ୟରେ ୧୫ ଜଣ ଡାଇରିଆ ରେ ଆକ୍ରାନ୍ତ ହୋଇ ଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣ ଆକ୍ରାନ୍ତ ଧର୍ମଗଡ ଓ ଭବାନୀପାଟଣା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।ଆକ୍ରାନ୍ତ ଙ୍କ ମଧ୍ୟରେ ଗୁରୁତର ବିଳାସ ଗୋପାଳ(୩୦),ପାଦୁକା ଗୋପାଳ(୪୫) ନିଳାମ୍ବର ଗୋପାଲ(୨୨) ନମିତା ବାଗ(୨୨)ଶୋଭାବତୀ ଗୋପାଳ(୬୦) ରହିଛନ୍ତି। ସେମାନଙ୍କୁ ଭବାନୀପାଟଣା, ଧର୍ମଗଡ ଓ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଏହି ଘଟଣା ପରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ  ତତ୍ପରତା ପ୍ରକାଶ ପାଇଛି। ରବିବାର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ର ଏକ ମେଡ଼ିକାଲ ଟିମ ଏପିଡେମୋଲୋଜିଷ୍ଟ ବିଶେଷଜ୍ଞ ଡ଼.ନିହାର ଠାକୁର ଙ୍କ ନେତୃତ୍ୱରେ ଏକ ଟିମ ଠୁଟିବର ଗ୍ରାମ ରେ ପହଞ୍ଚି ଘର ଘର ବୁଲି ଆକ୍ରାନ୍ତ ରୋଗୀ ଙ୍କୁ ପରୀକ୍ଷା କରିବା ସହ ଔଷଧ ଓ ସଚେତନ କରିବା ସହ ଡାଇରିଆ ବ୍ୟାପୁଥିବା ର କାରଣ ଖୋଜିଛନ୍ତି। ନାଗପଡା ରେ ଥିବା ୪ ଗୋଟି ନଳକୂପ ର ପାଣି ସଂଗ୍ରହ କରି ପରୀକ୍ଷା ପାଇଁ ନେଇଛନ୍ତି ଓ ନଳକୂପ ଗୁଡିକ ଦୂଷିତ ପରିବେଶ ମଧ୍ୟରେ ଥିବା ବେଳେ ଗ୍ରାମ୍ୟ ଜଳଯୋଗାଣ ପକ୍ଷରୁ ବିଶୋଧନ ହୋଇ ନଥିବା ସୂଚନା ଦେଇଛନ୍ତି। ରବିବାର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଟିମ ଠୁଟିବର ଗାଁ ରେ ପହଞ୍ଚିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ଖବର ସଂଗ୍ରହ କରିବାକୁ ପହଞ୍ଚିଥିଲେ। ତେବେ ନଳକୂପ ର ପାନୀୟ ଜଳ ବ୍ୟବହାର କରୁଥିବା ନେଇ ଗ୍ରାମବାସୀ ମାନେ କହିଥିବା ବେଳେ ନଳକୂପ ଗୁଡିକୁ ବିଶୋଧନ କରା ଯାଉନଥିବା ଅଭିଯୋଗ କରିଛନ୍ତି। ଏନେଇ ବ୍ଲକ ଗ୍ରାମ୍ୟ ଜଳଯୋଗାଣ ସହକାରୀ ଯନ୍ତ୍ରୀ ଯଶୋବନ୍ତି ଭୋଇ ଙ୍କୁ ଫୋନ ଯୋଗେ ପ୍ରତିକ୍ରିୟା ନେବାରୁ ଆମ ପାଖରେ ଖବର ନଥିଲା, ଆଜି ଗାଁ ରେ ଥିବା ନଳକୂପ ଗୁଡିକୁ ବିଶୋଧନ କରିବା ପାଇଁ ଗାଡି ପଠାଇଛି ବୋଳି କହିଥିଲେ। ତେବେ ବର୍ଷା ଦିନ ପୂର୍ବରୁ ନଳକୂପ ଗୁଡ଼ିକୁ ବିଶୋଧନ କରିବା ପାଇଁ ସରକାରୀ ସ୍ତରରେ ନିୟମ ରହିଥିବା ବେଳେ ଆଜି ପର୍ଯ୍ୟନ୍ତ କାହିଁକି ଅବହେଳା କରାଯାଇଛି।ଫଳରେ ଆଜି ଦୂଷିତ ପାଣି ସେବନ କରି ଡାଇରିଆ ବ୍ୟାପୁଥିବା ନେଇ ଅଭିଯୋଗ ହୋଇଛି। କୋକସରା ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପି ଏଚ ଇଓ ଉର୍ମିଳା ଛାତ୍ରୀଆ ଙ୍କ ନେତୃତ୍ୱରେ ଫାର୍ମାସିଷ୍ଟ ଶୁଭେନ୍ଦୁ ପଣ୍ଡା,ମହିଳା ସ୍ଵାସ୍ଥ୍ୟ କର୍ମି ଅଯୋଧ୍ୟା ବାଗ, ସଞ୍ଚୟ ଶବର ,ସ୍ୱାସ୍ଥ୍ୟ ପରିଦର୍ଶକ କ୍ଷୀରୋଧ ବାଗ, ଆଶା କର୍ମି ମଞ୍ଜୁଳାତା ପ୍ରଧାନ ପ୍ରମୁଖ ଠୁଟିବର ଗାଁ ରେ ଆକ୍ରାନ୍ତ ରୋଗୀ ଙ୍କୁ ଚିକିତ୍ସା ସହ ସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like